-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||     

HOME   ଜିଲ୍ଲା

ଅଙ୍ଗନୱାଡ଼ି କେନ୍ଦ୍ର ଠାରୁ ସୋଲାର ପ୍ଲେଟ ଚୋରି - ପାଣି ସମସ୍ୟା ଭୋଗୁଛନ୍ତି ଲୋକେ ।

09-Jun-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ଅଙ୍ଗନୱାଡ଼ି କେନ୍ଦ୍ର ଠାରେ ଥିବା ସୋଲାର ନଳକୂପ ଠାରୁ ଦୁର୍ବୁତ ମାନେ ସୋଲାର ପ୍ଳେଟ ଚୋରି କରି ନେଇଥିବା ଜଣାଯାଇଛି। ଏଠାରେ ଦୁଇଟି ଅଙ୍ଗନୱାଡ଼ି କେନ୍ଦ୍ର ରହିଥିବା ବେଳେ ଉକ୍ତ କେନ୍ଦ୍ରର ଛାତ୍ରଛାତ୍ରୀ ମାନେ ପିଇବା ପାଣିର ସୁବିଧା ପାଇପାରୁ ଥିଲେ। ଗ୍ରାମର ଅଧିକାଂଶ ଜନସାଧାରଣ ଉକ୍ତ ସୋଲାର ନଳକୂପ ଉପରେ ନିର୍ଭର କରୁଥିବା ସ୍ଥାନୀୟ ଲୋକେ କହିଛନ୍ତି।‌ ଏଠାରେ ଲାଗିଥିବା ସୋଲାର ପ୍ଳେଟ ଚୋରି ହେବାରୁ ପାଣିର ଘୋର ସମସ୍ୟା ଦେଖାଦେଇଛି। ଲୋକଙ୍କ ପିଇବା ପାଣି ସମସ୍ୟା ପାଇଁ ଜିଲ୍ଲା ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଜନସାଧାରଣ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026

You Might Also Like