-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||     

HOME   ଜିଲ୍ଲା

ତିବ୍ରତର ହେବ ହୀରାଖଣ୍ଡ ଆନ୍ଦୋଳନ ହୀରାଖଣ୍ଡ ସାମ୍ମୁଖ୍ୟ ଅନୁଷ୍ଠାନର ପ୍ରତିଷ୍ଠା ଦିବସ ପାଳିତ

05-Jun-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
 ଓଡିଶା ସାଂସ୍କୃତିକ ସମାଜର ସ୍ୱାଧୀନତା ସଂଗ୍ରାମୀ ସ୍ମୃତି ଭବନଠାରେ ହୀରାଖଣ୍ଡ ସାମ୍ମୁଖ୍ୟ ଅନୁଷ୍ଠାନର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଡ. ପରେଶ ଚନ୍ଦ୍ର   ଦାନୀଙ୍କ ପୌରହିତ୍ୟରେ ଆୟୋଜିତ ଏହି ସଭାରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ଗୁରୁ ଶ୍ରୀ ରଣଜିତ ନାଗ କହିଥିଲେ ଯେ ହୀରାଖଣ୍ଡ ଅଞ୍ଚଳ ଅନନ୍ୟ କଳା ଓ ସଂସ୍କୃତିର ବାହକ ଅଟେ। ଏହି ଅଂଚଳର ମହାନ ସାଂସ୍କୃତିକ ବୈଭବର ଛଟା ଆଜି ସମଗ୍ର ବିଶ୍ୱରେ ସ୍ୱୀକୃତ ହୋଇ ଆଦର ଲାଭ କରିଛି ତେବେ ଏହାର ସୌରଭ ଆହୁରି ପ୍ରସାରିତ ହେବା ଉଚିତ ଏବଂ ଏହି ଅଂଚଳର ସ୍ୱାଭିମାନକୁ ଉଚିତ ମର୍ଯ୍ୟାଦା ମିଳିବା ଅନିବାର୍ଯ୍ୟ ଏଥି ସକାଶେ ହୀରଖଣ୍ଡ ଆନ୍ଦୋଳନକୁ ତୀବ୍ରରୁ ତୀବ୍ରତର କରିବାକୁ ହେବ ଏବଂ ଶିକ୍ଷା,ଅର୍ଥନୀତି ଠାରୁ ଆରମ୍ଭ କରି କଳା ଓ ସାହିତ୍ଯର ପ୍ରତ୍ୟେକ ବିଭାଗରେ ଚରମ ଲକ୍ଷ୍ୟ ରଖି ଆମକୁ ଆଗକୁ ବଢିବାକୁ ହେବ ବୋଲି ସେ ମତ ଦେଇଥିଲେ। ସଭା ପ୍ରାରମ୍ଭରେ ପଦ୍ମିନୀ ବୈଠାରୁଙ୍କ ନିର୍ଦ୍ଦେଶନାରେ ଗୁରୁ ରତନ କୁମାର ପୂଜାରୀଙ୍କ ରଚିତ ଏକ ଗୀତ ଆକାଂକ୍ଷା ପୂଜାରୀ,ଶ୍ୱେତା ଆଚାରୀ,ଦେବାଶିଷ ଷଢଙ୍ଗୀ,ପ୍ରଜ୍ଞାମୟୀ ମହାରଣା,ସୁଜାତା ମିଶ୍ରଙ୍କ କଣ୍ଠଦାନ ତଥା ପରମ ବୈଭବ ମେହେରଙ୍କ ସଙ୍ଗୀତ ସଂଯୋଜନାରେ  ପରିବେଷିତ ହୋଇଥିଲା।ଉପସଭାପତି ଦୀପକ କୁମାର ପଣ୍ଡା ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ। ଅନୁଷ୍ଠାନର ବରିଷ୍ଠ ସଦସ୍ୟ ଅଖିଳ ପଟ୍ଟନାୟକ ହୀରାଖଣ୍ଡ ସମ୍ମାନ ପ୍ରଦାନ କାର୍ଯ୍ଯକ୍ରମକୁ ପରିଚାଳନା କରିଥିଲେ। ଏଥିରେ ଗୁରୁ ଗଙ୍ଗାଧର ଦାସ,ନାଟ୍ୟଶ୍ରୀ ପୁଷ୍ପାଞ୍ଜଳି ବେହେରା,ନାଟ୍ୟକାର ଅତିଶ କୁମାର ଶତପଥୀଙ୍କୁ ତଥା ସମ୍ବଲପୁରର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ‘ଯୁବଦୟନ’ପାଇଁ ଏହାର ସଭାପତି ସଞୟ କୁମାର ମିଶ୍ରଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ପଙ୍କଜିନୀ ମେହେର,ପ୍ରଶାନ୍ତ ପାଟଯୋଶୀ,ରାମାନୁଜ ପଣ୍ଡା ପ୍ରମୁଖ ମାନପତ୍ର ପାଠ କରିଥିଲେ। ଏହି ଅବସରରେ ସମ୍ବଲପୁରୀ କବିତା ପାଠୋତ୍ସବରେ ଭାଗନେଇଥିବା କବି ଓ କବୟିତ୍ରୀମାନଙ୍କୁ ଲଲିତ ମୋହନ ବେବର୍ତ୍ତାଙ୍କ ସଂଯୋଜନାରେ ପ୍ରଶଂସାପତ୍ର ବିତରଣ କରାଯାଇଥିବା ବେଳେ ଡ. ସତ୍ୟନାରାୟଣ ଠାକୁରଙ୍କ ସଂଯୋଜନା ତଥା,ସୁରେଖା ସାହୁ,କାନ୍ତି ମେହେରଙ୍କ ସହଯୋଗରେ ଅନୁଷ୍ଠାନ ତରଫରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା।ଶେଷରେ ସଭ୍ୟା ବିଜୟ ଲକ୍ଷ୍ମୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।'ଆମର ଭାଷା ସମ୍ବଲପୁରୀ,ଆମର ରାଏଜ୍‌ ହୀରାଖଣ୍ଡ’ ସ୍ଲୋଗାନରେ ସଭାସ୍ଥଳି ଗର୍ଜି ଉଠିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026

You Might Also Like