-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||     

HOME   ଜିଲ୍ଲା

ଦେଢ଼ ବର୍ଷ ହେଲା ଅଙ୍ଗନୱାଡ଼ି କେନ୍ଦ୍ର ତାଳା, ପ୍ରାର୍କ ଶିକ୍ଷାଦାନରୁ ଶିଶୁ ବଞ୍ଚିତ - ଗର୍ଭବତୀ ମହିଳାଙ୍କୁ ମିଳୁନାହିଁ ସରକାରୀ ସହାୟତା

03-Jun-2023



ବୀରମହାରାଜପୁର, ( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ଗ୍ରାମପଞ୍ଚାୟତ ଅନ୍ତର୍ଗତ ରାମ୍ଭିପାଲି ଗାଁ ଅଙ୍ଗନୱାଡି କେନ୍ଦ୍ର ରେ ଦୀର୍ଘ ଦେଢ଼ବର୍ଷ ଧରି ତାଲା ଝୁଲୁଛି ଜଣାଯାଇଛି l  ଗ୍ରାମର ୱାର୍ଡ ମେମ୍ବର ସବିତା ବିଶ୍ୱାଳ ଙ୍କ ଉଦ୍ୟମ କ୍ରମେ ସିଡିପିଓ ଜ୍ୟୋସ୍ନାମୟୀ  ପଣ୍ଡା ଘଟଣା ସ୍ଥଳ ରେ ପହଞ୍ଚି ଗ୍ରାମବାସି ଙ୍କ ସହ ଆଲୋଚନା କରିଥିଲେ l ଗ୍ରାମ ରେ ଥିବା ୪୬ ପରିବାର ର ମଧ୍ୟରୁ ଗର୍ଭବତୀ ମହିଳା ଓ ଶିଶୁଙ୍କୁ ମିଳୁନାହିଁଓ ପୃଷ୍ଟିକର ଖାଦ୍ୟ ସହ ସରକାରୀ ସ୍ୱାସ୍ଥ୍ୟ ସେବା ସୁବିଧା ମିଳୁନଥିବା ଗ୍ରାମବାସୀ ମାନେ ଏଭଳି ଅଭିଯୋଗ ଆଣିଥିଲେ l ପରେ ସିଡିପିଓ କାର୍ଯ୍ୟରତ ଅଙ୍ଗନବାଡି କର୍ମୀ ଙ୍କୁ ଡକାଇ ସତ୍ୟା ସତ୍ୟ ଜାଣିବା କୁ ଚାହିଁଥିଲେ l ଗ୍ରାମବାସୀ ଉକ୍ତ ଅଙ୍ଗନୱାଡ଼ି କର୍ମୀ ବିଭିନ୍ନ ଦୁର୍ନୀତି ରେ ଲିପ୍ତ ରହିଥିବା ବେଳେ ରନ୍ଧନ ଖାଦ୍ୟ, ଛତୁଆ ଓ ଅଣ୍ଡା ସଠିକ ଭାବରେ ଦେଉନଥିବା ଅଭିଯୋଗ କରିଥିଲେ l ଅଙ୍ଗନୱାଡି କର୍ମୀଙ୍କୁ କାର୍ଯ୍ୟରୁ ଅନ୍ତର କରାନଗଲେ ତାଲା ଖୁଲିବୁ ନାହିଁ ବୋଲି ଗ୍ରାମବାସୀ ପ୍ରକାଶ କରିଥିଲେ l ପୂର୍ବରୁ ଏଭଳି ବାରମ୍ବାର ବୈଠକ ବସି କେନ୍ଦ୍ର ଖୋଲିବାକୁ ପ୍ରୟାସ କରି ପ୍ରଶାସନ ବିଫଳ ହୋଇ ଥିବା ଜଣାଯାଇଛି l ଉକ୍ତ  ଆଲୋଚନା ମହିଳା ଓ  ଗ୍ରାମର ବହୁ ବ୍ୟକ୍ତି ଉପସ୍ଥିତ ରହିଥିଲେ l ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026

You Might Also Like