-+91-9937148622 |

prerana_bgr@rediffmail.com |

  Sunday 22nd March 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (22-Mar-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   (22-Mar-2026)       ||      *ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   (22-Mar-2026)       ||      କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ    (22-Mar-2026)       ||      ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ    (22-Mar-2026)       ||      *ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   (22-Mar-2026)       ||      ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ୩ ଗଂଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ୍ କଲା ପୋଲିସ    (21-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   (21-Mar-2026)       ||      ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   (21-Mar-2026)       ||      ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (21-Mar-2026)       ||      ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    (21-Mar-2026)       ||      ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ    (21-Mar-2026)       ||      ଡୁଙ୍ଗୁରିପାଲି: ଅଧ ଘଣ୍ଟା ବ୍ୟବଧାନରେ ମା ପୁଅ ଆଖି ବୁଜିଲେ    (21-Mar-2026)       ||      ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   (21-Mar-2026)       ||      ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର    (21-Mar-2026)       ||      ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ର ବିଭିନ୍ନ ମନ୍ଦିର ରେ ଶ୍ରୀ ଜଗନ୍ନାଥ ଙ୍କ ସ୍ନାନ ପୁର୍ଣିମା ଯାତ୍ରା

04-Jun-2023



--ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ର ଶ୍ରୀ ଜଗନ୍ନାଥ ମନ୍ଦିର ଠାରେ  ଶ୍ରୀ ଜଗନ୍ନାଥ ଙ୍କ ର ଓ ଶ୍ରୀ ଶ୍ରୀ ଵୃନ୍ଦାବନ ବିହାରୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ର ପବିତ୍ର ଜ୍ୟେଷ୍ଠ  ଶୁକ୍ଳ ପୂର୍ଣ୍ଣିମା ତିଥି ରେ ଶ୍ରୀ ଜଗନ୍ନାଥ ମହାପ୍ରଭୁ ଙ୍କର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଆଜି ଵୃନ୍ଦାବନ ବିହାରୀ ମନ୍ଦିରରେ

ସକାଳ ଘ ୭,୩୦ମି  ରୁ ମହାପ୍ରଭୁ ଙ୍କର  ପୁରୁଷୋସୁକ୍ତ ମନ୍ତ୍ର ଦ୍ବାରା ମହାସ୍ନାନ ଷୋଡ଼ଷ ଉପଚାର ପୂଜା ଆରମ୍ଭ ହୋଇ  ଵାଳ ଭୋଗ, ମଙ୍ଗଳ ଆଳତୀ ଅନ୍ନ ଭୋଗ ଓ ପୁଷ୍ପାଞ୍ଜଳି ପରେ ସମସ୍ତ ଭକ୍ତ ମାନଙ୍କ ଙ୍କ ପାଇଁ ପ୍ରସାଦ ସେଵନ ର ବ୍ୟବସ୍ଥା ହୋଇଥିଲା l ବୃନ୍ଦାବନ ବିହାର ମନ୍ଦିର  ଠାରେ ମୁଖ୍ୟ ପୂଜକ

ଜ୍ୟୋତିର୍ବିଦ ଆଚାର୍ଯ୍ୟ ବ୍ୟାସ ପଣ୍ଡିତ ଶ୍ରୀଯୁକ୍ତ ରାଜେନ୍ଦ୍ର କୁମାର ମହାପାତ୍ର ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଶ୍ରୀ ପୀତବାସ ମିଶ୍ର, ଶ୍ରୀତମ ମହାପାତ୍ର, ସୁଭରା  ମିଶ୍ର, ସୁକଦେବ, କୁନା ନାଏକ, ସୁରୁଵାଵୁ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ l ସେହିପରି ଶ୍ରୀ  ବଡ଼ ଜଗନ୍ନାଥ ମନ୍ଦିର ଠାରେ  ପ୍ରଭୁ ଙ୍କ ପରମ ଭକ୍ତ ଶ୍ରୀବତ୍ସ ମଲ୍ଲିକ,  ପୂଜକ ରାମ ଚନ୍ଦ୍ର

ପୂଜାରୀ, ରାଜା ପୂଜାରୀ, ଜୟ ମିଶ୍ର, ମିଲନ ମିଶ୍ର, ଶିବ, ବଣ୍ଟି, ଜୟ ନାରାୟଣ ପ୍ରମୁଖ ସହଯୋଗ ରେ, ଶ୍ରୀ ଦଧି ବାମନ ମନ୍ଦିର ରେ ମୁଖ୍ୟ ପୂଜକ ଦେବାଶିଷ ମିଶ୍ର, ଅଶୋକ ମିଶ୍ର ଓ ହରି ଶଙ୍କର ମିଶ୍ର, ଏବଂ ଜ଼ିଲ୍ଲା ର ପାତାଳି ଶ୍ରୀକ୍ଷେତ୍ର ଠାରେ ମଧ୍ୟ ପ୍ରମୁଖ ପୂଜକ ମାନଙ୍କ  ତତ୍ୱାବଧାନ ରେ ମହାପ୍ରଭୁ ଙ୍କ ଦେବସ୍ନାନ ପୁର୍ଣିମା ର ସମସ୍ତ  ପୂଜା ରୀତି ନୀତି ରେ ସଂମ୍ପନ୍ନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   22-Mar-2026
  ଜିଲ୍ଲା  
ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   22-Mar-2026
  ଜିଲ୍ଲା  
*ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   22-Mar-2026
  ଜିଲ୍ଲା  
କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ   22-Mar-2026
  ରାଜ୍ୟ  
ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ   22-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   22-Mar-2026
  ଜିଲ୍ଲା  
ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   22-Mar-2026
  ଜିଲ୍ଲା  
ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   22-Mar-2026
  ଜିଲ୍ଲା  
ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   22-Mar-2026
  ଜିଲ୍ଲା  
୩ ଗଂଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ୍ କଲା ପୋଲିସ    21-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   21-Mar-2026
  ଜିଲ୍ଲା  
ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   21-Mar-2026

You Might Also Like