-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ଓଡିଶାର ମହାମହିମ ରଜ୍ୟପାଳ ଗଣେଶିଲାଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘର ତିରିଶ ବର୍ଷର ଉପଲବ୍ଧି ପୁସ୍ତିକା ଉନ୍ମୋଚନ

03-Jun-2023



ଭୁବନେଶ୍ୱର: ବିଶିଷ୍ଟ ସମାଜସେବୀ, ସମାଜ ସଂସ୍କାରକ, ପଶୁପକ୍ଷୀପ୍ରେମୀ ତଥା ପରବେଶବିତ୍ ଯୁବ ସଂଗଠକ ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘର ସାଧାରଣ ସଂପାଦକ ବିଶ୍ୱଜିତ୍ ପଟ୍ଟନାୟକ (ସିଲୁ) ଓଡିାଶାର ମହାମହିମ ରାଜ୍ୟପାଳ ମାନ୍ୟବର ଶ୍ରୀ ଗଣେଶିଲାଲ ମହୋଦୟଙ୍କୁ ଭୁବନେଶ୍ୱର ରାଜଭବନଠାରେ ଏକ ସ୍ୱତନ୍ତ୍ର ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ଓ ଦୀର୍ଘ ତିରଶ ବର୍ଷର ଉପଲବ୍ଧିକୁ ଚିତ୍ର ସମ୍ବଳିତ ପ୍ରତିକାତ୍ମକ ପୁସ୍ତିକା ମହାମହିମଙ୍କ ହସ୍ତରେ ପ୍ରଦାନ କରିବା ସହ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉନ୍ମୋଚିତ ହୋଇଯାଇଅଛି । ଉକ୍ତ ପୁସ୍ତିକାରେ ବିଗତ ତିରିଶ ବର୍ଷର ଉପଲବ୍ଧିକୁ ପାଥେୟ କରି କରାଯାଇଥିବା ସମସ୍ତ ଉନ୍ନୟନମୂଳକ କାର୍ଯ୍ୟ ଓ

ସମାଜର ମଙ୍ଗଳ ପାଇଁ ଉଦ୍ଧିଷ୍ଟ କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିବା ସହ ସମସ୍ତ କାର୍ଯ୍ୟକୁ ସଫଳ ରୂପାୟନ କରିଥିବାରୁ ଅନୁଷ୍ଠାନର ସଭାପତି ଡ. ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ସାଧାରଣ ସଂପାଦକ ବିଶ୍ୱଜିତ୍ ପଟ୍ଟନାୟକ ଓ ସମସ୍ତ କର୍ମକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଶିର୍ବାଦ ପ୍ରଦାନ କରିଥିଲେ । ଏହି ଅବସରରେ ମହାମହିମ ରାଜ୍ୟପାଳଙ୍କୁ ଅନୁଷ୍ଠାନ ତରଫରୁ ସାଧାରଣ ସଂପାଦକ ବିଶ୍ୱଜିତ୍ ପଟ୍ଟନାୟକ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାମହିମ ରାଜ୍ୟପାଳଙ୍କ ସୁପୁତ୍ର ମନିଷ୍ ସିଂଘଲ     ଉପସ୍ଥିତ ଥିଲେ ଓ ଅନୁଷ୍ଠାନର କର୍ମକର୍ତ୍ତାବୃନ୍ଦ ଉପସ୍ଥିତ ରହିଥିଲେ । ଇତି ଅବସରରେ ମହାମହିମ ରାଜ୍ୟପାଳ ଗଣେଶିଲାଲ ମହୋଦୟ ନିଜ ସ୍ୱ ହସ୍ତାକ୍ଷରରେ ଅନୁଷ୍ଠାନକୁ ଏକ ସ୍ନେହଭରା ଓଡିଆ ପୁସ୍ତକ ସାଧାରଣ ସଂପଦାକ ବିଶ୍ୱଜିତ୍ ପଟ୍ଟନାୟକଙ୍କୁ ଉପହାର ସ୍ୱରୂପ ପ୍ରଦାନ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like