-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ବଂଶାଜାଳ ନିକଟରେ ଆଇଓସିଏଲ ପାଇପ୍ ଲାଇନ୍‌ରୁ ତେଲ ଚୋରି ଘଟଣା ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ, ବିଭିନ୍ନ ଥାନାରେ୨୪ ମାମଲା   

06-Jun-2023



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି )  ଆଇଓସିଏଲ ପାଇପ ଲାଇନରୁ ତେଲ ଚୋରି ମାମଲାରେ ଛାନଭିନ କରି ଜଣେ ଦୁର୍ଦାନ୍ତ ଅପରାଧୀକୁ ଗିରଫ କରିବାରେ ସକ୍ଷମ ହୋଇଛି ଚାରମାଳ ପୁଲିସ।

ଗିରଫ ଅଭିଯୁକ୍ତ ଜଣକ ଅନୁଗୋଳ ଜିଲା ବଅଁରପାଳ ଥାନା ତେନ୍ତୋଲଇ ଗ୍ରାମର ଦୁଷ୍ମନ୍ତ ନାଏକ(୩୫) ବୋଲି ଜଣାପଡ଼ିଛି । ସୂଚନା ମତେ ଚାରମାଳ ଥାନା ବଂଶାଜାଲ ଗ୍ରାମ ନିକଟ ଦେଇ ଯାଇଥିବା ଭାରତୀୟ ତୈଳ ନଗମ(ଆଇଓସିଏଲ୍)ର ପାରାଦୀପ-ସମ୍ବଲପୁର ତେଲ ପାଇପ୍ ଲାଇନ୍‌ରୁ ୨୦୨୧ ମସିହା ଜୁଲାଇ ୧୩ ତାରିଖ ରାତିରେ ତେଲ ଚୋରି ହୋଇଥିଲା । ଏନେଇ ୧୪ ତାରିଖ ସକାଳେ ଆଇଓସିଏଲ ଆସିଷ୍ଟାଣ୍ଟ ମ୍ୟାନେଜର ସୁବ୍ରଜିତ ଜେନା ଚାରମାଳ ଥାନାରେ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗ

କ୍ରମେ ଚାରମାଳ ପୁଲିସ ଥାନା କେସ ନଂ ୮୮/୨୧  ମିନେରାଲ ଆକ୍ଟରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲେ। ସେହି ମାସ ୧୫ ତାରିଖରେ ବିଭିନ୍ନ ସ୍ଥାନରେ ଚଢଉ କରିବା ସହ ଫୁଲଝରଣ ଅଞ୍ଚଳରୁ ଜଣେ ଯୁବକକୁ ଗିରଫ କରିଥିଲେ। ଅଭିଯୁକ୍ତ ନିକଟରୁ ୭ଟି ଡିଜେଲ ଭର୍ତି ବ୍ୟାରେଲ ଓ ୧୮ଟି ଖାଲି ବ୍ୟାରେଲ ଜବତ କରାଯାଇଥିଲା। ତେବେ ଏ ଘଟଣାରେ ଅନ୍ୟ ଅଭିଯୁକ୍ତ ମାନେ ଫେରାର ଥ‌ିବା ବେଳେ ଜଣେ ଫେରାର୍ ଅଭିଯୁକ୍ତ ଦୁଷ୍ମନ୍ତ ନିଜ ଘରେ ଥ‌ିବା ଖବର ପାଇ ଚାରମାଳ ପୁଲିସର ଏକ ଦଳ ଆଜି ଚଢଉ କରି ଗିରଫ କରିଥିଲା । ଗିରଫ ପରେ ସୋମବାର ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି । ଗିରଫ ଅଭିଯୁକ୍ତଙ୍କ ନାମରେ ରାଜ୍ୟର ବିଭିନ୍ନ ଥାନାରେ  ୨୪ଟି ମାମଲା ରହିଥ‌ିବା ଚାରମାଳ ଥାନା ଅଧିକାରୀ ବସନ୍ତ କୁମାର ଦଳାଇ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026

You Might Also Like