-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଓଡ଼ିଶାର ୫ଟି ସ୍ଥାନରେ ଇକୋ ରିଟ୍ରିଟ୍‌ ଆରମ୍ଭ

10-Dec-2020



(ପ୍ରେରଣା ଖବର) ଭୁବନେଶ୍ବର : କୋଣାର୍କ ସମେତ ୫ଟି ସ୍ଥାନରେ ଆରମ୍ଭ ହୋଇଛି ଇକୋ-ରିଟ୍ରିଟ ଉତ୍ସବ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ଏକକାଳୀନ ଏହାର ଶୁଭାରମ୍ଭ କରିଛନ୍ତି। ୨୦୨୦ ଇକୋ-ରିଟ୍ରିଟ ଦେଶର କୋଣ ଅନୁକୋଣରୁ ଆସୁଥିବା ପର୍ୟ୍ୟଟକଙ୍କୁ ଓଡ଼ିଶାର ମନୋରମ ପର୍ୟ୍ୟଟନସ୍ଥଳୀଗୁଡ଼ିକର ଭରପୁର ମଜା ଉଠାଇବାରେ ବେଶ ସହାୟକ ହେବ ବୋଲି ସେ କହିଛନ୍ତି। କେନ୍ଦ୍ର ପର୍ଯ୍ୟଟନମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ ବାର୍ତ୍ତା ଦେଇ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି। କେନ୍ଦ୍ର ପର୍ଯ୍ୟଟନମନ୍ତ୍ରୀ କହିଲେ ଯେ କୋଣାର୍କ ଓ କଚ୍ଚ ଉତ୍ସବ ବିଦେଶୀ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ବେଶ ସହାୟକ ହୋଇଛି। ରାଜ୍ୟର ୫ଟି ସ୍ଥାନରେ ଏହାର ଆୟୋଜନ କରୁଥିବାରୁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରି ସେ ଏହାର ସଫଳତା କାମନା କରିଛନ୍ତି। କୋଣାର୍କରେ ଗତବର୍ଷ ଆୟୋଜିତ ଇକୋ-ରିଟ୍ରିଟ ଉତ୍ସବର ସଫଳତାକୁ ଦେଖି ରାଜ୍ୟ ସରକାର ଚଳିତବର୍ଷ ଭିତରକନିକା,ଦାରିଙ୍ଗବାଡ଼ି,ହୀରାକୁଦ,ସାତକୋଶିଆଠାରେ ଏହାର ଶୁଭାରମ୍ଭ କରିଛନ୍ତି।କୋଣାର୍କଠାରେ ଆୟୋଜିତ ଇକୋ-ରିଟ୍ରିଟ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀରରଞ୍ଜନ ଦାଶ, କ୍ରୀଡ଼ା ଓ ଯୁବବ୍ୟାପାରମନ୍ତ୍ରୀ ତୁଷାରକାନ୍ତି ବେହେରା, ପୁରୀ ସଦର ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ମହାପାତ୍ର, ସାଂସଦ ଡ. ରାଜଶ୍ରୀ ମଲ୍ଲିକ୍, ପର୍ଯ୍ୟଟନ ସଚିବ ବିଶାଲ ଦେବ, ଅତିରିକ୍ତ ଜିଲାପାଳ ବିନୟଭୂଷଣ ଦାସ, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।ଭିତରକନିକାରେ ଆୟୋଜିତ ଉତ୍ସବରେ ପର୍ଯ୍ୟଟନମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକ ପ୍ରତାପ ଦେବ, ଶଶୀଭୂଷଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଦାରିଙ୍ଗବାଡ଼ିରେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ, ଉଦୟଗିରି ବିଧାୟକ ସାଲୁଜା ପ୍ରଧାନ, ପର୍ଯ୍ୟଟନ ନିର୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, କନ୍ଧମାଳ ଜିଲାପାଳ ଉପସ୍ଥିତ ଥିଲେ। ହୀରାକୁଦଠାରେ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ନାଉରୀ ନାଏକ, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଆରଡିସି ନିରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।ସାତକୋଶିଆଠାରେ ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଓ କଟକ ଜିଲାପାଳ ଭବାନୀଶଙ୍କର ଚଇନୀ ପ୍ରମୁଖ ଉପସ୍ଥିତ ଥିଲେ। ଚଳିତ ବର୍ଷ ୫ଟି ସ୍ଥାନରେ ବିଭିନ୍ନ ଶ୍ରେଣୀର ମୋଟ ୧୪୫ଟି କଟେଜର ବ୍ୟବସ୍ଥା କରାଯାଇଛି। ୨୮ ଫେବୃଆରୀ ପର୍ୟ୍ୟନ୍ତ ଏହା ଚାଲିବ ବୋଲି ଜଣାପଡିଛି।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like