-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଆନ୍ତର୍ଜାତିକ ମିଲେଟ୍ ବର୍ଷ ପାଳନ ଅବସରରେ ଲନ୍ ବଲ୍ ପ୍ରତିଯୋଗିତା ଅନୁଷ୍ଠିତ ।

05-Jun-2023



ବଲାଙ୍ଗିର   (ପ୍ରେରଣା ଖବର )

ଓଡ଼ିଶା ମିଲେଟ୍ ମିଶନ୍ ତଥା ଜିଲ୍ଲା କ୍ରୀଡ଼ା ବିଭାଗର ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତିକ ମିଲେଟ୍ ବର୍ଷ ୨୦୨୩ ଏଵଂ ବିଶ୍ଵ ପରିବେଶ ଦିବସ ପାଳନ ଅବସରରେ ସ୍ଥାନୀୟ ଆର୍. ଏନ. ସିଂହଦେଓ ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ଏକ ଲନ୍ ବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।  ଏଥିରେ ଉଭୟ ପୁରୁଷ ଓ ମହିଳା ବିଭାଗ ରୁ ସର୍ବମୋଟ୍ ୬୭ ଜଣ ପିଲା ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ,ମୁଖ୍ୟ ଅତିଥି ଏବଂ  ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁବାଷ ଚନ୍ଦ୍ର ବେହେରା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ କୃତୀ  ଖେଳାଳି ମାନଙ୍କୁ ପୁରସ୍କୃତ କରିଥିଲେ। ଓଡ଼ିଶା ମିଲେଟ୍ ମିଶନ୍ ର ପ୍ରକଳ୍ପ ଅଧିକାରୀ ସୁନନ୍ଦା ସାହୁ ଯୋଗ ଦେଇ ମାଣ୍ଡିଆ ଜାତୀୟ ଖାଦ୍ୟ ସ୍ୱାସ୍ଥ୍ୟକର ଓ ପୁଷ୍ଟିକର ହୋଇ ଥିବାରୁ ଖେଳାଳିଙ୍କ ସମେତ ସମସ୍ତଙ୍କ ପାଇଁ ଏହା ବେଶ୍ ଉପଯୋଗୀ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ । ଜିଲ୍ଲା କ୍ରୀଡ଼ା ଅଧିକାରୀ ପରାଶର ବାଗ ଯୋଗ ଦେଇ ପ୍ରତିଯୋଗୀ  ମାନଙ୍କୁ ଉତ୍ସାହିତ କରିଥିଲେ। ଲନ୍ ବଲ୍ ସଂଘ ସମ୍ପାଦକ ସୁମିତ ରଞ୍ଜନ ପୁରୋହିତ ଖେଳର ଉପାଦେୟତା ବିଷୟରେ ସୂଚନା ଦେବା ସହ  ଭବିଷ୍ୟତ ରେ ବଲାଙ୍ଗିର  ଜିଲ୍ଲା ଆହୁରି କେମିତି ସୁନାମ ଅର୍ଜନ କରିବ, ସେ ବିଷୟରେ ମତ ପ୍ରକାଶ କରିଥିଲେ । ଏଥିରେ ମିଲେଟ୍ ମିଶନ୍ ର ଜିଲ୍ଲା ସଂଯୋଜକ ଯଶୋବନ୍ତ ନାଏକ ଉପସ୍ଥିତ ରହି କାର୍ଯ୍ୟକ୍ରମ ର ସୁପରିଚାଳନା କରିଥିଲେ। ସ୍ଥାନୀୟ କଲେଜଛକ ସ୍ଥିତ ଆମର୍ ମିଲେଟ୍ ର ତ୍ରିରଙ୍ଗା ସ୍ଵୟଂ ସହାୟକ ଗୋଷ୍ଠୀ ର ସହାୟତାରେ ପ୍ରତିଯୋଗୀ  ମାନଙ୍କୁ ମିଲେଟ୍ ଟିଫିନ୍ ବଣ୍ଟନ କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ କୋଚ୍ ବୁଦ୍ଧିରାଜ ବିଶ୍ଵାଳ, ପୁରନ୍ଦର ସେଠ୍, ସତ୍ୟନାରାୟଣ ପଟେଲ୍, ସୁଦର୍ଶନ ସେଠ୍, କ୍ଷିତେଶ୍ୱର ବିଶ୍ଵାଳ ଯୋଗଦେଇ ଖେଳ ପରିଚାଳନା ରେ ସହଯୋଗ କରିଥିଲେ । ଅତିରିକ୍ତ ଜିଲ୍ଲା ସଂଯୋଜକ ସମିଧା ଅଗ୍ରୱାଲ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଆଜିର ଏହି ପ୍ରତିଯୋଗିତାରେ ଲନ୍ ବଲ୍ ଖେଳ ପ୍ରତି ପ୍ରତିଯୋଗୀ ମାନଙ୍କ ମଧ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like