-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ର ଶୁଭାରମ୍ଭ

05-Jun-2023



ବଲାଙ୍ଗିର(ପ୍ରେରଣା ଖବର): ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ରାଜ୍ୟରେ ଶିଶୁ ଶ୍ରମିକ ନିରାକରଣ ସମ୍ପର୍କିତ ଏକ ମାସ ବ୍ୟାପୀ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହା ଜୁନ ମାସ ୧ ତାରିଖ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ ଆଜି ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଆୟୋଜିତ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ

ଜିଲ୍ଲାପାଳ ଚଞ୍ଚଳ ରାଣା ଏବଂ ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ଜିଲ୍ଲାପାଳଙ୍କ କାର୍ୟାଳୟ ପରିସରରୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିକ୍ରମା କରି ଶିଶୁ ଶ୍ରମିକ ନିରାକରଣ , ଶିଶୁ ଶ୍ରମିକ ଆଇନ ରେ ଥିବା ପ୍ରାଧାନ, କଟକଣା ଇତ୍ୟାଦି ସମ୍ପର୍କରେ ସଚେତନତା ରଥ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଯିବ ।ଏତଦବ୍ୟତୀତ ଶିଶୁ ଶ୍ରମିକ ନିରାକରଣ ସମ୍ପର୍କରେ ସଚେତନତା ରାଲି ର ଆୟୋଜନ କରାଯାଇ  ଜନସାଧାରଣଙ୍କୁ ସଚେତନ କରାଯିବ । ଏହି ସଚେତନତା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମ ରେ ଜିଲ୍ଲା ଶ୍ରମ ଅଧିକାରୀ ସୁକାନ୍ତ କୁମାର ସେଠୀ , ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ ,ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ସହକାରୀ ଜିଲ୍ଲା ଶ୍ରମ ଅଧିକାରୀ ପାନାମଣି ସୋରେନ ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଙ୍କ ସମେତ ଜିଲ୍ଲା ଶ୍ରମ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଶ୍ରମ ଆଇନ ୧୯୮୬ ଅନୁସାରେ ୧୪ ବର୍ଷ ପୂର୍ଣ୍ଣ କରିନଥିବା ଶିଶୁ ଙ୍କୁ କୌଣସି ପ୍ରକାରର ବୃତ୍ତି ଏବଂ ପ୍ରକ୍ରିୟା ରେ ତଥା ୧୫

ବର୍ଷ ରୁ ୧୮ ବର୍ଷ ବୟସର କିଶୋର ମାନଙ୍କୁ ବିପଦ ସଙ୍କୁଳ ବୃତ୍ତି ଏବଂ ପ୍ରକ୍ରିୟା ରେ ନିୟୋଜନ କରିବା ଏକ ଧର୍ତ୍ତବ୍ୟ ଅପରାଧ ଅଟେ । ଯଦି କୌଣସି ବ୍ୟକ୍ତି ୧୪ ବର୍ଷ ରୁ କମ ବୟସର ଶିଶୁଙ୍କୁ କାମରେ ନିୟୋଜିତ କରିଛନ୍ତି କିମ୍ବା ୧୫ ବର୍ଷ ରୁ ୧୮ ବର୍ଷ ବୟସ ମଧ୍ୟରେ ଥିବା  କିଶୋର ମାନଙ୍କୁ ବିପଦ ସଙ୍କୁଳ ବୃତ୍ତି ଏବଂ ପ୍ରକ୍ରିୟା ରେ ନିୟୋଜିତ କରିବାର ନଜରକୁ ଆସେ ତେବେ ତୁରନ୍ତ ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଅବଗତ କରିପାରିବେ । ଏତଦବ୍ୟତୀତ ନିଶୁଳ୍କ ଶ୍ରମିକ ସହାୟତା ହେଲ୍ପ ଲାଇନ ନମ୍ବର ୧୫୫୩୬୮ଏବଂ ଚାଇଲ୍ଡ ଲାଇନ ନମ୍ବର ୧୦୯୮ କୁ ଯୋଗାଯୋଗ କରିବାକୁ ଜିଲ୍ଲା ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି । ସୂଚନା ଯୋଗ୍ୟ ଯେ ଆସନ୍ତା ୭ ତାରିଖ ସକାଳ ୮ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶିଶୁ ଶ୍ରମିକ ନିରାକରଣ ସମ୍ପର୍କିତ ଏକ ସଚେତନତା ରାଲି ର ଆୟୋଜନ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like