-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ନିଖୋଜ, ଅପହରଣ ସନ୍ଦେହ

03-Jun-2023



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ କୁମାର ସାହୁ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ତାଙ୍କୁ ଅପହରଣ କରି ନିଆ ଯାଇଥିବା ନେଇ ସନ୍ଦେହ କରାଯାଉଛି। ମାଓବାଦୀ କି ଅନ୍ୟ କେହି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁସାରେ ଅନୁସାରେ, ଶୁକ୍ରବାର ଜାଜେଶପାଙ୍ଗା ଗାଁରେ ବରାଳ ଦେବୀ ପୂଜା ପାଇଁ ଯାତ୍ରା ଅନୁଷ୍ଠିତ ହୋଇଥିଲା। ଯାତ୍ରାରେ ଉପାଧକ୍ଷ ଅଜିତଙ୍କୁ ଅତିଥି ଭାବରେ ଡକାଯାଇଥିଲା। ଉପାଧକ୍ଷ ନିଜ କାରରେ ରତଙ୍ଗ ପଞ୍ଚାୟତ ସମିତି ସଭ୍ୟ ବିରଞ୍ଚି ମଳିକ ଓ ବସନ୍ତ ମାଝୀ ନାମକ ତାଙ୍କର ଜଣେ ସହଯୋଗୀଙ୍କ ସହ ଜାଜେଶପାଙ୍ଗା ପାଇଁ ବାହାରିଥିଲେ। କାର୍ଯ୍ୟକ୍ରମରେ ବିଳମ୍ବ ହେବାରୁ ସେ ତାଙ୍କ କାରରେ ସାଡିଙ୍ଗିଆ ଯାଉଥିଲେ। ରାସ୍ତାରେ ଥିବା ଘାଟି ନିକଟରେ କାରଟିକୁ ରଖି ବାହାରକୁ ପରିସ୍ରା ପାଇଁ ଓହ୍ଲାଇଥିଲେ। ଏଥିସହ ତାଙ୍କର ଦୁଇଜଣ ସହଯୋଗୀ ମଧ୍ୟ ଓହ୍ଲାଇଥିଲେ। ଦୁଇ ସହଯୋଗୀ ପରିସ୍ରା କରି ଫେରିଲା ପରେ ଅଜିତ ପାଖରେ ନ ଥିବା ଦେଖିବାକୁ ପାଇଥିଲେ। ଉଭୟ ସ୍ଥାନୀୟ ଅଞ୍ଚଳରେ ବହୁ ଖୋଜା ଖୋଜି କଲା ପରେ ମଧ୍ୟ୍ୟ ଅଜିତଙ୍କୁ ପାଇ ନ ଥିଲେ। ଅନ୍ୟପଟେ ଅଜିତଙ୍କ କାରରେ କାର ଚାବି ଲାଗି ରହିଥିବା ବେଳେ ତାଙ୍କ ମୋବାଇଲ ମଧ୍ୟ ରହିଛ। କିଛି ସମୟ ପରେ ରତଙ୍ଗ ସମିତି ସଭ୍ୟ ବିରଞ୍ଚି ମଳିକ

ଫିରିଙ୍ଗିଆ ଥାନାକୁ ଫୋନ ଯୋଗେ ସବୁ କଥା ଜଣାଇଥିଲେ। ବର୍ତ୍ତମାନ ସୁଦ୍ଧା ଉପାଧକ୍ଷଙ୍କ କୌଣସି ଖୋଜଖବର ମିଳିପାରିନଥିବା ବେଳେ ପୋଲିସ ତଦନ୍ତ ଜାରିରଖିଛି । ଅନ୍ୟପଟେ ଉକ୍ତ ଅଞ୍ଚଳଟି ମାଓବାଦୀ ଅଧୁଷିତ ଅଞ୍ଚଳ ହୋଇଥୁବାରୁ ମାଓବାଦୀ ଅଜିତଙ୍କୁ ଅପହରଣ କରିନେଇଥିବା ସନ୍ଦେହ କରାଯାଉଛି । କିଛି ଦିନ ତଳେ ଏହି ଅଞ୍ଚଳରେ ମାଓବାଦୀ ମାନେ ଜଣେ ପୂର୍ବତନ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କରି ନିଜର ସ୍ଥିତି ଜାହିର କରିଥିଲେ। ସମଗ୍ର କନ୍ଧମାଳ ଜିଲ୍ଲାରେ କୋକୁଆ ଭୟ ସୃଷ୍ଟି କରିଥିବା ବେଳେ ପୋଲିସ ତଦନ୍ତ ଅବ୍ୟାହତ ରହିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like