-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ମହାନଗର

ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ପରିବେଶ ଦିବସ ପାଳିତ 

05-Jun-2023



ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ ): ଆଜି ଓଡିଶା ସାଂସ୍କୃତିକ  ସମାଜ ପକ୍ଷରୁ ବିଶ୍ବ ପରିବେଶ ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଅଶୋକ କୁମାର ମିଶ୍ରଙ୍କର ଅଧ୍ଯକ୍ଷତାରେ ଆୟୋଜିତ ହୋଇଥିବା ଏହି ସଭାରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ପରିବେଶ ବିଜ୍ଞାନୀ ତଥା ମାନ୍ୟବର ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ଯୋଗଦେଇ ଚଳିତ ବର୍ଷର ପରିବେଶ ଦିବସର ବିଷୟ ପ୍ଲାଷ୍ଟିକ ପ୍ରଦୁଷଣ ଉପରେ ଆଲୋଚନା କରି କହିଥିଲେ ଯେ, ପ୍ଲାଷ୍ଟିକ ପ୍ରଦୁଷଣ ଓ ଏହାର ନିରାକରଣ  ଆଜିର ଆହ୍ଵାନ ଅଟେ। ପ୍ଲାଷ୍ଟିକର ବ୍ୟବହାରକୁ ଆମେ ସମ୍ପୂର୍ଣ୍ଣ ଭାବରେ ବନ୍ଦ କରି ନପାରିଲେ ମଧ୍ଯ ନିଜ ଜୀବନ ଶୈଳୀରେ ପରିବର୍ତ୍ତନ ଆଣି

ଏହାକୁ କମ କରିପାରିବା। ଅଳିଆ ଗଦାରୁ ବର୍ଜ୍ୟବସ୍ତୁ ସଂଗ୍ରହକାରୀଙ୍କ ତାଲିକା ପ୍ରସ୍ତୁତକରି ସରକାରଙ୍କ ତରଫରୁ ସେମାନଙ୍କର ପଞିକରଣ କରିବା ନିହାତି ଜରୁରୀ ହୋଇ ପଡିଲାଣି ବୋଲି ସେ ମତ ଦେଇଥିଲେ। ମୁଖ୍ଯ ବକ୍ତା ଚକ୍ଷୁ ବିଶେଷଜ୍ଞ ଡା. ସୁରେଶ ଚନ୍ଦ୍ର ଦାନୀ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ,କକ୍ଷ ପ୍ରଦୁଷଣ ବା ଇନଡୋର ପଲ୍ୟୁସନ ଆଜି ଏକ ବଡ ସମସ୍ୟା ଭାବରେ ମୁଣ୍ଡ ଟେକିଲାଣି। ଆମେ ଜାଣି ରଖିବା ଉଚିତ ଯେ,ରୁଦ୍ଧ କୋଠରୀ ବା ଗୃହରେ ବାୟୁ ପ୍ରଦୁଷଣର ସମ୍ଭାବନା ଅଧିକ ରହୁଛି। ଆମେ ପୂଜା ପାଇଁ ଧୂପକାଠି ଜଳାଇବା କିମ୍ବା ହୋମାଦି କରିବା ଦ୍ୱାରା ଧୂଆଁ ଘର ଭିତରେ ରହିବା ଘରକୁ ସଫା କରିବା ପାଇଁ ରସାୟନିକ ପଦାର୍ଥର ବହୁଳ ବ୍ୟବହାର କରିବା ଇତ୍ୟାଦି ପରୋକ୍ଷରେ ଆମର କ୍ଷତି କରୁଛି। ଆଧୁନିକ ମଣିଷ ଆଜି ବିଷର ବଳୟ ଭିତରେ ରହୁଛି। ନିଜ ଜୀବନ ଶୈଳୀରେ ପରିବର୍ତ୍ତନ କରି ଆମେ ଏଭଳି ପ୍ରଦୁଷଣକୁ କମାଇ ପାରିବା ବୋଲି କହି ସେ ଆମର ଧର୍ମ ଶାସ୍ତ୍ର ଓ ବାସ୍ତୁଶାସ୍ତ୍ରରୁ କେତେକ ଦୃଷ୍ଟାନ୍ତ ଦେଇ ବୁଝାଇଥିଲେ। ସମ୍ପାଦକ ଡ. ସିଦ୍ଧାର୍ଥ ପଣ୍ଡା ଅତିଥିମାନଙ୍କୁ ମଂଚକୁ ଆମନ୍ତ୍ରଣ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ପରିବେଶ ଆବାହକ ଦିଲୀପ କୁମାର ବଘାର ପ୍ରାରମ୍ଭିକ ସୂଚନା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ସହସମ୍ପାଦକ ସୁରେଖା ସାହୁ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ଯକ୍ରମକୁ ପରିଚାଳନା କରିଥିବା ବେଳେ  ସାଂସ୍କୃତିକ ସମାଜ ପକ୍ଷରୁ ପରିବେଶ ଦିବସ

ଉପଲକ୍ଷେ ଆୟୋଜିତ ହୋଇଥିବା ବକୃତା ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କାର୍ଯ୍ଯକ୍ରମକୁ କୋଷାଧ୍ୟକ୍ଷ ଦୀନବନ୍ଧୁ ପଣ୍ଡା  ସଂଯୋଜନା କରିଥିଲେ। ସଭା ପୂର୍ବରୁ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କ ଆତ୍ମାର ସଦ୍‌ଗତି କାମନା କରି ନିରବ ପ୍ରାର୍ଥନା କରାଯାଇଥିଲା।ପ୍ରଫୁଲ୍ଲ କୁମାର ହୋତା,ଗୋପାଳ  ଗୁପ୍ତା,ଲଲିତ ମୋହନ ବେବର୍ତ୍ତା ପ୍ରମୁଖ ସଦସ୍ୟମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like