-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଭୟାବହ ରେଳ ଦୁର୍ଘଟଣାରେ ଏସୟୁସିଆଇ(କମ୍ୟୁନିଷ୍ଟ) ଗଞ୍ଜାମ ଜିଲ୍ଲା ସାଙ୍ଗଠନିକ କମିଟିର ଗଭୀର ଶୋକ

03-Jun-2023



ବ୍ରହ୍ମପୁର(ଝିଲ୍ଲି କୁମାରୀ ସାହୁ ): ସରକାର ଓ ରେଳ କର୍ତ୍ତୃପକ୍ଷଙ୍କ ଚୂଡାନ୍ତ ଅବହେଳା ଯୋଗୁଁ ଘଟିଥିବା ବାହାନଗା ଭୟାବହ ରେଳ ଦୁର୍ଘଟଣାରେ ଏସ୍‍.ୟୁ.ସି.ଆଇ(କମ୍ୟୁନିଷ୍ଟ) ଗଞ୍ଜାମ ଜିଲ୍ଲା ସାଙ୍ଗଠନିକ କମିଟି ପକ୍ଷରୁ ଗଭୀର ଉଦ୍‍ବେଗ ଓ ଶୋକ ପ୍ରକାଶ କରାଯିବା ସହିତ ନିହତଙ୍କ ସ୍ମୃତିରେ ଆଜି ଶୋକ ଦିବସ କମାପଲ୍ଲୀ ଛକ ନିକଟରେ ପାଳନ କରାଯାଇଛି l 

ସୂତ୍ର ଅନୁଯାୟୀ ବର୍ତ୍ତମାନ ପର୍ଯ୍ୟନ୍ତ ୩୦୦ରୁ ଉର୍ଦ୍ଧ୍ୱ ନିହତ ଓ ହଜାରରୁ ଅଧିକ ଗୁରୁତରଭାବେ ଆହତ ହୋଇଛନ୍ତି । ମୃତକ ଓ ଆହତଙ୍କ ସଂଖ୍ୟା ବଢିବଢି ଚାଲିଛି । ତେବେ ବାସ୍ତବ ସ୍ଥିତି ଖୁବ ମର୍ମାନ୍ତିକ ଓ ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଂକଟାପନ୍ନ। ଏହିି ଦୁଃଖଦ ପରିସ୍ଥିତିରେ ଆହତମାନଙ୍କୁ ଯୁୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କରି ସରକାରୀ ଖର୍ଚ୍ଚରେ ଚିକିତ୍ସାର ସୁବନ୍ଦୋବସ୍ତ କରିବା ତଥା ପ୍ରାଥମିକ

ସହାୟତା ଭାବେ ୫ ଲକ୍ଷ ଟଙ୍କା ପ୍ରଦାନ କରିବା, ମୃତ ବ୍ୟକ୍ତିଙ୍କ ପରିବାରବର୍ଗଙ୍କୁ ଅନ୍ୟୁନ ୧୫ ଲକ୍ଷ ଟଙ୍କା ପ୍ରାଥମିକ ସହାୟତା ଓ ସେମାନଙ୍କ ପରିବାରରୁ ଅନ୍ତତଃପକ୍ଷେ ଜଣଙ୍କୁ ନିଯୁକ୍ତି ଦେବା, ଦୁର୍ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ଓ ୨ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରକାଶ କରି ଦୋଷି କର୍ତ୍ତୃପକ୍ଷଙ୍କୁ ଦୃଷ୍ଟାନ୍ତମୂଳକ ଶାସ୍ତି ପ୍ରଦାନ କରିବା, ଅଟକି ରହିଥିବା ମହିଳା, ଶିଶୁ, ବୃଦ୍ଧ-ବୃଦ୍ଧା ତଥା ଅନ୍ୟାନ୍ୟ ଯାତ୍ରୀମାନଙ୍କୁ ଖାଦ୍ୟ-ପାନୀୟ ଯୋଗାଇ ଦେଇ ସରକାରୀ ଖର୍ଚ୍ଚରେ ସେମାନଙ୍କୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଇ ଦେବା, ତତ୍ପରତାର ସହିତ ଟ୍ରେନ ଚଳାଚଳ ସ୍ୱାଭାବିକ କରିବା ଓ ବିଭିନ୍ନ ସ୍ଥାନରେ ପଡିରହିଥିବା ଯାତ୍ରୀମାନଙ୍କୁ ଖାଦ୍ୟ-ପାନୀୟର ବ୍ୟବସ୍ଥା କରିବାକୁ ପାର୍ଟି ପକ୍ଷରୁ ସରକାରଙ୍କ ନିକଟରେ ଦୃଢ ଦାବି କରାଯାଇଛି ।
   ଆଜିର ଏହି କାର୍ଯ୍ୟକ୍ରମରେ ଏସ.ୟୁ.ସି.ଆଇ(କମ୍ୟୁନିଷ୍ଟ) ଓଡ଼ିଶା ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ବିଷ୍ଣୁ ଦାସ ଗଞ୍ଜାମ ଜିଲ୍ଲା ସାଙ୍ଗଠନିକ କମିଟିର ସମ୍ପାଦକ ସୋମନାଥ ବେହେରା, ନିମାଇଁ ଚରଣ ସାହୁ, ନାରାୟଣ ସାହୁ, କିସାନ କୁମାର ସାହୁ, ଅନିଲ କୁମାର ସାହୁ, ଶୁଭସ୍ମିତା ପାଣିଗ୍ରାହି ପ୍ରମୁଖ ପାର୍ଟିର କର୍ମକର୍ତ୍ତାମାନେ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like