-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପଥରମୁଣ୍ଡା ରେ ସମଲେଇ ଓ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଉଦଯାପିତ

05-Jun-2023



ଲୋଇସିଂହା/ଆଗଲପୁର, (ପ୍ରେରଣା ଖବର) ଲୋଇସିଂହା ନିର୍ବାଚନ ମଣ୍ଡଳୀ ଆଗଲପୁର ବ୍ଲକ ଝରଣିପାଲି  ପଞ୍ଚାୟତ ଅନ୍ତର୍ଗତ ପଥରମୁଣ୍ଡା ଗ୍ରାମ ରେ ଗତ 3/6 ତାରିଖ ରୁ 5/6 ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ସମଲେଇ ଓ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ ହୋଇଥିବା ଓ ଆଜି ଉଦଯାପିତ ହୋଇଯାଇଛି ।ପ୍ରଥମ ଦିନ ରେ କଳସ ଯାତ୍ରା ସହିତ ଶୁଭାରମ୍ଭ ହୋଇଥିଲା ଏବଂ ଏଥିରେ ମିନା ବଜାର , କଂସ ଦରବାର , ପାରାୟଣ , ପ୍ରତି ଦିନ ପ୍ରସାଦ ସେବନ ର ବ୍ୟବସ୍ଥା ସହିତ ଜୁଆଖେଳ ମଧ୍ୟ ଦେଖିବାକୁ ମିଳିଥିଲା l ମୁଖ୍ୟ ଅତିଥି ଭାବେ ବି ଜେ ଡି ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା , ବି ଜେ ଡି ବ୍ଲକ ଯୁବ ସଭାପତି ନାରାୟଣ ସାହୁ , ସମାଜସେବୀ ସରୋଜ ମହାକୁର, ଏଗରୋ ବାଇଟେକ ଲିମିଟେଡ଼ ମେନେଜ୍ ର ରାଜୀବ ଲୋଚନ ଭୋଇ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ l ମୁଖ୍ୟ ଅତିଥି ଶ୍ରୀ ବେହେରା ହନୁମାନ ମନ୍ଦିର ପ୍ରତିଷ୍ଠା ର ଦର୍ଶନ କଳା ପରେ ବାଲେଶ୍ଵର ବାହନଗା ରେ ରେଳ ର ମର୍ମନ୍ତୁକ ଦୁର୍ଘଟଣା ରେ ମୃତ୍ୟୁ ହୋଇଥିବା ଯାତ୍ରୀ ଙ୍କ ପାଇଁ 108 ଦୀପ ଗ୍ରାମ ର ମହିଳା , କର୍ମୀ ଙ୍କ ଗହନ ରେ ତାଙ୍କ ଅମର ଆତ୍ମା ର ସଦଗତି ପାଇଁ ପ୍ରଦୀପ ପ୍ରଜ୍ବଳନ କରି ଥିଲେ l ଏହା ସହିତ ପେଣ୍ଡାଲ ରେ ଏହି ରେଳ ଦୁର୍ଘଟଣା ପାଇଁ ଶତାଧିକ ଦର୍ଶକ, ରାବଣ ଦରବାର ର କଳାକାର , ଅତିଥି ମାନେ ସମସ୍ତେ ୨ ମିନିଟ ଛିଡ଼ାହୋଇ ନୀରବ ପ୍ରାର୍ଥନା କରି ଥିଲେ l ପଥରମୁଣ୍ଡା ଉତ୍ସବ ଆଗାମୀ ଦିନ ରେ ଲୋକ ମୟ ସହିତ ପ୍ରଗତିଶୀଲ ହେଉ ଅତିଥି ମାନେ ଆଲୋକ ପାତ କରିଥିଲେ ।ଅପର ପକ୍ଷରେ ଜୁଆ ଖେଳ ଖୁଲୁମ୍ ଖୋଲା ହେଉଥି ଲା l ଗାଇସିଲେଟ ବ୍ଲକ ର କଲନଗା ପାଲି ରୁ ଜୁଆଡି ମାନେ ଯାତ୍ରା କମିଟି ଆଣି ଖେଳାଉ ଥିଲେ l ୩ ଦିନ ପୁଲିସ କୁ ଅଭିଯୋଗ କଲା ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବାରୁ ବୁଦ୍ଧିଜିବୀ ମହଲ ରେ କ୍ଷୋଭ ପ୍ରକାଶ ପାଇଛି । ଯାତ୍ରାଦେଖି ଗଲାବେଳେ ଜୁଆର ଶିକାର ହୋଇ ହଜାର ହଜାର ଟଙ୍କା ହାରି ଘରକୁ ଫେରୁଥିବା ରୁ ପରିବାର ସର୍ବହରା ହୋଇ ଅଶାନ୍ତି ଅଭିଯୋଗ ହେଉଛି l ପୋଲିସ ବାହାନ ନେଇ ଯାତ୍ରା ପାଖକୁ ଯାଇଥିଲେ ସୁଦ୍ଧା ଖୁଲୁମଖୁଲା ଜୁଆଖେଳ ଚାଲିଥିବା ସୂଚନା ରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like