-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ଜିଲ୍ଲା

ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ଠାରେ ସେବା ଶିବିର 

05-Jun-2023



ପୁରୀ(ପ୍ରେରଣା ଖବର ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ  ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌) ତରଫରୁ  ସେବା ଶିବିର କାର୍ଯ୍ୟକ୍ରମ ପୁରୀ ଠାରେ  ଅନୁଷ୍ଠିତ ହୋଇଯାଇଛି।  ଶିଶୁ ଓ ମହିଳା ବିକାଶ ସୋସାଇଟିର  ଅଧ୍ୟକ୍ଷ| ତଥା ଓଡ଼ିଶା ରାଜ୍ୟ ରେଡ଼କ୍ରସ ସୋସାଇଟିର ପୂର୍ବତନ ଅବୈତନିକ  ସଚିବ ମେଜର ଡା. କଳ୍ପନା ଦାସ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ  ଶ୍ରୀମନ୍ଦିର ପରିସର ଭିତରେ ତଥା ସିଂହ ଦ୍ଵାର

ନିକଟରେ  ଭକ୍ତ ମାନଙ୍କ ପାଇଁ ଦହି ପାଣି, ଲେମ୍ବୁ ପାଣି, ଜଳଜିରା ପାଣି, ଓରାସ୍ ପାଣି, ସାଧା ପାଣି ବଣ୍ଟନ କରିବା ସହ ପ୍ରାଥମିକ ଚିକିତ୍ସା ଯୋଗାଇବା , ଉଷ୍ଣ ତାତିରୁ  ରକ୍ଷା ପାଇବା ପାଇଁ ପାଣି ଛିଞ୍ଚନ, ବୃଦ୍ଧବୃଦ୍ଧା ତଥା ଦିବ୍ୟଙ୍ଗ ବ୍ୟକ୍ତି ମାନଙ୍କ ପାଇଁ ଦେବ ଦର୍ଶନ ପାଇଁ ସ୍ଥାନାନ୍ତରିତ କାର୍ଯକ୍ରମ ବ୍ୟବସ୍ଥା କରାଯାଇଥିଲା । କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଶିଶୁ ଓ ମହିଳା ବିକାଶ  ସୋସାଇଟିର 

ସ୍ଵେଚ୍ଛାସେବୀ ମେଜର ବିଜୟ କୁମାର ବିଶ୍ୱାଳ, ପ୍ରକାଶ କୁମାର ପରିଡା, ପ୍ରତିମା ବିଶ୍ୱାଳ, ପ୍ରଶାନ୍ତ ବାରିକ , ମନ୍ଦାକିନୀ ସାହୁ, ପାର୍ବତୀ ରାଧା, ଅମରେନ୍ଦ୍ର ବେହେରା, ନିରଞ୍ଜନ ସାହୁ, ମିନା ମାଝୀ, ବନମାଳୀ ମେହେର ,ରାମ ନାରାୟଣ ଦାଶ ତଥା ଅନ୍ୟମାନେ ଉପସ୍ଥିତ ରହି କରି ସହଯୋଗ କରିଥିଲେ । ପୁରୀ  ସିଡବ୍ଲୁଡିଏସ୍‌ ଦାୟିତ୍ଵରେ ଥିବା କମଳ କାନ୍ତ ଦାସ ସବୁ ତଦାରଖ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like