-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

କୃଷି, ସ୍ୱାସ୍ଥ୍ୟ, ଓ ଶିକ୍ଷା ସମସ୍ୟା ସମାଧାନ ଦିଗରେ ଅଧିକ ଗୁରୁତ୍ୱ ଦେବି: ନୂତନ ଜ଼ିଲ୍ଲାପାଳ

03-Jun-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ର  ନୂତନ ଜିଲ୍ଲାପାଳ ଭାବେ ଆଜି  ଶ୍ରୀ ବିମଳେନ୍ଦୁ ରାୟ  (ଓ ଏ ଏସ ସିନିଅର )     ଯୋଗଦାନ କରିଛନ୍ତି l  କୃଷି, ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ, ଗମନା ଗମନ ଓ ପର୍ୟ୍ୟଟନ ର  ଦ୍ରୁତ ବିକାଶ ସହିତ ଜ଼ିଲ୍ଲା ର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ଦେବାକୁ ସ୍ୱତନ୍ତ୍ର ଭାବେ 5 T ଉପରେ ଗୁରୁତ୍ୱ ଦେବି ବୋଲି କହିଥିଲେ l l ସାମ୍ବାଦିକ ସମ୍ମିଳନୀ ରେ ଜ଼ିଲ୍ଲାପାଳ ଶ୍ରୀ ରାୟ ପ୍ରକାଶ କରିଛନ୍ତି l ଆଜି ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। l ଶ୍ରୀ

ରାୟ ସୁନ୍ଦରଗଡ଼ ଜ଼ିଲ୍ଲା ର ଉପ ଜ଼ିଲ୍ଲାପାଳ ଭାବେ  ଓ ସମ୍ବଲପୁର ଜ଼ିଲ୍ଲା ର ବିଭିନ୍ନ ଉଚ୍ଚ ପଦ ପଦବୀ ରେ ପୂର୍ବ ରୁ ଦକ୍ଷତା ଓ ସଫଳତା ର ସହ କାର୍ଯ୍ୟ କରି ଆସି ଥିବା ସୂଚନା ମିଳିଛି l ଆଜି ଶ୍ରୀ ରାୟ ଙ୍କୁ  ଓଡିଶା ସାମ୍ବାଦିକ ସଂଘ ସୋନପୁର ଶାଖା,  ଜ଼ିଲ୍ଲା  ସ୍ତରୀୟ ସମସ୍ତ ବିଭାଗ ଅଫିସର, ସୁବର୍ଣ୍ଣପୁର ଅମଲା ସଂଘ, ସମେତ ସହର ର ବିଭିନ୍ନ ସ୍ବେଛାସେବୀ ସଂଗଠନ ସ୍ୱାଗତ କରି ଜ଼ିଲ୍ଲା ର ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ସୁ ଚିନ୍ତିତ ମରାମତ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like