-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବୋମା ବିସ୍ଫୋରଣରେ ଜଣେ ଗୁରୁତର, ମାନବିକତା ଦେଖାଇଲେ ବିଧାୟକ

08-Jun-2023



ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅନ୍ତର୍ଗତ ବିଲେଇସାଥି ଗାଁ ରେ ଜଣେ ବ୍ୟକ୍ତି ବୋମା ବିସ୍ଫୋରଣରେ ଗୁରୁତର ଆହତ ହୋଇ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଅପରାହ୍ନ ଚାରିଟା ସମୟରେ ଉକ୍ତ ଗ୍ରାମର ହେମସାଗର ସାହୁ (୩୫) ଶୌଚ କରିବା ପାଇଁ ନଦୀ ପୋଲ ପାଖକୁ ଯାଇଥିବା ବେଳେ ବ୍ୟାଗ୍ ଭିତରେ କୌଣସି ଏକ ପଦାର୍ଥ ପଡ଼ିଥିବା ଭାବି ହଟାଇବା ପାଇଁ ଚେଷ୍ଟା କରିଥିବା ବେଳେ ବିସ୍ଫୋରଣ ହୋଇଥିଲା। ବିସ୍ପୋରଣ ହେବା ପାଖରେ ଥିବା ଜଣେ ଛେଲି ଚରାଲୀ ସୁବାସ ସାହୁ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି। ଉକ୍ତ ଘଟଣା ଦେଖି ଗ୍ରାମବାସୀମାନେ ଦୌଡ଼ି ଆସି ଗୁରୁତର ଅବସ୍ଥାରେ ହେମସାଗର ସାହୁ କୁ ନେଇ ପାଟଣାଗଡ଼

ଉପଖଣ୍ଡ ଚିକିତ୍ସାଳୟରେ ଆଣି ଭର୍ତ୍ତି କରିଥିଲେ। ଉପଖଣ୍ଡ ଚିକିତ୍ସାଳୟରେ ପାଟଣାଗଡ଼ ଉପଜିଲ୍ଲାପାଳ ଡ଼ଃ ବିଜୟାନନ୍ଦ ସେଠୀ, ତହସିଲଦାର ଲକ୍ଷ୍ମଣ ମାଝୀ, ଥାନା ଏ,ଏସ ଆଇ ଡାକ୍ତରଖାନାରେ ପହଞ୍ଚି ଥିବା ବେଳେ ରେଡକ୍ରସ ତରଫରୁ ୩୦୦୦୦ ଟଙ୍କା ପ୍ରଦାନ କରାଯାଇଛି। ଉକ୍ତ ଘଟଣା ସମ୍ପର୍କରେ ଖବର ପାଇ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ମାନବିକତାର ପରିଚୟ ଦେଖାଇ ଚିକିତ୍ସା ପାଇଁ ଦଶ ହଜାର ଟଙ୍କା ପ୍ରଦାନ କରିଛନ୍ତି।ହେମସାଗର ସାହୁ ଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।ବିସ୍ପୋରଣ ହୋଇଥିବା ସ୍ଥାନରେ ପାଟଣାଗଡ଼ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।

 (ପୂର୍ଣ୍ଣ ଶଶୀ ଶେଖର ରାଓ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like