-+91-9937148622 |

prerana_bgr@rediffmail.com |

  Monday 23rd March 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   (23-Mar-2026)       ||      *ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   (23-Mar-2026)       ||      ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   (22-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   (22-Mar-2026)       ||      *ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   (22-Mar-2026)       ||      ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (22-Mar-2026)       ||      *ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   (22-Mar-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (22-Mar-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   (22-Mar-2026)       ||      *ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   (22-Mar-2026)       ||      କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ    (22-Mar-2026)       ||      ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ    (22-Mar-2026)       ||      *ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   (22-Mar-2026)       ||      ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ୩ ଗଂଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ୍ କଲା ପୋଲିସ    (21-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   (21-Mar-2026)       ||      ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   (21-Mar-2026)       ||      ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (21-Mar-2026)       ||     

HOME   ରାଜ୍ୟ

କରମଣ୍ଡଳ ଟ୍ରେନ ଦୁର୍ଘଟଣା, ଆହତ ବ୍ୟକ୍ତିଙ୍କ  ପାଇଁ ରକ୍ତଦାନ ଶିବିର

03-Jun-2023



ଭୁବନେଶ୍ୱର: ବାଲେଶ୍ୱର କରମଣ୍ଡଳ ଟ୍ରେନ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ରକ୍ତଭାବ ପୂରଣ କରିବା ପାଇଁ ରାଜଧାନୀ ଭୁବନେଶ୍ୱରର ରେଡକ୍ରସ ଭବନରେ ତା.୦୨/୦୬/୨୦୨୩ ସନ୍ଧ୍ୟା ୭:୩୦ ଘଣ୍ଟାରୁ  ରକ୍ତଦାନ ଶିବିର ଆରମ୍ଭ ହୋଇଯାଇଛି । ଭାରତୀୟ ରେଡକ୍ରସ ସୋସାଇଟି , ଓଡିଶା ରାଜ୍ୟ ଶାଖାର ଅବୈତନୀକ ସମ୍ପାଦକ  ବିଭୂତି ଭୂଷଣ ପଟ୍ଟନାୟକଙ୍କ (ଆଇଏଏସ୍ ) ତଥା  ମେଜର ଡ. କଳ୍ପନା ଦାସ ଅଧକ୍ଷା ଶିଶୁ ଓ ମହିଳା ବିକାଶ ସୋସାଇଟି ଆନୁକୁଲ୍ୟରେ  ଆଜି ମଧ୍ୟ ରକ୍ତ ଦାନ ଶିବିର ରେ ରମାଦେବୀ ବିଶ୍ଵ ବିଦ୍ୟାଳୟ

ଛାତ୍ରୀ ଓ  ସିଡବ୍ଲୁଡିଏସ୍‌ ର ସ୍ବେଛାସେବୀ ମାନେ ରକ୍ତ ଦାନ କରିଛନ୍ତି।କାର୍ଯକ୍ରମକୁ ପୂର୍ବତନ  ଓଡ଼ିଶା ରାଜ୍ୟ ଶାଖା ପ୍ରକ୍ତାନ ସମ୍ପାଦକ ମେଜର ଡ କଳ୍ପନା ଦାସ ପରିଚାଳନା କରିଥିଲେ  ଓଡିଶା ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁଙ୍କ ସଂଯୋଜନା କରିଥିଲେ । ଦୁର୍ଘଟଣାରେ ଆହତ ବ୍ୟକ୍ତି ପାଇଁ ରକ୍ତ ର ଅଭାବ ଯେପରି ନ ହେଉ , ତାହାକୁ ଲକ୍ଷ୍ୟ କରି ହୋଇଥିବା ରକ୍ତଦାନ ଶିବିରରେ   ରେଡ଼କ୍ରସ କର୍ମୀ ବୃନ୍ଦ, ଶିଶୁ ଓ ମହିଳା ବିକାଶ ସୋସାଇଟିର ସଭ୍ୟ ତଥା ସ୍ଵେଚ୍ଛାସେବୀ ମାନେ ଆସି ରକ୍ତଦାନ କରିଥିଲେ  lକେବଳ  ଭୁବନେଶ୍ଵର ନୁହେଁ, କଟକ, ବାଲେଶ୍ଵର ଠାରେ  ରକ୍ତଦାତା ରକ୍ତଦାନ  କାର୍ଯ୍ୟକ୍ରମ  ନିରନ୍ତର ଚାଲୁରଖୁଛନ୍ତି । ଇଛୁକ  ରକ୍ତଦାତା

ମାନଙ୍କୁ  ଆସି ରକ୍ତଦାନ କରି ମହତ କାର୍ଯ୍ୟରେ ଯୋଗଦେବା ପାଇଁ ଅନୁରୋଧ ରଖା ଯାଇଛି । ବାଲେଶ୍ବର, କଟକ  ,ଭୁବନେଶ୍ୱର,  ସହର ଅବସ୍ଥିତ ରକ୍ତ ଭଣ୍ଡାରରେ ରକ୍ତଦାତା ରକ୍ତଦାନ କରିଛନ୍ତି ।ରକ୍ତଦାନରେ କାର୍ଯ୍ୟକ୍ରମରେ ରେଡକ୍ରସ କର୍ମୀ ଓ ଶିଶୁ ଓ ମହିଳା ବିକାଶ ସୋସାଇଟିର ସଭ୍ୟ ରାମ ନାରାୟଣ ଦାଶ ,ପ୍ରକାଶ କୁମାର ପରିଡ଼ା, ଡ଼. ନରେଶ କୁମାର ସାହୁ,  ସଂଜିବ କୁମାର ଦାସ, ଚନ୍ଦନ କୁମାର ଦାଶ, ନିରଞ୍ଜନ ବିଶ୍ଵାଳ, ବିଶ୍ବରଂଜନ ରଥ, ସୁବ୍ରତ କୁମାର ମିଶ୍ର, ବିଜୟ ସାଗର, ବନମାଳୀ ମେହେର , ଯଦୁମଣି ବଗର୍ତ୍ତୀ, ସୁଦାମ ଚରଣ ମିଶ୍ର, ବିଜୟ ସାହୁ ପ୍ରମୁଖ  କାର୍ଯ୍ୟକ୍ରମ   ଶୁଙ୍ଖଳା ସହ  ସହଯୋଗ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   23-Mar-2026
  ଜିଲ୍ଲା  
*ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   23-Mar-2026
  ଜିଲ୍ଲା  
ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   22-Mar-2026
  ଜିଲ୍ଲା  
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   22-Mar-2026
  ଜିଲ୍ଲା  
*ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   22-Mar-2026
  ଜିଲ୍ଲା  
ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   22-Mar-2026
  ଜିଲ୍ଲା  
*ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   22-Mar-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   22-Mar-2026
  ଜିଲ୍ଲା  
ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   22-Mar-2026
  ଜିଲ୍ଲା  
*ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   22-Mar-2026
  ଜିଲ୍ଲା  
କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ   22-Mar-2026
  ରାଜ୍ୟ  
ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ   22-Mar-2026

You Might Also Like