-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପରିବେଶ ସୁରକ୍ଷା ଓ ପଲିଥିନ ବ୍ୟବହାର ଉପରେ ରୋକ ଲଗାଇବାକୁ ଆଜି ସଂକଳ୍ପ ନେବା: ଜିଲ୍ଲାପାଳ

05-Jun-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ବନ ବିଭାଗ ଅଫିସ ସଭା ଗୃହ ଠାରେ ବିଶ୍ୱ ପରିବେଶ ଦିବସ ଓ ପଲିଥିନ ମୁକ୍ତ  ଦିବସ ପାଳିତ ହୋଇ ଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ବିମଳେନ୍ଦୁ ରାୟ ଯୋଗ ଦେଇ ଦୀର୍ଘ ୫୦ବର୍ଷ ଯାଏ ପରିବେଶ ପାଇଁ କାର୍ଯ୍ୟ କରି 

 ଆସୁଥିବା ଜଙ୍ଗଲ ବିଭାଗ ଓ ଆମ ସମସ୍ତଙ୍କ ପାଇଁ ଆଜି ଏହାର ପର୍ଯ୍ୟlବବଣ କରାଯିବାର ସମୟ ଆସିଛି  ବୋଲି କହି ବାୟୁ ଜଳ ମାଟି ପ୍ରଦୂଷଣ ହେଲେ ସମଗ୍ର ପରିବେଶ ପ୍ରଦୂଷଣ ହେବ,  ଏଣୁ ଆମେ ବୃକ୍ଷରୋପଣ, ଏହାର ଯତ୍ନ ଏବଂ ପଲିଥିନ ବ୍ୟବହାର ଉପରେ ସମ୍ପୂର୍ଣ ରୋକ ଲଗାଇ ପରିବେଶ  ବଞ୍ଚାଇବାକୁ ଆଜିର ଦିନରେ ସମସ୍ତେ ସଂକଳ୍ପ ନେବା ବୋଲି ମତ ରଖିଥିଲେ l  ଏବଂ  ପରିବେଶ ସନ୍ତୁଳନ ପାଇଁ ଆମ ସହର ରେ ଏଆର ଇଣ୍ଡେକ୍ସ  ଓ ଆର ପି ଆର ସି ମେଗା ପ୍ଲାଣ୍ଟ  ପ୍ରସ୍ତୁତି ପାଇଁ ବନ ବିଭାଗକୁ  ପରାମର୍ଶ ଦେଇଥିଲେ l

ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଏସ ପି  ଅମରେଶ ପଣ୍ଡା, ଡି ଏଫ ଓ, ଏସିଏଫ,  ଇଓ ଡି ଆର ଡି ଏ  ନିହାର ରଞ୍ଜନ କଅଁର, ଯୋଗ ଦେଇ ପରିବେଶ ସୁରକ୍ଷl ଉପରେ ମତ ରଖିଥିଲେ l  ସଭାରେ ବିଭିନ୍ନ ବ୍ଲକ ର ୫ଜଣ ପ୍ରକୃତି ବନ୍ଧୁ ଓ ପ୍ରକୃତିମିତ୍ରଙ୍କୁ ଜ଼ିଲ୍ଲାପାଳ ଏସପି ପୁରସ୍କୃତ କରିଥିଲେ l ଶେଷରେ ଏହି କ୍ୟାମ୍ପସରେ ଜ଼ିଲ୍ଲାପାଳଙ୍କ ସମେତ ସମସ୍ତ ଅତିଥି ବୃକ୍ଷରୋପଣ କରିଥିଲେ l ସୋନପୁର ବନଖଣ୍ଡ ଅଧିକାରୀ ମନୋରଞ୍ଜନ ବାଘଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like