-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସତ୍ୟ ସୁନ୍ଦର ଭଞ୍ଜଙ୍କୁ ମିଳିଲା  ପ୍ରକୃତି ବନ୍ଧୁ ପୁରସ୍କାର

06-Jun-2023



ବଲାଙ୍ଗିର(ପ୍ରେରଣା ଖବର): ବିଶ୍ଵ ପରିବେଶ ଦିବସ ପାଳନ ଅବସରରେ ବଲାଙ୍ଗିର ଵିଜାଖମନ ମେଗା ନର୍ସରୀଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ପରିବେଶ ଦିବସରେ ବଲାଙ୍ଗିର ବ୍ଲକ ନିମନ୍ତେ ବରକାନି ଗ୍ରାମର ମୂଳବାସିନ୍ଦା ତଥା ପରିବେଶପ୍ରେମୀ, ସାମ୍ବାଦିକ ସତ୍ୟ ସୁନ୍ଦର ଭଞ୍ଜଙ୍କୁ ପରିବେଶ ସୁରକ୍ଷା ଓ ବନ୍ୟପ୍ରାଣୀ ସୁରକ୍ଷା, ପାରମ୍ପରିକ ଜଳାଶୟ ର ରକ୍ଷଣାବେକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ  ସମ୍ମାନଜନକ 'ପ୍ରକୃତି ବନ୍ଧୁ' ପୁରସ୍କାର ପ୍ରଦାନ କରାଯାଇଛି । ସେ ପୂର୍ବରୁ ପରିବେଶ ସୁରକ୍ଷା ପାଇଁ ମୟୁରଭଞ୍ଜରେ ଶିମିଳିପାଳଶ୍ରୀ ସମ୍ମାନ ସହ ବଲାଙ୍ଗିରରେ ବିଜୁ ପଟ୍ଟନାୟକ ଓ୍ବାଇଲଡ୍ ଲାଇଫ ପୂରସ୍କାର-୨୦୧୯, ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସମ୍ମାନୀତ ହେବା ସହ ସମ୍ବନ୍ଧିତ ହୋଇଛନ୍ତି । ଅନେକ ଥର ପ୍ଲାଷ୍ଟିକ ବର୍ଜନ, ଜୈବ ବିବିଧତା ଓ ମୃତ୍ତିକା ସଂରକ୍ଷଣ ଭଳି ବହୁ ବିଧ ପରିବେଶ ସଚେତନତା କାର୍ଯ୍ୟକ୍ରମ କରିଛନ୍ତି । ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅନୁମୋଦନ କ୍ରମେ ଶ୍ରୀ ଭଞଙ୍କୁ ପ୍ରକୃତି ବନ୍ଧୁ ଭାବେ ଚୟନ କରାଯାଇ ପୁରସ୍କୃତ କରାଯାଇଛି । ଜିଲ୍ଲା ପରିବେଶ ସମିତି ପକ୍ଷରୁ ବଲାଙ୍ଗୀର ସହର ସ୍ଥିତ ମେଗା ନର୍ସରୀଠାରେ ଅନୁଷ୍ଠିତ ବିଶ୍ଵ ପରିବେଶ ଦିବସରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲାର ଜିଲ୍ଲାପାଳ  ଚଞ୍ଚଳ ରାଣା, ଏସ୍.ପି ଖିଲାରୀ ଋଷିକେଶ ଦ୍ୟାନ୍ ଦେଓ , ବିଭାଗୀୟ ବନ ଅଧିକାରୀ ନୀତିଶ କୁମାର,  କେନ୍ଦୁଲିଫ୍ ଡିଏଫ୍ ଓ  ରଞ୍ଜିତ କୁମାର ମଲ୍ଲିକ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ପୁରସ୍କାର ସ୍ବରୂପ ଶ୍ରୀ ଭଞ୍ଜଙ୍କୁ ମାନପତ୍ର ,  ୧୦ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like