-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଖେଳ

ବିପିଏଲ ସିଜନ-୩,ସାଗର-୧୧କୁ ହରାଇ ତ୍ରିରଙ୍ଗା ବିଜୟୀ (ଆଜି ଦ୍ୱିତୀୟ ସେମି ଫାଇନାଲରେ ତ୍ରିରଙ୍ଗା ଓ ବାଦୀ ବ୍ରଦରସ ମୁହାଁମୁହିଁ) 

04-Jun-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶନିବାର ଅନୁଷ୍ଟିତ ଦ୍ଵିତୀୟ କ୍ୱାଲିଫାୟାର ମ୍ୟାଚରେ  ସାଗର-୧୧କୁ ହରାଇ ତ୍ରିରଙ୍ଗା ୟୁଥ୍ କ୍ଳବ ସେମି ଫାଇନାଲକୁ ପ୍ରବେଶ କରିଛି ।  ଟଚ ଜିଣି ତ୍ରିରଙ୍ଗା ପ୍ରଥମେ ବ୍ୟାଟିଂ କରି ୮ଓଭରରେ ୬ୱିକେଟ ହରାଇ ୭୭ରନ କରିଥିଲା ତାର ଜବାବରେ ସାଗର ୮ୱିକେଟ ହରାଇ ମାତ୍ର ୬୮ରନ କରି ପରାଜିତ ହୋଇଥିଲା । ମ୍ୟାଚକୁ    ରଞ୍ଜିତ ପଣ୍ଡା ଓ ସବ୍ୟସାଚୀ ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ଆଲୋକ ସେଠୀ ଓ ମ୍ୟାଚର ଧରାବିବରଣୀ ବୈରାଗୀ ପ୍ରଧାନ ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ବିନିକା ବଣିକ ସଂଘ ସଭାପତି ଅଶ୍ଵିନୀ ସୁବୁଦ୍ଧି,ସମ୍ମାନିତ ଅତିଥି ଭାବେ ବ୍ୟବସାୟୀ ଦିଲ୍ଲୀପ ଅଗ୍ରୱାଲ,ସଚେତନ ନାଗରିକ ପ୍ରମୋଦ ଦାଶ,ଯୁବ ଶିଳ୍ପ ଉଦ୍ୟୋଗୀ ମୁନତାଜ ପଣ୍ଡା,ଶିକ୍ଷକ ଗୋପାଳଜୀ ପଣ୍ଡା,ଇଣ୍ଡେନ ଗ୍ୟାସ ପ୍ରୋପାଇଟର ରାମଜୀ ପଣ୍ଡା ପ୍ରମୁଖ ଯୋଗଦେଇ ବିଜେତା/ଉପବିଜେତା ତଥା ମ୍ୟାନ ଅଫ ଦି ମ୍ୟାଚ,ବେଷ୍ଟ ଫିଲଡର ଆଦି ଖେଳାଳୀଙ୍କୁ ମାନପତ୍ର ଦେଇ

ସମ୍ବର୍ଦ୍ଧିତ କରାଯାଇଥିଲା । ଆଜି ରବିବାର ଅପରାହ୍ନରେ ତ୍ରିରଙ୍ଗା ୟୁଥ୍ କ୍ଳବ ବନାମ ବାଦୀ ବ୍ରଦରସ ମଧ୍ୟରେ ସେମିଫାଇନାଲ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କୁ ପୁରସ୍କାର ପ୍ରଦାନ ନିମନ୍ତେ ମୁଖ୍ୟଅତିଥି ଭାବରେ ବୀରମହାରାଜପୁର ଟ୍ରେଜେରୀ ଅଫିସର ଅରୁଣ କୁମାର ମେହେର,ସ୍ଵତନ୍ତ୍ର ଅତିଥି ଭାବେ ବଲାଙ୍ଗୀରରୁ ପ୍ରକାଶିତ ପ୍ରେରଣା ଖବରକାଗଜ ସମ୍ପାଦକ ରଘୁନନ୍ଦନ ସିଂ,ସମ୍ମାନିତ ଅତିଥି ଭାବେ ଇଞ୍ଜିନିୟର ତଥା ବୈଷୟିକ ପରାମର୍ଶଦାତା ବିବେକାନନ୍ଦ ପାତ୍ର,ସହରାଞ୍ଚଳ ଜଳଯୋଗାଣ କେନ୍ଦ୍ର ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଏସ.ଏନ.ମୂର୍ତ୍ତି,ସିଦ୍ଧାର୍ଥ ଡିଗ୍ରୀ କଲେଜ ଓଡ଼ିଆ ବିଭାଗ ଅଧ୍ୟାପକ ଭଗବାନ ସାହୁ,ବିଶିଷ୍ଟ କ୍ରୀଡାବିତ ବିଜୟ କୁମାର ମହାକୁର ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୁତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like