-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନକୁ ପ୍ରକୃତି ମିତ୍ର ପୁରସ୍କାର

06-Jun-2023



ବଲାଙ୍ଗିର(ପ୍ରେରଣା ଖବର )- ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ କନଫରେନ୍ସ ହଲ ଠାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନକୁ ପ୍ରକୃତି ମିତ୍ର ଆୱାର୍ଡରେ ସମ୍ମାନିତ କରିଥିଲେ । ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନର ସାଧାରଣ ସମ୍ପାଦକ ତଥା କରାଟେ କୋଚ ଅସୀମ କୁମାର ଭୋଇ ଜଙ୍ଗଲ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କ ଠାରୁ ଏହି ପ୍ରକୃତି ମିତ୍ର ଆୱର୍ଡ ଓ ୨୦ହଜାର ଟଙ୍କା ଅର୍ଥ ରାଶି ଗ୍ରହଣ କରିଛନ୍ତି । ଆଜି ବିଶ୍ୱ ପରିବେଶ ଦିବସ ଅବସରରେ ଭୁବନେଶ୍ୱର ଲୋକସେବା ଭବନ କନଫରେନ୍ସ ହଲ ଠାରେ ଏକ ଭବ୍ୟ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ରୁପେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଦ୍ୱାରା ଉଦ୍‌ଘାଟନ କରିଥିଲେ । ଅନ୍ୟ ଅତିଥିମାନଙ୍କ ମଧ୍ୟରେ ପ୍ରଦୀପ କୁମାର ଅମାତ ମାନ୍ୟବର ମନ୍ତ୍ରୀ ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ଓଡିଶା ସକାର, ସତ୍ୟବ୍ରତ ସାହୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଦେବୀଦତ୍ତ ବିଶ୍ୱାଲ ରାଜ୍ୟ ଜଙ୍ଗଲ ବାହିନୀ ମୁଖ୍ୟ ପ୍ରମୁଖ

ଯୋଗ ଦେଇଥିଲେ । ଏହି କରାଟେ ଅନୁଷ୍ଠାନ ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ଗଠନ କରିବା, ଝିଅମାନଙ୍କୁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଦେବା, ଜଳ ସଂରକ୍ଷଣ, ଜଙ୍ଗଲ ବଞ୍ଚାଅ ସଚେତନତା, ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା ତଥା ଅନେକ ସାମାଜିକ କାର୍ଯ୍ୟକ୍ରମ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନ କୁ ଓଡିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ସୁରକ୍ଷା ବିଭାଗ ଦ୍ୱାରା ଭୁବନେଶ୍ୱର ଠାରେ ପ୍ରକୃତି ମିତ୍ର ଆୱାର୍ଡ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like