-+91-9937148622 |

prerana_bgr@rediffmail.com |

  Sunday 22nd March 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (22-Mar-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   (22-Mar-2026)       ||      *ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   (22-Mar-2026)       ||      କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ    (22-Mar-2026)       ||      ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ    (22-Mar-2026)       ||      *ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   (22-Mar-2026)       ||      ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ୩ ଗଂଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ୍ କଲା ପୋଲିସ    (21-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   (21-Mar-2026)       ||      ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   (21-Mar-2026)       ||      ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (21-Mar-2026)       ||      ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    (21-Mar-2026)       ||      ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ    (21-Mar-2026)       ||      ଡୁଙ୍ଗୁରିପାଲି: ଅଧ ଘଣ୍ଟା ବ୍ୟବଧାନରେ ମା ପୁଅ ଆଖି ବୁଜିଲେ    (21-Mar-2026)       ||      ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   (21-Mar-2026)       ||      ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର    (21-Mar-2026)       ||      ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||     

HOME   ଜିଲ୍ଲା

ବାଲିଗୁଡା ରେ ପ୍ରବଳ ପବନ ସହ ଘଡଘଡି : ନଡ଼ିଆ ଗଛକୁ ବିଜୁଳି ମାରିବାରୁ ଜଳିଗଲା

05-Jun-2023



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ରବିବାର ଅପରାହ୍ନରେ ସାମାନ୍ୟ ବର୍ଷା ସହ ପ୍ରବଳ ପବନ,ଘଡଘଡି ଓ ବିଜୁଳି ମାରିବାରୁ କେତେକ ସ୍ଥାନରେ ଛୋଟ ବଡ଼ ଧରଣର ଘରର ଟିଣ, ଆଜବେଷ୍ଟସ ଉଡାଇ ନେଇ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଆଉ କେତେକ ସ୍ଥାନରେ ବିଦ୍ୟୁତ ତାର ଉପରେ ଗଛ ପଡି ବିଦ୍ୟୁତ ସେବା ବ୍ୟାହତ ହୋଇଛି l

ଏତଦ ବ୍ୟତିତ  ଏକ ନଡ଼ିଆ ଗଛଟି ମଧ୍ୟ ଜଳି ଯାଇଛି l ଖବରରୁ ପ୍ରକାଶ ଯେ, ରବିବାର ଦିନ ଅପରାହ୍ନରେ ସମଗ୍ର ଅଞ୍ଚଳ ରେ ଘଡଘଡି,ବିଜୁଳି ସହ ବର୍ଷା ହୋଇଥିବାବେଳେ ବାଲିଗୁଡା ବ୍ଲକ ରେବିଙ୍ଗିଆ ପଞ୍ଚାୟତର ମଝିସାହି ବାସିନ୍ଦା ଲକ୍ଷ୍ମଣ ବେହେରାଙ୍କ ଘର ଅଗଣାରେ ଥିବା ନଡ଼ିଆ ଗଛକୁ ବିଜୁଳି ବାଜିବାରୁ ଜଳିଯାଉଥିବା ଦେଖିବାକୁ ମିଳିଥିଲା l ଖବର ପାଇ ଅଗ୍ନିଶମ ବିଭାଗ ଗାଡି ଆସି ଘଟଣା ସ୍ଥଳରେ ପହଂଚି ନିଆଁ କୁ ଲିଭାଇଥିବା ବେଳେ କାହାର କଛି କ୍ଷତି ହୋଇନଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   22-Mar-2026
  ଜିଲ୍ଲା  
ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   22-Mar-2026
  ଜିଲ୍ଲା  
*ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   22-Mar-2026
  ଜିଲ୍ଲା  
କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ   22-Mar-2026
  ରାଜ୍ୟ  
ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ   22-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   22-Mar-2026
  ଜିଲ୍ଲା  
ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   22-Mar-2026
  ଜିଲ୍ଲା  
ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   22-Mar-2026
  ଜିଲ୍ଲା  
ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   22-Mar-2026
  ଜିଲ୍ଲା  
୩ ଗଂଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ୍ କଲା ପୋଲିସ    21-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   21-Mar-2026
  ଜିଲ୍ଲା  
ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   21-Mar-2026

You Might Also Like