-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ସହିଦ ଧରମସିଂ ମାଝୀ ମାନଧାତାଙ୍କ ସ୍ମୃତିରକ୍ଷା ଓ ପ୍ରତିମୂର୍ତ୍ତି ସ୍ଥାପନ ଦାବି

03-Jun-2023



ବଲାଙ୍ଗୀର(ପ୍ରେରଣା ଖବର) ପାଟଣାଗଡଜାତ ଅନ୍ତର୍ଗତ ଆଟଗାଁ ଜମିଦାର ସହିଦ ଧରମସିଂ ମାଝୀମାନଧାତାଙ୍କ ସ୍ମୃତିରକ୍ଷା କରାଯିବା ଓ ଐତିହାସିକ ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀରେ ତାଙ୍କର ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯିବାକୁ ଅଞ୍ଚଳବାସୀ ଦାବି କରୁଛନ୍ତି । ଭୀମପାହାଡ ମହୋତ୍ସବ କମିଟି ତରଫରୁ ଏନେଇ ବଲାଙ୍ଗୀର ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟସରକାରଙ୍କୁ ଏକ ଦାବିପତ୍ର ଦିଆଯାଇଛି । ଜିଲ୍ଲାପାଳ ତୁରନ୍ତ ଏଦିଗରେ ପଦକ୍ଷେପ ନେବେ ବୋଲି ପ୍ରତିଶୃତି ଦେଇଥିବା ମହୋତ୍ସବ କମିଟି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ ସୂଚନା ଦିଆଯାଇଛି । ସ୍ଥାନୀୟ ସାମ୍ବାଦିକ ଭବନଠାରେ ଭୀମପାହାଡ ମହୋତ୍ସବ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେରଙ୍କ ଦ୍ୱାରା ଆୟୋଜିତ ଏହି ସାମ୍ବାଦିକ ସମ୍ବିଳନୀରେ କୁହାଯାଇଛି ଯେ, ଭାରତୀୟ ମୁକ୍ତିସଂଗ୍ରାମରେ ଐତିହାସିକ ସିପାହୀ ବିଦ୍ରୋହର ପୂର୍ବରୁ ଘୁମୁସର, କଳାହାଣ୍ଡି ଓ ପାଟଣା ଗଡଜାତ ଅଞ୍ଚଳରେ କନ୍ଧମେଳୀ ଆରମ୍ଭ ହୋଇ ବ୍ରିଟିସଶାସନ ବିରୁଦ୍ଧରେ ଲଢାଇ କରାଯାଇଥିଲା । ଘୁମୁସରର ଚକରା

ବିଶୋଇ ଓ ଉର୍ଲାଦାନୀର ରେଣ୍ଡୋ ମାଝୀ ଲଢେଇ କରି କରି ପାଟଣା ରାଜ୍ୟର ଅଟଗାଁ ଜମିଦାରୀ ଅଞ୍ଚଳକୁ ଆସି କନ୍ଧମାନଙ୍କୁ ମେଳିକରି ସଂଗ୍ରାମ କରିଥିଲେ । ସେ ସମୟରେ ଆଟଗାଁର ଜମିଦାର ଚକରା ବିଶୋଇ ଓ ରେଣ୍ଡୋମାଝୀଙ୍କ ସହଯୋଗୀମାନଙ୍କୁ ଭୀମପାହାଡରେ ଆଶ୍ରୟ ଦେଇଥିଲେ । ଏଠାରେ ଥିବା ଗୁମ୍ଫାମାନଙ୍କରେ ସୈନ୍ୟସାମନ୍ତ ଓ ଅସ୍ତ୍ରଶସ୍ତ୍ରଗୁଡିକୁ ସୁରକ୍ଷିତ ରଖାଯାଇ ସଂଗ୍ରାମ କରାଯାଉଥିଲା । ଚକରା ବିଶୋଇ ଓ ରେଣ୍ଡୋମାଝୀଙ୍କୁ ସୁରକ୍ଷା ଦେବାକୁ ଯାଇ ନିଜେ ଧରମସିଂ ମାଝୀମାନଧାତା ବ୍ରିଟିସସର୍ସଙ୍କ ସହିତ ଲଢେଇ କରିଥିଲେ । ଏହି ଲଢେଇରେ ଚକୋରା ବିଶୋଇ ବ୍ରିଟିସ କବଳରୁ ଖସିଯାଇଥିବା ବେଳେ ଧରମସିଂ ମାଝିମାନଧାତା ଧରାପଡିଯାଇଥିଲେ । ସେ ସମୟରେ ତାଙ୍କୁ ନାଗପୁର ଜେଲକୁ ନିଆଯାଇ ବନ୍ଦି କରାଯାଇଥିଲା ଓ ସେଠାରେ ତାଙ୍କୁ ହତ୍ୟା କରାଯାଇଥିଲା । ବଲାଙ୍ଗୀର ଗେଜେଟିୟରରେ ଏନେଇ ବିସ୍ତୃତ ବିବରଣୀ ରହିଥିଲେ ହେଁ ଜଣେ ସହିଦଙ୍କୁ ଯେଭଳି ମାନ୍ୟତା ଦେବାକଥା ତାହା ଆଜି ପର୍ଯ୍ୟନ୍ତ ଦିଆଯାଇନାହିଁ । ସହିଦ ଧରମସିଂ ମାଝୀ ମାନଧାତାଙ୍କ ମହଲ ଆଜି ମଧ୍ୟ ଆଟଗାଁଠାରେ ଜର୍ଜରିତ ଅବସ୍ଥାରେ ପଡିରହିଛି । ତେଣୁ ଏହାର ସୁରକ୍ଷା ଓ ସଂରକ୍ଷଣ,ସହିଦ ଧରମସିଂ ମାଝୀ ମାନଧାତାଙ୍କ ସ୍ମୃତିରକ୍ଷା ପାଇଁ ରାଜ୍ୟସ୍ତରୀୟ ଉତ୍ସବପାଳନ ଓ ଭୀମ ପାହାଡ ଠାରେ ତାଙ୍କର ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯିବାକୁ ମହୋତ୍ସବ କମିଟି ଦାବି କରିଛି । ସହିଦଙ୍କ ସ୍ମୃତିରକ୍ଷା କରିବା ଆମର ସମସ୍ତଙ୍କର ଦାୟୀତ୍ୱ । ଆମର ଆଗାମୀ ପିଢୀ ସେହି ସହିଦମାନଙ୍କ ତ୍ୟାଗ ଓ ବଳିଦାନ ବିଷୟରେ ଜାଣିବାର ଆବଶ୍ୟକତା ରହିଛି । ତେଣୁ ରାଜ୍ୟସରକାର ତୁରନ୍ତ ଏଦିଗରେ ପଦକ୍ଷେପେ ନେବେ ବୋଲି ମହୋତ୍ସବ କମିଟି ଦାବି କରିଛି । ଏହି ସାମ୍ବାଦିକ ସମ୍ବିଳନୀରେ ମହୋତ୍ସବ କମିଟିର ସଂପାଦକ ଗୋବର୍ଦ୍ଧନ ସାହୁ,ଉପସଭାପତି ଘନଶ୍ୟାମ ପଧାନ ଓ ପୀତବାସ ବିଶି ଉପସ୍ଥିତ ରହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like