-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||     

HOME   ଜିଲ୍ଲା

ପାଣ - ଗଣ୍ଡା ସମାଜ ବିକାଶ ପରିଷଦର  ବୈଠକ

05-Jun-2023



ବୌଦ୍ଧ /କଣ୍ଟାମାଳ: ୨୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ ର ପଂଚାୟତସ୍ତରୀୟ ଚିନ୍ତନ ବୈଠକ ଜିଲ୍ଲା ସଭାପତି ରୋହିତ କହଁର ଙ୍କ ଅଧ୍ୟକ୍ଷତା ରେ ଆଡେଣୀଗଡ ହାଇ ସ୍କୁଲ ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ଦଳିତ ଜାତିର ତ୍ରାଣକର୍ତ୍ତା ତଥା ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ତୈଳ ଫୋଟ ଚିତ୍ରରେ ପ୍ରଦୀପ ପ୍ରଜ୍ଜ୍ୱଳନ ସହିତ ପୁଷ୍ପ ମାଲ୍ୟାର୍ପଣ

ପରେ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା । ପ୍ରାରମ୍ଭରେ ସଙ୍ଗଠନର ପ୍ରତିଷ୍ଠାତା ତଥା ଜିଲ୍ଳା ସାଧାରଣ ସଂପାଦକ ସୁଧାଂଶୁ ଡାଙ୍ଗ ବିଗତ ଦିନର କାର୍ଯ୍ୟକଳାପ , ବୈଠକର ଲକ୍ଷ୍ୟ , ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ଆଗାମୀ ଦିନର କାର୍ଯ୍ୟ ଖସଡ଼ା ଉପସ୍ଥାପନ କରିଥିଲେ। ସଙ୍ଗଠନର ଜିଲ୍ଲା ଉପ ସଭାପତି ଦଶରଥ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭାରତରତ୍ନ ଡ଼ଃ ଭୀମ ରାଓ ରାମଜୀ ଆମ୍ବେଦକର ଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହୋଇ " ହକ୍ ପାଇଁ ଲଢେଇ " କରିବା ସକାଶେ ଉପସ୍ଥିତ କାର୍ଯ୍ୟକର୍ତ୍ତା ଙ୍କୁ ଆହ୍ବାନ କରିଥିଲେ । ସଙ୍ଗଠନର ଅନ୍ୟତମ ଉପ ସଭାପତି ମକରଧ୍ବଜ ମହାନନ୍ଦିଆ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଭାରତବର୍ଷର ପ୍ରଥମ ଜ୍ଞାନୀ  ବାବାସାହେବଙ୍କ ଜୀବନୀ ତଥା ଦଳିତ ଙ୍କ ପାଇଁ ଉଦ୍ଦିଷ୍ଟ ସାମ୍ବିଧାନିକ ଅଧିକାର , ନାଗରିକ ଅଧିକାର , ମାନବିକ ଅଧିକାର ଏବଂ ରାଜନୈତିକ ଅଧିକାର ଉପରେ ମାର୍ଗଦର୍ଶନ ପ୍ରଦାନ କରିଥିଲେ । ବରିଷ୍ଠ  ସମାଜସେବୀ ତଥା ଜିଲ୍ଲା ସହକାରୀ କୋଷାଧ୍ୟକ୍ଷ ଶ୍ରୀନିବାସ ହାତୀ  ସମ୍ମାନୀତ ଅତିଥି ଭାବେ ଯୋଗଦେଇ  ସମାଜର  ସାମାଜିକ ଏକତା , ସାମାଜିକ ସଂସ୍କାର , ଗୁଣାତ୍ମକ ଶିକ୍ଷା ଏବଂ ଅର୍ଥନୈତିକ ଅଭିବୃଦ୍ଧି ଉପରେ ଉପସ୍ଥିତ ପଞ୍ଚାୟତ କମିଟି କାର୍ଯ୍ୟକର୍ତ୍ତା ଙ୍କୁ ପରାମର୍ଶ ଦେଇଥିଲେ । ସଂଗଠନ ପକ୍ଷରୁ ଗତ ବର୍ଷ ହରଭଙ୍ଗା ତହସିଲରେ ଆବେଦନ କରିଥିବା ଭୂମି ହୀନ ଏବଂ ଡିହ ହୀନ ହିତାଧିକାରୀଙ୍କୁ ତୁରନ୍ତ ଜମି ପଟ୍ଟା ପ୍ରଦାନ ଏଵଂ ପ୍ରାୟ ୪୦ ବର୍ଷ ହେବ ଅଗଣତାନ୍ତ୍ରିକ , ଅସାମ୍ବିଧାନିକ ଓ ଚଂଚକତା କରି ଅନୁସୂଚିତ ଜାତି ତାଲିକାରେ ସାମିଲ୍ ହେବା ସହିତ ଅସ୍ପୃଶ୍ୟ ନ ହୋଇ  ସମସ୍ତ ସୁବିଧା ସୁଯୋଗ ହାସଲ କରିଆସୁଥିବା ନକଲି କେଉଟ ,  ଧୀବର , କୈବର୍ତ୍ତ ( କେ ଡି କେ ) ମାନଙ୍କୁ ତୁରନ୍ତ ହଟେଇବା ପାଇଁ ସମସ୍ତ ପଞ୍ଚାୟତରେ ଜୋରଦାର ଆନ୍ଦୋଳନ କରିବାକୁ  ନିଷ୍ପତ୍ତି ନିଆଯାଇଥିଲା । ସାମାଜିକ ଅଧିକାର ଏଵଂ ସାମ୍ବିଧାନିକ ଅଧିକାର  ସପକ୍ଷରେ ଜୋରଦାର ଆନ୍ଦୋଳନ କରିବା ପାଇଁ ଏକ ସକ୍ରିୟ ୩୧ ଜଣିଆ ପଞ୍ଚାୟତ କମିଟି ପୁନର୍ଗଠନ କରାଯାଇଥିଲା । ଆଡେଣୀଗଡ ପଂଚାୟତ ର ବରିଷ୍ଠ  ସମାଜସେବୀ ରଞ୍ଜିତ ବେହେରା - ସଭାପତି , ସୋନିଆ ବେହେରା - ଉପ ସଭାପତି , ଅଭୟ ବେହେରା - ସମ୍ପାଦକ , ମୃତ୍ୟୁଞ୍ଜୟ ବେହେରା - ସହକାରୀ ସଂପାଦକ , ଚକ୍ରଧର ଦୀପ - କୋଷାଧ୍ୟକ୍ଷ , ସଚିନ୍ଦ୍ର ବେହେରା - ସଂଗଠନ ସମ୍ପାଦକ , କବିରାଜ ବେହେରା - ବ୍ଲକ ସଂଯୋଜକ

ଶେଷଦେବ ବେହେରା, ମୁଖ୍ୟ ଉପଦେଷ୍ଟା  ଏଵଂ  ନିତ୍ୟାନନ୍ଦ ବେହେରା ଙ୍କୁ ଉପଦେଷ୍ଟା ଭାବେ ସର୍ବସମ୍ମତି କ୍ରମେ ମନୋନୀତ  କରାଯାଇଥିଲା । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ରବୀନ୍ଦ୍ର ନାଗ , ସୁରେଶ ମହାନନ୍ଦ , ବରିଷ୍ଠ ସମାଜସେବୀ ପ୍ରହଲ୍ଲାଦ ଦୀପ , ବାଳକୃଷ୍ଣ ବେହେରା, ତୀର୍ଥ ବେହେରା , ପାରେଶ୍ୱର ବେହେରା , ସୁଶାନ୍ତ ବେହେରା , ଜଗବନ୍ଧୁ ନାଏକ, ଗଣେଶ ବେହେରା, ବିହାରୀ ବେହେରା, ଚିତ୍ତ ରଞ୍ଜନ ଦୀପ, ବିକ୍ରମ ବେହେରା, ଉତ୍ତମ ନାଏକ , କୃଷ୍ଣଚନ୍ଦ୍ର କହଁର, ସନ୍ତୋଷ ବେହେରା, ଧରଣୀ ବେହେରା, ସୁମିତ୍ରା କହଁର, ସତ୍ୟନାରାୟଣ ଦୀପ, ସୁଧୀର ବେହେରା, ପ୍ରଶାନ୍ତ ବେହେରା, ପ୍ରକାଶ ବେହେରା, ଶରତ ବେହେରା , ହରେକୃଷ୍ଣ ବେହେରା, ସୁବଳ ବେହେରା, ବିଦ୍ୟାଧର ବେହେରା ପ୍ରମୁଖ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଶେଷରେ ଜିଲ୍ଲା ସଂଗଠନ ସମ୍ପାଦକ ଦେବଦତ୍ତ ସାଗର ଧନ୍ୟବାଦ୍ ଅର୍ପଣ କରିଥିଲେ ।

ବୌଦ୍ଧରୁ ଦୁର୍ଯ୍ଯୋଧନ ବିଶି ଓ କଣ୍ଟାମାଳରୁ ସତ୍ୟ ବିଭାରଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026

You Might Also Like