-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଜିଲ୍ଲା

ବାହାନଗା ଟ୍ରେନ୍ ଟ୍ରାଜେଡ଼ି : ରେଳ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ମୃତକ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲା ଜିଲ୍ଲା କଂଗ୍ରେସ କମିଟି

04-Jun-2023



ବୌଦ୍ଧ (ଦୁର୍ଯ୍ଯୋଧନ ବିଶି ): ଗତକାଲି ବାଲେଶ୍ଵର ଜିଲ୍ଲା ବାହାନଗାରେ ଘଟିଥିବା ମର୍ମନ୍ତୁଦ ତଥା ଦେଶର ସବୁଠୁ ଭୟଙ୍କର ରେଳ ଦୁର୍ଘଟଣା ରେ ମୃତ୍ୟୁ ବରଣ କରିଥିବା (ବର୍ତ୍ତମାନ ପର୍ଯ୍ୟନ୍ତ ୨୮୮) ରେଳ ଯାତ୍ରୀଙ୍କ ଆତ୍ମାର ସଦଗତି ତଥା ସଂପୃକ୍ତ ପରିବାର ବର୍ଗ ଙ୍କୁ  ଏ ଦୁଃଖ ସହିବ।ର ଧର୍ଯ୍ୟ ଓ ସାହାସ ଦେବାପାଇଁ ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜିଲ୍ଲା କାର୍ଯ୍ୟାଳୟ ଠାରେ ଦୁଇ ମିନିଟ ନୀରବ ପ୍ରାର୍ଥନା

କରାଯାଇଥିଲା। ପୁନଶ୍ଚ ଏ ମାର୍ମନ୍ତୁକ ଦୁର୍ଘଟଣା ରେ ଆହତ ହୋଇଥିବା ସହସ୍ରାଧିକ ଯାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା ଓ ଜୀବନ ରକ୍ଷା ପାଇଁ ପ୍ରାର୍ଥନା କରାଯାଇଥିଲା। ଆଜିର ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ନବ କୁମାର ମିଶ୍ର, ପିସିସି ସଭ୍ୟ ଗଣେଶ ପ୍ରସାଦ ଅଗ୍ରୱାଲ, ମୁଖ୍ୟ ମୁଖପାତ୍ର ଶାନ୍ତନୁ କୁମାର ମହାପାତ୍ର, ତାରିଣୀ ଜେନା, ପ୍ରତାପ ପଣ୍ଡା, ଜୟନ୍ତ ପାଣିଗ୍ରାହୀ, ନୀତେଶ ମେହେର, ବେଣୁଧର ମେହେର, ରୋହିତାଶ୍ଵ ବେହେରା ଓ ଉପ ସଭାପତିସମରେଶ ମିଶ୍ର ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହିଥିଲେ  |


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like