-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପଦ୍ମପୁରରେ ବିଶ୍ବ କଲ୍ୟାଣ ପାଇଁ ହନୁମାନ ଚାଳିଶା ପାଠ

06-Jun-2023



ପଦ୍ମପୁର (ସଂଜୀବ ପାଣିଗ୍ରାହୀ )
ପଦ୍ମପୁର ଭକ୍ତ ମଣ୍ଡଳୀ  ପକ୍ଷରୁ ବାଲେଶ୍ଵର ବାହାନାଗା ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ତଥା ଆହତ ହୋଇଥିବା ବ୍ୟକ୍ତିମାନଙ୍କ ଆଶୁ ଆରୋଗ୍ୟ କାମନା କରି ପଦ୍ମପୁର ସହର ଉପକଣ୍ଠସ୍ଥ କଚେରୀ ରୋଡ୍ ସ୍ଥିତ ହନୁମାନ ମନ୍ଦିରରେ ସାମୂହିକ ହନୁମାନ ଚାଳିଶା ପାଠ, ମହାମୃତ୍ୟୁଞ୍ଜୟ ମନ୍ତ୍ର ଓ ଯଜ୍ଞାନୁଷ୍ଠାନ ହୋଇଯାଇଛି । ପଣ୍ଡିତ ଆଶୁତୋଷ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ବିଜ୍ଞ ପଣ୍ଡିତ ଲୋକନାଥ ପଣ୍ଡା, ପଣ୍ଡିତ ହିମାଂଶୁ ଦାଶ, ଭବାନୀ ଶଙ୍କର ମହାପାତ୍ର ଓ ଅନ୍ଯାନ୍ୟ ପଣ୍ଡିତ ମାନଙ୍କ ସମେତ ମନ୍ଦିର ପୂଜକ ଦେବେନ୍ଦ୍ର ତ୍ରିପାଠୀ ପୂଜାର୍ଚନା କରିଥିଲେ । ଏହି ଅବସରରେ ଶ୍ରୀ   ପ୍ରଦୀପ ପଟ୍ଟନାୟକ ହନୁମାନ ଚାଳିଶା ପୁସ୍ତକ ବିତରଣ କରିଥିଲେ ।  ଏହି ଅବସରରେ ଜୟଦେବ ବେହେରା, ପ୍ରମୋଦ ପତି, ଚିତ୍ତରଞ୍ଜନ ପଣ୍ଡା, ସୁନୀଲ ଅଗ୍ରୱାଲ, ଗଣପତି ବଗର୍ତ୍ତୀ, ରବି ପ୍ରଧାନ, ମୋହନ ସରାଫ, କାଳିଆ ସାହୁ, ହରି ସାନବର୍ଷା, ଭୂପେଶ ସାହୁ, ଟିକେଶ୍ବର ବରିହା ସମେତ ସହରର ଅନେକ ଗନ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ରହି ସାମୁହିକ ହନୁମାନ ଚାଳିଶା ପାଠ କରିଥିଲେ । ପରିଶେଷରେ ପ୍ରସାଦ ବଣ୍ଟନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like