-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

କୁଣହାଁ ସମାଜ ରାଜ୍ୟ କମିଟିରେ ବିଶୃଙ୍ଖଳା ନେଇ ଜ଼ିଲ୍ଲାପାଳଙ୍କ ଠାରେ ଅଭିଯୋଗ I

06-Jun-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
 ସମ୍ବଲପୁର ଜ଼ିଲ୍ଲାର ବିଭିନ୍ନ ଅଞ୍ଚଳରେ କୁଣହାଁ ସମାଜ (କିସାନ, ମିର୍ଦ୍ଧI , କୁଡ଼ା ଓ ମାଟିଆ) ଆଦିବାସୀ ମାନେ ବହୁଳ ଭାବରେ ବସବାସ କରନ୍ତି I ତେବେ ଗତ ୨୦୦୧ ମସିହାରୁ ‘ରାଜ୍ୟସ୍ତରୀୟ କୁଣହାଁ ସମାଜ' ଗଠନ କରି ରାଉରକେଲା ବାସିନ୍ଦା ମୋହନଲାଲ କିସାନ ନିଜକୁ ଓଡ଼ିଶା ରାଜ୍ୟ ସଭାପତି ଘୋଷିତ କରି ଏକ ଛତ୍ରବାଦ ଚଲାଇ ଆସୁଥିବା ଜ଼ିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଠାରେ ସୋମବାର ଅଭିଯୋଗ ହୋଇଛି I ଏକ ପ୍ରତିନିଧି ମଣ୍ଡଳୀ ଏହି ଘଟଣାର ସମାଧାନ ଦାବି କରିଛନ୍ତି I ଏକ ନିୟମାବଳୀ ପୁସ୍ତକ ପ୍ରକାଶ କରି ନିୟମାବଳୀରେ ଲିପିବଦ୍ଧ ଥ‌ିବା ପ୍ରତ୍ୟେକ ନିୟମକୁ କୁଣହାଁ ସମାଜରେ କଡ଼ାକଡ଼ି ଭାବେ ପାଳନ କରିବାକୁ ଲୋକଙ୍କ ଭୟଭୀତ କରି ଚାପ ପ୍ରୟୋଗ କରୁଥିବା ପ୍ରତିନିଧି ଦଳ ଅଭିଯୋଗ କରିଛନ୍ତି I ଏପରିକି ନିୟମ ନମାନିଲେ ସେମାନଙ୍କ ପରିବାରର ବାହାଘର ମଧ୍ୟ ଉକ୍ତ କମିଟି ଚାପ ପକାଇ ବନ୍ଦ କରୁଥ‌ିବା କୁହାଯାଉଛି I ସମ୍ବଲପୁର କୁଣହାଁ ସମାଜର ପ୍ରତିନିଧୂ ଦଳ ଜ଼ିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କୁ ଦାବି ପତ୍ର ପ୍ରଦାନ କରିଥିବାବେଳେ ଉଭୟ ପକ୍ଷଙ୍କୁ ଡାକି ସମାଧାନର ସୂତ୍ର ବାହାର କରିବାକୁ ପ୍ରତିଶ୍ରୁତି ଦେଇଥ‌ିବା ଜଣାପଡ଼ିଛି I ଏହି ଦାବି ପତ୍ର ପ୍ରଦାନ ସମୟରେ ଶୋଭାରାମ ପ୍ରଧାନ, ମହେନ୍ଦ୍ର ବାଘ, ପ୍ରଫୁଲ୍ଲ ମିର୍ଦ୍ଧା, ମଦଫୁଲ ମାଝୀ, ପରଦେଶୀ କିସାନ, ଵିଜୁ କିସାନ, ଅର୍ଜୁନ କିସାନ ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like