-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ପରିବେଶ ଦିବସରେ ପଲିଥିନ ମୁକ୍ତ ସହରର ଶପଥ ନେଲେ ଛାତ୍ରଛାତ୍ରୀ

05-Jun-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ବଲାଙ୍ଗିର ଗାନ୍ଧି ସ୍ମୃତି କମିଟି ପକ୍ଷରୁ ସ୍ଥାନୀୟ ଗାନ୍ଧି ଭବନ ଠାରେ ବିଶ୍ୱ ପରିବେଶ ଦିବସ ଆୟୋଜିତ ହୋଇ ଯାଇଛି । ସହରର ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ପରିବେଶକୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ପରିବେଶକୁ ସୁଧାରିବାକୁ ଯାଇ ପ୍ରତ୍ୟେକ ବ୍ୟକ୍ତି ବୃକ୍ଷରୋପଣ କରି କିପରି ଯୋଗଦାନ କରିବା

ସହିତ ସହରକୁ ପଲିଥିନ ମୁକ୍ତ କରି ସହରର ପରିବେଶକୁ  ସୁସ୍ଥ କରାଯାଇ ପାରିବ ସେ ଉପରେ ବକ୍ତାମାନେ ମତବ୍ୟକ୍ତ କରି ଥିଲେ । ସଭା ପ୍ରାରମ୍ଭରେ ବାହାନାଗା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ଆତ୍ମାର ସଦଗତି ପାଇଁ ନିରବ ପ୍ରାର୍ଥନା କରା ଯାଇଥିଲା । ପରେ ପରେ ଗାନ୍ଧୀ ଭବନରୁ ଏକ ସଚେତନତା ର‌୍ୟାଲି ବାହାରି ସହର ପରିକ୍ରମା କରାଯାଇଥିଲା । ଆଲୋଚନାଚକ୍ରରେ ବରିଷ୍ଠ ଆଇନଜୀବୀ ରତନ ମହାରଣା, ପ୍ରେସ କ୍ଲବ ସଭାପତି ଅରୁଣ ମିଶ୍ର, ଗାନ୍ଧୀ ସ୍ମୃତି କମିଟିର ଉପଦେଷ୍ଟା ମନୋରଞ୍ଜନ ପୁରୋହିତ, ଅବସରପ୍ରାପ୍ତ ଶିକ୍ଷକ ତଥା ଶିକ୍ଷାବିତ ମଧୂସୁଦନ ନାଏକ, ଗବେଷିକା ସୀମାରାଣୀ ରଥ, ନିରୋଜ

ମିଶ୍ର, ସାମ୍ବାଦିକ ବିଭୁ କଲ୍ୟାଣ ଗଡତିଆ, ମାହେଶ୍ୱରି ସଂଗଠନର ଅଧ୍ୟକ୍ଷ ଅଙ୍କୁଶ ପାଣ୍ଡିଆ, କୁଲତା ସମାଜର ରିଙ୍କୁ ସାହୁ, ବଜରଙ୍ଗ ଦଳର କାହ୍ନା ଶତପଥି ପ୍ରମୂଖ ଉପସ୍ଥିତ ରହି ନିଜସ୍ୱ ମତାମତ ଦେଇ ଥିଲେ l କବି ଅର୍ଜୁନ ସାହୁ ପରିବେଶ ସୁରକ୍ଷା ଉପରେ ଏକ କବିତା ପାଠ କରିଥିଲେ । ଶେଷରେ କମିଟି ତରଫରୁ ଛାତ୍ରଛାତ୍ରୀ ମାନଙ୍କୁ ଚାରା ବଣ୍ଟନ କରାଯାଇ ଥିଲା  l ଛାତ୍ରଛାତ୍ରୀମାନେ ସହରକୁ ପଲିଥିନ ମୁକ୍ତ କରିବା ପାଇଁ ଶପଥ ଗ୍ରହଣ କରିଥିଲେ । ପ୍ରଶାନ୍ତ ମହାକୁର ସ୍ୱାଗତ ଭାଷଣ ଓ ବୀରେନ୍ଦ୍ର ପାଣ୍ଡେ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like