-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଚତୁର୍ଥ ଥର ପାଇଁ ଶାସ୍ତ୍ରୀ ନଗର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ମିଳିଲା ସର୍ବତ୍କୃଷ୍ଟ "ରାଜ୍ୟ କାୟାକଳ୍ପ କମାନଡେବୁଲ ପୁରସ୍କାର 

07-Jun-2023



ବଲାଙ୍ଗିର(ପ୍ରେରଣା ଖବର ):  ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଦ୍ୱାରା ସହର ର ଅନ୍ୟତମ ସାମାଜିକ ଅନୁଷ୍ଠାନ ନେସନାଲ ପିସ ୟୁନିସନ୍ ଦ୍ୱାରା ପରିଚାଳିତ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗରକୁ ଚଳିତ ବର୍ଷ ୨୦୨୩ ରାଜ୍ୟସରକାରଙ୍କ ସର୍ବତ୍କୃଷ୍ଟ କାୟାକଳ୍ପ କମାନଡେବୁଲ ପୁରସ୍କାର ଦ୍ୱାରା ସମ୍ମାନିତ କରାଯାଇଛି l

ଉକ୍ତ ପୁରସ୍କାର ଓଡିଶା ରାଜ୍ୟରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ନିୟୋଜିତ ଉତ୍କୃଷ୍ଟ ସ୍ୱାସ୍ଥ୍ୟ ସଂଗଠନ ଚିକିତ୍ସାଳୟର ସବିଶେଷ ଏକସହ କୋଡିଏ ଗୋଟି ଯାଞ୍ଚସୁଚି କୁ ନେଇ ରାଜ୍ୟର ଏକ ସ୍ୱତନ୍ତ୍ର ଦଳ ପରିଦର୍ଶନ କରନ୍ତି l ଏହି ଦଳ  ଚିକିତ୍ସାଳୟକୁ ଆସି ସ୍ୱାସ୍ଥ୍ୟ କେନ୍ଦ୍ର ର ସବିଶେଷ ଆକଳନ କରି ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇ ଉତ୍କୃଷ୍ଟ ସ୍ୱାସ୍ଥ୍ୟ ଅନୁଷ୍ଠାନ ଭାବେ ଘୋଷଣା କରନ୍ତି l ନିର୍ଧାରିତ ୧୨୦  ଯାଞ୍ଚ- ସୂଚୀ ମଧ୍ୟରେ ଚିକିତ୍ସାଳୟର ସବିଶେଷ ସ୍ୱଚ୍ଛତା,ପ୍ରତ୍ୟେକ ବିଭାଗ ଯଥା ସ୍ୱାସ୍ଥ୍ୟ ପରୀକ୍ଷା ଗାର, ଡ୍ରେସିଂ କକ୍ଷ, ଓ ପି ଡି କକ୍ଷ,ସ୍ୱାସ୍ଥ୍ୟ ବିଶେଷଜ୍ଞ୍ୟ କକ୍ଷ, ଔଷଧୀୟ ବଗିଚା ଓ ପରିବେଶ, ସ୍ୱାସ୍ଥ୍ୟ ସଂଗଠନର ସୁରକ୍ଷା ଓ ସୁନ୍ଦରତା ତଥା ଦାଇତ୍ୱରେ ଥିବା ବିଭିନ୍ନ କର୍ମଚାରୀଙ୍କ ଦକ୍ଷତା ଇତ୍ୟାଦି ଉପରେ ଏହି ପୁରସ୍କାରକୁ ନିଶ୍ଚିତ କରାଯାଇଥାଏ l
ଆଜି ବଲାଙ୍ଗିର ଜିଲ୍ଲାର ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅନୁଷ୍ଠାନର ସ୍ୱାସ୍ଥ୍ୟ ସେବିକା ଗଣ, ଜାତୀୟ ସ୍ୱାସ୍ଥ୍ୟ ମିଶନର ଉପ ପ୍ରଜେକ୍ଟ ମେନେଜର

ରାମାନୁଜ ପଣ୍ଡା ଏହି କାୟାକଳ୍ପ ପୁରସ୍କାର ଟ୍ରଫି ଓ ୫୦ ହଜାର ଅର୍ଥରାଶି ଜିଲ୍ଲାପାଳଙ୍କ ଠାରୁ ଗ୍ରହଣ କରିଛନ୍ତି l
ଲଗାତାର ଭାବେ ୪ବର୍ଷ ଧରି  ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ରାଜ୍ୟ ସରକାରଙ୍କ ଉପରୋକ୍ତ ଏହି କମାଣ୍ଡେବୁଲ କାୟାକଳ୍ପ ପୁରସ୍କାର ପାଉଥିବା ହେତୁରୁ ଅନୁଷ୍ଠାନ ର ନିର୍ଦ୍ଧେଶକ, ଚେୟାରମ୍ୟାନ ସତ୍ୟରଞ୍ଜନ ମିଶ୍ର ଓ ରବି ରଞ୍ଜନ ପୂଜାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନର ସମସ୍ତ ସ୍ୱାସ୍ଥ୍ୟ କର୍ମଚାରୀ ଓ ଚିକିତ୍ସକ ଓ ଜିଲ୍ଲାର ଜାତୀୟ ସ୍ୱାସ୍ଥ୍ୟ ମିଶନ ତଥା ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମୁଖ୍ୟ ଚିକିତ୍ସାଧିକାରୀ କୁବେର ମହନ୍ତ, ଅତିରିକ୍ତ ଜିଲ୍ଲା ଲୋକ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଦିବ୍ୟ କିଶୋର ପତି, ଡ଼ା ସୁଧା ବାର୍ଲା, ଜିଲ୍ଲା ପ୍ରଜେକ୍ଟ ମେନେଜର  ମୃତ୍ୟୁଞ୍ଜୟ ମୁଣ୍ଡ ଇତ୍ୟାଦିଙ୍କ ଅନବରତ ସବିଶେଷ ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଛନ୍ତି ll


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like