-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଅନ୍ୟା ପକ୍ଷରୁ “ସ୍ମୃତିରେ ଅଭୟ” ଆୟୋଜିତ

03-Jun-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
 ସ୍ଥାନୀୟ ସାମ୍ବାଦିକ ଭବନଠାରେ ଅନ୍ୟା ସାହିତ୍ୟାନୁଷ୍ଠାନ ପକ୍ଷରୁ ସାହିତ୍ୟିକ ଅଭୟ କୁମାର ପାଢୀଙ୍କ ସ୍ମୃତିରେ  ‘ସ୍ମୃତିରେ ଅଭୟ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କବି ଡ. ପ୍ରଦୀପ କୁମାର ପଣ୍ଡାଙ୍କ ଅଧ୍ଯକ୍ଷତାରେ ଆୟୋଜିତ ହୋଇଥିବା ଏହି ସଭାରେ ଆଲୋଚକ ଭାବରେ ଯୋଗଦେଇ କବି ସରୋଜ ଅଭୟ କୁମାର ପାଢୀଙ୍କ କାବ୍ୟ ସୃଷ୍ଟି ଉପରେ ଆଲୋଚନା କରି କହିଥିଲେ ଯେ,ସ୍ୱର୍ଗୀୟ ଅଭୟ ପାଢୀଙ୍କ କବିତାରେ ଦର୍ଶନ ସହ ଜୀବନର ରହସ୍ୟ ଓ ମଣିଷ ହେଜୁଥିବା ଅନେକ ପ୍ରଶ୍ନର ଅନ୍ୱେଷା ରହିଛି। ରାଜକୀୟ ଠାଣି ସତ୍ତ୍ୱେ ଏକ କବିର କୋମଳ ମନ ନଈ ଭଳି ତାଙ୍କ ଭିତରେ ବହୁଥିଲା। ଆଭିଜାତ୍ୟ ଓ ମଧ୍ୟବିତ୍ତ ବର୍ଗର ଜୀବନରେ ଥିବା ଦ୍ୱନ୍ଦ୍ୱ,ସଂଘାତ ଓ ବିଡମ୍ବନାକୁ ସେ ତାଙ୍କ କବିତାରେ ରୂପ ଦେଇଥିବା ଦର୍ଶାଇ କବି ସରୋଜ ସ୍ୱର୍ଗତ ପାଢୀଙ୍କ ଏକ ବକ୍ତବ୍ୟ ଉଦ୍ଧାର କରି କହିଥିଲେ ଯେ,ସତ୍ୟକୁ ଶବ୍ଦରେ କହିହୁଏ ନାହିଁ ତାହା ଏକ ଅନୁଭବର ବିଷୟ। ଏହି ଅବସରରେ ଆୟୋଜିତ ଡ. ଗୌରିଦାସ ପ୍ରଧାନଙ୍କ ସଂଯୋଜନାରେ  ଏକ କବିତା ଆସରରେ ରୀତାରାଣୀ ମିଶ୍ର,ପ୍ର. ମୀନକେତନ ପାଠୀ,ଡ. ଗିରିଜା ଶଙ୍କର ଶର୍ମା,ଡ. ସତ୍ୟନାରାୟଣ ଠାକୁର,ମମତା ନାଥ,ଲଲିତ ମୋହନ ବେବର୍ତ୍ତା,ବବଲୁ ବାଗ,ଦେବାର୍ଚ୍ଚନ ଠାକୁର,କମଳ ଲୋଚନ ପଣ୍ଡା ପ୍ରମୁଖ କବିତା ପାଠ କରିଥିଲେ।ଡ.ଶ୍ୟାମ ସୁନ୍ଦର ଧର,ଡ. ଦ୍ୱାରିକାନାଥ ନାୟକ  ଗୀତ ଗାନ କରିଥିଲେ।ଦୀପକ ପଣ୍ଡା,କ୍ଷେତ୍ରମଣି ବିଭାର,ତଫିଜୁଲ୍‌ ହୋସେନ ପ୍ରମୁଖ ସାହିତ୍ଯ ପ୍ରେମିଗଣ ସଭାରେ ଉପସ୍ଥିତ ଥିଲେ।  ବୃନ୍ଦାବନ ମିଶ୍ର,ଡ. ଗୋବିନ୍ଦ ମହାରଣା, ରମେଶ ଚନ୍ଦ୍ର ମିର୍ଦ୍ଧା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ପ୍ରକାଶ ଥାଉକି ସଭା ପୂର୍ବରୁ ନିକଟ ଅତୀତରେ ସ୍ୱର୍ଗ ଲାଭ କରିଥିବା  ସାହିତ୍ୟିକ ଧରଣୀଧର ପ୍ରଧାନଙ୍କ ଆତ୍ମାର ସଦ୍‌ଗତି କାମନା କରି ନିରବ ପ୍ରାର୍ଥନା କରାଯାଇଥିଲା। ଶେଷରେ ଡ. ସିଦ୍ଧାର୍ଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like