-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ଭୁବନେଶ୍ବର : ପ୍ରେରଣା ଇଣ୍ଟରନେସନାଲ ଗ୍ରୀନ ଆର୍ମି ପକ୍ଷରୁ ଯୁବ କାଉନସେଲର୍ ସମ୍ବର୍ଦ୍ଧିତ

07-Jun-2023



ଉଲୁଣ୍ଡା (ପ୍ରେରଣା ଖବର ): ବିଶ୍ବ ପରିବେଶ ଦିବସ ଅବସର ରେ ପ୍ରେରଣା ଇଣ୍ଟରନେସନାଲ ଗ୍ରୀନ ଆର୍ମି ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ବୃକ୍ଷପ୍ରେମୀ ସମାବେଶ ଓ ସମ୍ୱର୍ଦ୍ଧନା ଉତ୍ସବ ଜୟଦେବ ଭବନ ଭୁବନେଶ୍ୱର ଠାରେ ଅନୁଷ୍ଠିତ  ହୋଇଯାଇଅଛି। ଏହି ଅବସରରେ ଉଲୁଣ୍ଡା ବ୍ଲକ୍ ଅନ୍ତର୍ଗତ ମାଁ ଉମାଦେବୀ ଆଞ୍ଚଳିକ କଲେଜର  ଯୁବ ରେଡକ୍ରସ୍

କାଉନସିଲର ତଥା ଅଧ୍ୟାପକ ଉଦ୍ଧବ ପଧାନଙ୍କୁ ବୃକ୍ଷ ରୋପଣ ଓ ପରିବେଶ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟ ଅତିଥି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦାମୋଦର ରାଉତ ମାନପତ୍ର ପ୍ରଦାନ କରି ସମ୍ମାନିତ

କରିଥିଲେ।ଏହି ସମାବେଶରେ ଅନୁଷ୍ଠାନର କମାଣ୍ଡାଣ୍ଟ ଇନ୍ ଚିଫ ଡ଼ଃ ଦିଲ୍ଲୀପ ଶ୍ରୀଚନ୍ଦନଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ , ସମ୍ମାନିତ ଅତିଥି ଭାବେ ବିଶ୍ବବ୍ୟାଙ୍କର ପରାମର୍ଶଦାତା କୁମରବର ଦାସ, ମେଜର କଳ୍ପନା ଦାଶ, ଡ଼ଃ ପ୍ରକାଶ ଶ୍ରୀଚନ୍ଦନ, କିଶୋର ଦ୍ଵିବେଦୀ,ରୋଟାରିଆନ୍ ବିଶ୍ଵ ମୋହନ ପଟ୍ଟନାୟକ, ଅଧ୍ୟାପିକା ଅନୁପମା ଚମ୍ପତିରାୟ, ଜୟଶ୍ରୀ ମଲ୍ଲିକ‌ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like