-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟଣା : କନ୍ଧମାଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ତରଫରୁ ଦୀପ ଦାନ ସହ ଶ୍ରଦ୍ଧାଞ୍ଜଳି 

04-Jun-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ଲୌହଦାନବର ରକ୍ତଭୋଜିରେ ଦେଶ ସମେତ ସାରା ବିଶ୍ୱ ସ୍ତବ୍ଧ । ବାଲେଶ୍ୱର ବାହାନଗାରେ ଶୁକ୍ରବାର ରାତିରେ ଘଟିଥିବା ଭୟଙ୍କର ଟ୍ରେନ୍ ସତରେ ଖୁବ୍‌ ହୃଦୟ ବିଦାରକ । ରାତିର ଛାତି ଚିରି ଦୁର୍ଘଟଣା ସ୍ଥଳରେ ବହିଲା ରକ୍ତର ନଦୀ . .କାହାର ଆର୍ତ୍ତଚିତ୍କାର ତ ପୁଣି କାହାର କାନ୍ଦ ବୋବାଳି ... ଚାରିଆଡ଼େ ଶୁଭୁଥିଲା କରୁଣ ସ୍ୱର. . . ହେଲେ ସାହାଯ୍ୟର ହାତ ବଢ଼ିବା ଆଗରୁ ଛଟପଟ୍‌ ହୋଇ ଅନେକ ଲୋକଙ୍କ ଜୀବନ ଚାଲିଗଲା . . ଏ ନେଇ କନ୍ଧମାଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ତରଫରୁ ଗଭୀର ଶୋକବ୍ୟକ୍ତ କରାଯାଇଛି । ଏହି ପରିପ୍ରେକ୍ଷୀରେ ସଂଘର ଜିଲ୍ଲା ସଭାପତି

ସନ୍ତୋଷ କୁମାର ଦାସ ଙ୍କ ନେତୃତ୍ୱରେ ସ୍ଥାନୀୟ ଗାନ୍ଧୀ ଛକ ନିକଟରୁ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ରହି ଏକ ନୀରବ ଶୋଭାଯାତ୍ରା ରେ ବାହାରି ମା 'ପାଟଖଣ୍ଡା ଙ୍କ ମନ୍ଦିର ନିକଟରେ ପହଞ୍ଚି ମୃତକଙ୍କ ପ୍ରତି ଗଭୀର ସମବେଦନା ସହ ଦୁଃଖ ପ୍ରକାଶ କରିବା ସହ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l  ଆହତଙ୍କ ଆରୋଗ୍ୟ ମଧ୍ୟ କାମନା କରି ମା 'ପାଟଖଣ୍ଡା ଙ୍କ  ନିକଟରେ ଦୀପ ପ୍ରଜ୍ଜଳନ ସହ ଶ୍ରଦ୍ଧାଞ୍ଜଳି ଜଣାଯାଇଛି  । ଏଥିରେ ସଂଘର ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାସଙ୍କ ସମେତ ବରିଷ୍ଠ ଉପଦେଷ୍ଟା ସତ୍ୟ ନାରାୟଣ ପାଢ଼ୀ, ମନୋରଞ୍ଜନ ରାୟ, ସଞ୍ଜୟ କୁମାର ପାଣିଗ୍ରାହୀ, ସମୀର କୁମାର ସାହୁ, ଇସାକ ପ୍ରଧାନ, ସୁକାନ୍ତ କୁମାର ତ୍ରିପାଠୀ, ଅଜିତ ଦିଗାଲ, ଜ୍ୟୋତି ପ୍ରକାଶ ସାମନ୍ତରାୟ ଓ ରଞ୍ଜିତ କୁମାର ପ୍ରଧାନ ସମସ୍ତ ସଦସ୍ୟ ଏବଂ ଅଞ୍ଚଳର ପ୍ରତ୍ୟେକ ଅନୁଷ୍ଠାନ, ବୁଦ୍ଧିଜୀବୀ ଓ ଜନସାଧାରଣ ଙ୍କ ତରଫରୁ ମଧ୍ୟ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ତତ ସଙ୍ଗେ ସଙ୍ଗେ ଉଦ୍ଧାର କାର୍ଯ୍ୟରେ ଲଗିଥିବା ସମସ୍ତଙ୍କୁ ସଂଘ ତରଫରୁ ପ୍ରସଂଶା ମଧ୍ୟ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like