-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକରେ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

09-Jun-2023



କଣ୍ଟାବାଞ୍ଜି (ଆନନ୍ଦ ମୋଟେ ): ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟର ଅଧୀନସ୍ଥ ସରକାରୀ ଉଚ୍ଚ ବିଦ୍ୟାଳୟ ତୁରେକେଲାଠାରେ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ତୁରେକେଲା କ୍ଳଷ୍ଟରର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଭାରେ   ଫକୀର ଚରଣ ବିଶି, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଭାପତି ଓ ଜଳନ୍ଧର ମହାକୁଡ଼, ସରପଞ୍ଚ, ତୁରେକେଲା ପଞ୍ଚାୟତ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ।ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସଂପର୍କିତ ସଚେତନତା କାର୍ଯ୍ୟକ୍ରମ ଉପରେ ଅତିଥିମାନେ ମତବ୍ୟକ୍ତ କରିଥିଲେ।କରୋନା ଯୋଗୁଁ ଛାତ୍ରଛାତ୍ରୀମାନଙ୍କର  ଭାଷା ଓ ସଂଖ୍ୟାଜ୍ଞାନ ଉପରେ ସାଧାରଣ ଦକ୍ଷତା ହାସଲ କରିପାରିନାହାଁନ୍ତି ତେଣୁ ୨୦୨୬-୨୭ ସୁଦ୍ଧା ସେମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ସମସ୍ତେ ସଂକଳ୍ପବଦ୍ଧ ହେବାକୁ ଅନୁରୋଧ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ଶ୍ରୀମତୀ ଡାଳିମ୍ବ ମେହେର, ସୁଭଦ୍ରା ମେହେର,ଶିକ୍ଷକ ଦେବ ବଗର୍ତ୍ତୀ,ପ୍ରଫୁଲ୍ଲ ମାଝୀ, ବିମଳ ଧରୁଆ,ପୀତାମ୍ବର ଲୁହା, ସୁରୁମଣି ମେହେର, ଡମ୍ବରୁଧର ମେହେର, ହିମାଂଶୁ ଶେଖର ସାହୁ,ଗୋପାଳ ଧରୁଆଙ୍କ ସମେତ

କ୍ଳଷ୍ଟରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟା, ଜନପ୍ରତିନିଧି ଉପସ୍ଥିତ ଥିଲେ।ତଦନୁସାରେ ମାନ୍ଦଲା କ୍ଳଷ୍ଟରର ମାନ୍ଦଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଳଷ୍ଟର ସଂଯୋଜକ ଶ୍ରୀ ଧନସିଂ ମାଝୀଙ୍କ ତତ୍ତ୍ୱାବଧାନରେ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ମୁଖ୍ୟଅତିଥି ଭାବରେ ଶ୍ରୀ ସୂର୍ଯ୍ୟକାନ୍ତ ରଣା, ପ୍ରଧାନଶିକ୍ଷକ, ସାଲେପଡା ଉଚ୍ଚ ବିଦ୍ୟାଳୟ ଯୋଗ ଦେଇ ଭାଷା ଓ ସଂଖ୍ୟା ଜ୍ଞାନ ଉପରେ ଆଲୋକପାତ କରିଥିଲେ।ଏହି କାର୍ଯ୍ୟକ୍ରମରେ ରୋହିତାଶ୍ୱ ନାଗ, ଶ୍ରୀମତୀ ସ୍ୱର୍ଣ୍ଣପ୍ରଭା ଓତା, ଶ୍ରୀମତୀ ସୂର୍ଯ୍ୟମଣୀ ମହାନ୍ତି ତଥା ମାନ୍ଦଲା କ୍ଳଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like