-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଅପରାଧ

ବଲାଙ୍ଗିର ଜିଲ୍ଲା ନାଗରିକ କଲ୍ୟାଣ ମହାସଂଘର ସାଧାରଣ ପରିଷଦ ବୈଠକ

03-Jun-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ବଲାଙ୍ଗିର ଜିଲ୍ଲା ନାଗରିକ କଲ୍ୟାଣ ମହାସଂଘର ସାଧାରଣ ପରିଷଦ ବୈଠକ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମହାସଂଘର ସାଧାରଣ ସଂପାଦକ ସୁନିଲ ଚନ୍ଦ୍ର ବିଶ୍ୱାଲଙ୍କ ଆବାହକତ୍ୱ ଓ ସଭାପତି ପ୍ରଭାକର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ବୈଠକରେ ଜିଲ୍ଲାର ନାଗରିକମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ତଥା ତାର ଆଶୁ ସମାଧାନ ପାଇଁ କଣ ପଦକ୍ଷେପ ନିଆଯିବା ଜରୁରୀ, ସେ ସଂପର୍କରେ ଉପସ୍ଥିତ ସଭ୍ୟମାନଙ୍କ ଠାରୁ ମତାମତ ଗ୍ରହଣ କରାଗଲା । ଏହି କ୍ରମରେ କାର୍ଯ୍ୟକାରୀ ସଭାପତି କପିଳେଶ୍ୱର ଖମାରୀ, ସହ-ସଂପାଦକ ଅଙ୍କୁଶ ପାଣ୍ଡିଆ, ସଭ୍ୟ ଶୁଭ୍ରାଂଶୁ ଶେଖର ପଟେଲ, ପ୍ରକୃତିମିତ୍ର ପୁରସ୍କାର ସମ୍ମାନିତ ସଭ୍ୟ ଦିଗାମ୍ବର ନାଏକ, ଉପଦେଷ୍ଟା ବାସୁଦେବ ମେହେର, ଡ. ପ୍ରମୋଦ କୁମାର ମିଶ୍ର, କୋଷାଧ୍ୟକ୍ଷ ଅଶୋକ ଚାନ୍ଦ, ସଭ୍ୟା ଶ୍ରାବଣୀ ମେହେର, ବିଷ୍ଣୁପ୍ରୀୟା ପାଣି, ମିସ୍ ଇଶିକା ଦାସ, ରୋଜିସ୍ମିତା ହୋତା, ସଭ୍ୟ ବିବେକା ନନ୍ଦ ପଟେଲ ପ୍ରମୁଖ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ ସହ ସମସ୍ୟା ଗୁଡିକା ଉତ୍କଟତାକୁ ବର୍ଣ୍ଣନା କରି ଉଦ୍‌ବେଗ ପ୍ରକାଶ କରିବା ସଙ୍ଗେ ସଙ୍ଗେ ମହାସଂଘ ଏ ଦିଗରେ ସମୁଚିତ ପଦକ୍ଷେପ ନେବା ରେ ବଦ୍ଧ ପରିକର ହେବାକୁ ପରାମର୍ଶ ଦେଇଥିଲେ ଓ ଏଥି ପାଇଁ ସମସ୍ତ ସଭ୍ୟ ପୂର୍ଣ୍ଣପ୍ରାଣରେ ସହଯୋଗ କରିବେ ବେଲାି କହିଥିଲେ । ମୁଖ୍ୟ ଉପଦେଷ୍ଟା ପଦ୍ମ ଚରଣ ଆଚାର୍ଯ୍ୟ ନିଜ

ବିବୃତିରେ କହିଲେ ଯେ ପରୋପକାରୀ ନିକଟରେ ଯେଉଁ ଶ୍ରଦ୍ଧା, ଆତ୍ମିୟତା, ଉତ୍ସାହ ଓ ନିଷ୍କପଟତା ଗୁଣ ଥାଏ ତାହା ସମଜର ମଙ୍ଗଳ ପାଇଁ ବିନିଯୋଗ ହୁଏ ଏବଂ ଏହି ଦୃଷ୍ଟିରୁ ବିଚାର କଲେ ଆଜି ଯୁବ ଶକ୍ତି ଓ ନାରୀ ଶକ୍ତି ଭିତରେ ବହୁ ଭାବରେ ଏହି ଗୁଣ ଗୁଡିକ ପରିଲକ୍ଷିତ ହେଉଛି । ତେଣୁ ସେମାନଙ୍କ ସହଯୋଗରେ ନାଗରିକ କଲ୍ୟାଣ ମହାସଂଘ ନିଶ୍ଚୟ ନିଜର ମହତ୍ତ୍ୱ ର ଉଦ୍ଦେଶ୍ୟକୁ ସଫଳ କରିପାରିବ । ବୈଠକରେ ଉପସ୍ଥିତ ଥିଲେ ଶ୍ରୀତିକା ଅଗ୍ରୱାଲ, ସୁଷମା ବହିଦାର, ବୈଶାଳୀ ବହିଦାର, ବବିତା ନାଗ ଓ ସଂଘର ବହୁ ବରିଷ୍ଠ ସଭ୍ୟ । ଶେଷରେ ଅଙ୍କୁଶ ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like