-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପଖନମୁଣ୍ଡା ବିଦ୍ୟାଳୟ ପାଇଲା ପ୍ରକୃତି ମିତ୍ର ପୁରସ୍କାର

06-Jun-2023



କଣ୍ଟାବାଞ୍ଜୀ (ପ୍ରେରଣା ଖବର)
ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟରର ପଖନମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଚଳିତ ବର୍ଷ ଓଡ଼ିଶା ସରକାରଙ୍କ ଠାରୁ ପ୍ରକୃତି ମିତ୍ର ପୁରସ୍କାର ୨୦୨୩ ପାଇଛନ୍ତି।ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା ସରକାରଙ୍କ ତରଫରୁ ଜୁନମାସ ୫ତାରିଖ ବିଶ୍ବ ପରିବଶ ଦିବସ ଅବସରରେ ଲୋକସେବା କନଭେନସନ ହଲ ଭୁବନେଶ୍ୱର ଠାରେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଶ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ସମ୍ମାନିତ ଅତିଥି ଶ୍ରୀ ପ୍ରଦୀପ କୁମାର ଅମାତ, ମନ୍ତ୍ରୀ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କ କରକମଳରୁ  ଶ୍ରୀ ବିରଞ୍ଚି ନାରାୟଣ ଦାଶ ପ୍ରମାଣପତ୍ର ଓ କୋଡ଼ିଏ ହଜାର ଚେକ ଗ୍ରହଣ କରିଛନ୍ତି।ପ୍ରକାଶ ଥାଉକି ବିଦ୍ୟଳୟର ପ୍ରଧାନ ଶିକ୍ଷକ ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶ ବିଦ୍ୟଳୟରେ ବର୍ଷ ତମାମ ବିଭିନ୍ନ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ କରିବା ସହିତ ଛାତ୍ରଛାତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟାମାନଙ୍କୁ ନେଇ ବୃକ୍ଷ ରୋପଣ, ବନାଗ୍ନିରୋକିବା,ରକ୍ତ ଦାନ,ନିଶାଦ୍ରବ୍ୟସେବନ ନ କରିବା, ପ୍ଳାଷ୍ଟିକ ବ୍ୟବହାର ନକରିବା, ବାଲ୍ୟବିବାହ ନକରିବା, ଜୈବିକ ସାର ପ୍ରୟୋଗ କରିବା ଉପରେ ଅନେକ କାମ କରିଛନ୍ତି।ଏହା ପୂର୍ବରୁ ଶ୍ରୀ ଦାଶ ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଥିବା ସମୟରେ ମଧ୍ୟ ତାଙ୍କର ଏତାଦୃଶ କାର୍ଯ୍ୟକୁ ଦେଖି ୨୦୧୯ମସିହାରେ ସରକାରଙ୍କ ଠାରୁ ମାଝୀପଡା ବିଦ୍ୟାଳୟକୁ ପ୍ରକୃତିମିତ୍ର ପ୍ରଦାନ କରାଯାଇଥିଲା।ଚଳିତ ବର୍ଷ ପଖନମୁଣ୍ଡା ବିଦ୍ୟାଳୟପାଇଥିବାରୁ ବିଦ୍ୟଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ପରିଚାଳନା କମିଟିର ସଭ୍ୟ ସଭ୍ୟା,ଅଭିଭାବକ ତଥା ଗ୍ରାମବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।ଆଗାମୀ ଜୁଲାଇ ପ୍ରଥମ ସପ୍ତାହରେ ବନମହୋତ୍ସବ ପାଳନ ଅବସରରେ ସମସ୍ତ ବିଦ୍ୟଳୟରେ ବୃକ୍ଷ ରୋପଣ କରିବାକୁ ଶ୍ରୀ ଦାଶ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like