-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ହଳଦିଆ ତୈଳିକ ବୈଶ୍ୟ ସମାଜର ଗ୍ରାମ୍ୟସ୍ତରୀୟ ବୈଠକ ଅନୁଷ୍ଠିତ

05-Jun-2023



ବଲାଙ୍ଗିର (ପ୍ରେରଣା ଖବର ): ସୋମବାର ଦିନ ଖପ୍ରାଖୋଲ ବ୍ଲକ ମାଟିଆଭଟା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପୁତୁଳାମହୁଲ ଗ୍ରାମରେ ହଳଦିଆ ତୈଳିକ ବୈଶ୍ୟ ସାହୁ ସମାଜର ଗ୍ରାମ୍ୟ ସ୍ତରୀୟ ବୈଠକ ଗ୍ରାମର ବିଶିଷ୍ଟ ବ୍ୟକ୍ତି କପିଳ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବରେ ବାହାଲଭଟଲି ଅଞ୍ଚଳ ସଭାପତି ବନମାଳି ସାହୁ, ମୁଖ୍ୟ ବକ୍ତା ଭାବରେ ଅଂଚକ ସଭ୍ୟ ନୀଳମଣି ସାହୁ,ସମ୍ମାନିତ ଅତିଥି ଭାବରେ ଅଂଚକ ସଭ୍ୟ କୀର୍ତ୍ତନ ସାହୁ, ବାହାଲଭଟଲି ଅଞ୍ଚଳ ସମ୍ପାଦକ ବଳରାମ ସାହୁ, ପୁତୁଳାମହୁଲ ଚକ ସଭାପତି ମଧୁସୂଦନ ସାହୁ, ସମ୍ପାଦକ ନିରଞ୍ଜନ ସାହୁ, ସହ ସମ୍ପାଦକ ଟିକେଶ୍ୱର ସାହୁ ଆଦି ବିଶିଷ୍ଟ ବ୍ୟକ୍ତି ସମେତ ଗ୍ରାମର ହଳଦିଆ ତେଲି ଜାତିର ଅବାଳ ବୃଦ୍ଧ ବନିତା ଯୋଗ ଦେଇଥିଲେ l ବୈଠକର ପ୍ରାରମ୍ଭରେ ଇଷ୍ଟ ଦେବୀ ଙ୍କ ପୂଜନ ପରେ ବାହାନଗା ରେଳ ଦୁର୍ଘଟଣା ରେ ଓ ତୈଳିକ ଜାତି ଭାଇ ମୃତବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଏକ ଶୋକ ସଭା ଅନୁଷ୍ଠିତ ହୋଇ ଥିଲା l ଗ୍ରାମର ଗୋପୀନାଥ ସାହୁ ସ୍ୱାଗତ ଭାଷଣ ସହ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ଅଭିଭାଷଣ ମାଧ୍ୟମରେ ଜାତିର ଶୈକ୍ଷିକ ସ୍ଥିତି, ସମସ୍ୟା ଓ ତାର ସମାଧାନ ପନ୍ଥା, ସଂଗଠନ ର ଭୂମିକା, ନାରୀ ସଶକ୍ତି କରଣ, ଶିକ୍ଷା ଓ ସଂସ୍କାର, ଜାତିର ସୁସଂହତି, ପରସ୍ପର ସହଯୋଗ, ଜାତିର ନିୟମାବଳୀକୁ ଵିଧି ବଦ୍ଧ ଭାବରେ ପାଳନ କରିବା ଆଦି ପ୍ରସଙ୍ଗରେ ଆଲୋଚନା ହୋଇଥିଲା । ଶେଷରେ ଆଜି ବିଶ୍ୱ ବନ ଦିବସ୍ ହେତୁ ସଭାପତି ସମସ୍ତ ଜନସାଧାରଣଙ୍କୁ ନିଜ ଜନ୍ମ ଦିନରେ ଗୋଟିଏ ଗଛ ଜଗାଇବା ସାଙ୍ଗେ ବଞ୍ଚାଇବା ପାଇଁ ଅନୁରୋଧ କରିଥିଲେ l ଗ୍ରାମର ବିଶିଷ୍ଟ ବ୍ୟକ୍ତି ତପୀଶ୍ୱର ସାହୁ ମଞ୍ଚ ପରିଚାଳନା କରିଥିଲେ l ଶେଷରେ ଗ୍ରାମ୍ୟ ପରିଚାଳନା କମିଟିର ସଭାପତି ଶ୍ୟାମସୁନ୍ଦର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like