-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||     

HOME   ଜିଲ୍ଲା

ଜମି କିଣାବିକା ଗଣ୍ଡଗୋଳ ଘଟଣା, ଜେଲ ଗଲେ ବ୍ଲକ  ଯୁବ ବିଜେଡି ସଭାପତି

05-Jun-2023



ମୁରିବାହାଲ(ସୁଦାମା ଚରଣ ବଘାର) ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅନ୍ତର୍ଗତ ଗରଗଡବାହାଲ ପଂଚାୟତ ତେନ୍ତୁଳିଖୁଣ୍ଟି ଗାଁର ଜମି କିଣାବିକାକୁ ନେଇ ଗଣ୍ଡଗୋଳ ଘଟଣାରେ ବ୍ଲକ ଯୁବ ବିଜେଡି ସଭାପତି ଚିତରଜଂନ ବାଗଙ୍କୁ ରବିବାର ପୁଲିସ ଗିରଫ କରି କୋର୍ଟ ଚାଳାଣ କରିଥିଲା। ଜାମିନ ନାମନ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏହି ମାମଲା ରେ ସମ୍ପରୁକ୍ତ ଥିବା ଅଭିଯୋଗରେ ମୋତିରାମ ହାତୀ ଙ୍କୁ ପୁଲିସ ଗୁରୁବାର ଗିରଫକରି କୋର୍ଟ ଚାଳାଣ କରିଥିଲା। ଆଉ ଜଣେ ଅଭିୟୁକ୍ତ ତିଲକ ରାମ ପୁଟେଲ ବର୍ତ୍ତମାନ ସୁଦ୍ଧା ଫେରାର ଥିବା ପୁଲିସ ପ୍ରକାଶ କରିଛି। ଏହି ମାମଲା ରେ ଉଊୟ ପକ୍ଷର ଏତଲା ଅନୁସାରେ ଦୁଇ ଟି ମାମଲା ରୁଜୁ ହୋଇଥିଲା। ସୂଚନା ମୁତାବକ ସୁନ୍ଦରମଣୀ ବାଗ(୪୭) ଥାନାରେ ଦେଇଥିବା ଏତଲା ଅନୁସାରେ ଗତ ମାସ ୧୨ ତାରିଖ ତାଙ୍କ ସ୍ତ୍ରୀ ଭାନୁମତୀ ବାଗ

ଘରେ ଏକା ଥିବା ବେଳେ ଗାଁର ତଥା ବ୍ଲକ ଯୁବ ବିଜେଡି ସଭାପତି ଚିତରଜଂନ ବାଗ, ମୋତିରାମ ହାତୀ ଓ ତିଲକରାମ ପୁଟେଲ ଆସି ତାଙ୍କୁ ଅଶଭ୍ଯ ଭାଷାରେ ଗାଳି ଗୁଲଜ କରି ନିସ୍ତୁକ ମାଡ ମାରିଥିଲେ। ଅନ୍ୟ ପକ୍ଷରେ ଗାଁର ଦେବେନ୍ଦ୍ର ହାତୀ ଙ୍କ ଏତଲା ଅନୁସାରେ ସୁନ୍ଦରମଣୀ ବାଗ ଘରୋଇ ଅସୁବିଧା ଅଛି ବୋଲି ତାଙ୍କ ଠାରୁ ଜମି ଦେବାକୁ ମୋଟ ଷାଠିଏ ହଜାର ଟଙ୍କା, ଚୁକ୍ତି ନାମାରେ ୩୦ ହଜାର ଓ ମୌଖିକ ୩୦ ହଜାର ନେଇଥିଲେ। ଜମି ଦେବାକୁ କିମ୍ବା ଟଙ୍କା ଫେରାଇବାକୁ କହିଲେ ନ ଶୁଣି ଓଲଟି ଆଟ୍ରୋସିଟି ରେ ଫସାଇବାକୁ ଧମକ ଚମକ ଦେଉଥିବା ସେ ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ସୁନ୍ଦରମଣୀ ଙ୍କ ଏତଲା ଆଧାରରେ ପୁଲିସ କେସ ନଂ ୮୩/୨୩ ଆଟ୍ରୋସିଟି ମାମଲା ରୁଜୁ କରି କଂଟାବାଞ୍ଜି ଏସଡିପିଓ ଘଟଣା ର ତଦନ୍ତ କରୁଥିଲେ। ସେହିପରି ଦେବେନ୍ଦ୍ର ଙ୍କ ଏତଲା ଆଧାରରେ ପୁଲିସ କେସ ନଂ ୮୪/୨୩ ରୁଜୁ କରି ଏସଆଇ ପ୍ରମୋଦ ପଧାନ ଘଟଣାର ତଦନ୍ତ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026

You Might Also Like