-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲ୍ଲା ନାଗରିକ ବିକାସ ସଂଗଠନ ତରଫରୁ ଜିଲ୍ଲାପାଳ ଙ୍କୁ ଏକ ଦାବି ପତ୍ର ପ୍ରଦାନ l

09-Jun-2023



କଳାହାଣ୍ଡି(ତ୍ରିନାଥ ବେଶ୍ରା )

 ନାଗରିକ ବିକାଶ ସଂଗଠନ, କଳାହାଣ୍ଡି ଦୀର୍ଘ ୮ ବର୍ଷ ଧରି ଜିଲ୍ଲାରେ ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ନିମନ୍ତେ ଜନ ସଚେତନତା ମୂଳକ କାର୍ଯ୍ୟକ୍ରମ ମାନ କରିଆସୁଅଛୁ । ରାଜ୍ୟସ୍ତରୀୟ ଲୋକସଙ୍ଗଠନ ଓଡ଼ିଶା ଶ୍ରମଜୀବୀ ମଞ୍ଚ ଓ ମହିଳା ଶ୍ରମଜୀବୀ ମଞ୍ଚ ଓଡ଼ିଶା ପକ୍ଷରୁ ନିକଟରେ କରାଯାଇଥିବା ଫସଲ ସର୍ବେକ୍ଷଣ ଅନୁଯାୟୀ ଓଡ଼ିଶା ସରକାରଙ୍କ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ଅନ୍ତର୍ଗତ ରବି ଫସଲ ଚାଷୀଙ୍କ ଉପରେ ସକାରାତ୍ମକ ପ୍ରଭାବ ପକାଇଛି । ଓଡ଼ିଶାର ଗଜପତି,ବୌଦ୍ଧ,ନବରଙ୍ଗପୁର ଓ ଦେବଗଡ଼ ଜିଲ୍ଲାର ୧୩ ବ୍ଲକରେ ୪୦୦୩ ଜଣ ଚାଷୀଙ୍କୁ ନେଇ କରାଯାଇଥିବା ଏହି ସର୍ବେକ୍ଷଣରୁ ଜଣାପଡିଛି ଯେ, ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା , କେବଳ ସ୍ଥାୟୀ କୃଷି ପଦ୍ଧତିକୁ ପ୍ରୋତ୍ସାହିତ କରିନାହି ବରଂ ଚାଷୀଙ୍କ ଆୟ ବୃଦ୍ଧି ସହିତ ମାଟିର ଉର୍ବରତାକୁ ବଜାୟ ରଖୁଛି ଏବଂ ସେମାନଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଇବାରେ ମଧ୍ୟ ସାହାଯ୍ୟ କରୁଛି ।

ତେଣୁ ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲାରେ ୧୧ ଗୋଟି ବ୍ଲକରେ ଯେଉଁ ଚାଷୀ ମାନେ ଖରିଫ ଚାଷ କଲାପରେ ୨ୟ ଫସଲ କରୁ ନାହାନ୍ତି ସେହି ଭଳି ଚାଷୀ ମାନଙ୍କୁ ଚିହ୍ନଟ କରି ସେମାନେ କିପରି ରବି ଫସଲ କରିବେ ସେଥିପାଇଁ ସଂଗଠନର କର୍ମକର୍ତ୍ତା ମାନେ,ସଂଗଠନ ନେତା ମାନେ, ଜିଲ୍ଲାସ୍ତରୀୟ Advocacy କମିଟିର ସଦସ୍ୟ ସଦସ୍ୟା ମାନେ ଏବଂ ଚାଷୀ ମାନେ  ସମସ୍ତେ ୫ଦିନ ଧରି ଜିଲ୍ଲାସ୍ତରରେ ଥିବା ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ମିଟିଂ ମାଧ୍ୟମରେ ଆଲୋଚନା କରି ରବି ଫସଲ କରିବା ନିମନ୍ତେ  ଚାଷୀମାନେ ଠିକ ସମୟରେ ବିହନ ନ ପାଇବାର ସମସ୍ୟାର ସମାଧାନ ଏବଂ  ଚାଷ ପୋଖରୀ, ଖୋଲା କୂଅ ,ବଡ ବଡ ବନ୍ଧଗୁଡିକର ପୁନରୁଦ୍ଧାର, କେନାଲ ଗୁଡିକର ମରାମତି , ଉଠା ଜଳସେଚନ ପ୍ରକଳ୍ପ ଗୁଡିକୁ ମରାମତି ଓ ଚାଲୁ କରିବା , ନୂତନ ଚେକ ଡ୍ୟାମ ନିର୍ମାଣ, ଉଠା ଜଳସେଚନ ନିର୍ମାଣ ଓ ବ୍ୟକ୍ତିଗତ ବୋରୋୱେଲ ଗୁଡିକ ତୁରନ୍ତ ଯୋଗାଇ ଦେବା ନିମନ୍ତେ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ଯେପରି.  DDA, DHA ,PD DRDA PA ITDA ,DPM  EXECUTIVE ENGINEER of Irrigation ଅଧିକାରୀ ମାନଙ୍କ ସହିତ ଆଲୋଚନା କରଯାଇଥିଲା ।  ତେଣୁ ଆଜି ସଂଗଠନର ସଦସ୍ୟ ସଦସ୍ୟା ମାନେ ଜିଲ୍ଲାପାଳ ମହୋଦୟାଙ୍କୁ ଏକ ଦାବିପତ୍ର ପ୍ରଦାନ କରଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like