-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲିକୁ ରାଜ୍ୟସ୍ତରୀୟ କାୟାକଳ୍ପ କମେଣ୍ଡେବଲ୍ ପୁରସ୍କାର

08-Jun-2023



ବଲାଙ୍ଗୀର ଜିଲ୍ଲା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲିକୁ ରାଜ୍ୟସ୍ତରୀୟ କାୟାକଳ୍ପ କମେଣ୍ଡେବଲ୍ ପୁରସ୍କାର ବଲାଙ୍ଗୀର  ଜିଲ୍ଲାପାଳ ଶ୍ରୀଯୁକ୍ତ ଚଞ୍ଚଳ ରାଣା ଙ୍କ ଦ୍ଵାରା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଙ୍କ ସଭା ଗୃହ ରେ ଅନୁଷ୍ଠିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ରେ ପ୍ରଦାନ କରାଯାଇଥିଲା। ଏହି ପୁରସ୍କାର ଟ୍ରଫି ଓ ପୁରସ୍କାର ରାଶିଟି ରାଜେନ୍ଦ୍ର ଯୁବକ ସଂଘ ର ପ୍ରୋଗ୍ରାମ କୋ ଅର୍ଡିନେଟର ଜାଗ୍ରତ ପାଣଗ୍ରାହୀ ଙ୍କ ସମେତ ଅତିରିତ୍କ କାର୍ଯ୍ୟ ନିର୍ବାହୀ ଅଧିକାରୀ ରାମାନୁଜ ପଣ୍ଡା ଗ୍ରହଣ କରିଥିଲେ। ରାଜେନ୍ଦ୍ର ଯୁବକ ସଂଘ ର ପରିଚାଳକ ରାଜେନ୍ଦ୍ର ପାଣଗ୍ରାହୀ ଏହି ଅବସର ରେ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ଷ୍ଟାଫ୍ ,ଜିଲ୍ଲା ସ୍ବାସ୍ଥ୍ୟ ସମିତି ଇତ୍ୟାଦି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାୟକଳ୍ପ ପୁରସ୍କାର ସ୍ବାସ୍ଥ୍ୟ କେନ୍ଦ୍ର ର ପରିଷ୍କାର ପରିଛନ୍ନତା , ଷ୍ଟାଫ୍ ଙ୍କ ବିଭିନ୍ନ କ୍ଷେତ୍ର ରେ ଦକ୍ଷତା ,ଉତ୍କୃଷ୍ଟ ଧରଣର ସ୍ବାସ୍ଥ୍ୟ ସେବା ,ଔଷଧୀୟ ବଗିଚା , ରୋଗୀଙ୍କ ଜାଣିବା ନିମନ୍ତେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ବାର୍ତ୍ତା , ମେଡିକାଲ ଆବର୍ଜନା ର ସୁପରିଚାଳନା ଇତ୍ୟାଦି କୁ ଆଖି ଆଗରେ ରଖି ରାଜ୍ୟ ସ୍ତରୀୟ ଗଠିତ ଏକ ସ୍ଵତନ୍ତ୍ର ଟିମ୍ ଦ୍ଵାରା ନିର୍ଦ୍ଧାରିତ କରାଯାଇଥାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026

You Might Also Like