-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||     

HOME   ଜିଲ୍ଲା

ମୌଳିକ ସାକ୍ଷରତା ଓ ସଂଖ୍ୟଜ୍ଞାନ ଦକ୍ଷତା ଅର୍ଜନ କରିବାରେ ପିତାମାତାଙ୍କ ଭୂମିକା ଉପରେ ହୋଇଥିବା ଜନ ଭାଗିଦାରୀ କାର୍ଯକ୍ରମ

09-Jun-2023



ବଲାଙ୍ଗିର(ପ୍ରେରଣା ଖବର): ମୌଳିକ ସାକ୍ଷରତା ଓ ସଂଖ୍ୟଜ୍ଞାନ (F.L.N.) ଦକ୍ଷତା ଅର୍ଜନ କରିବାରେ ପିତାମାତା ଙ୍କ ଭୂମିକା ଉପରେ ହୋଇଥିବା "ଜନ ଭାଗିଦାରୀ କାର୍ଯକ୍ରମ" ଅବସରରେ ଆଜି ପ୍ରାକ୍ଟିସିଂ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଏକ ସଭା ଆୟୋଜିତ ହୋଇ ଥିଲା l  ସି.ଆର୍.ସି.ସି. ଗିରିଶରାମ ବେହେରାଙ୍କ ସଭାପତତ୍ବରେ ଅନୁଷ୍ଠିତ ଏହି ବୈଠକରେ ୱାର୍ଡ ନଂ -୮ ର କାଉନସିଲର ଶ୍ରୀମତୀ ନନ୍ଦିନୀ ପୋଡ, ସମ୍ମାନିତ ଅତିଥି, ସମଗ୍ର ଶିକ୍ଷା ଅଭିଯାନ, ବଲାଙ୍ଗୀର ତରଫରୁ Pedagogy ଡ଼ .ମଧୁମିତା ଦାଶ, ବଲାଙ୍ଗିର ଡି ଆଇ ଇ ଟି ପ୍ରିନ୍ସିପାଲ ଶ୍ରୀ  ଜ୍ଞାନେନ୍ଦ୍ର ମଲ୍ଲିକ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସଂଗୀତା ନାଗ ପ୍ରମୁଖ ଯୋଗଦାନ କରିଥିଲ l ଏଫ୍ ଏଲ୍ ଏନ୍ ର ସଫଳ ରୂପାୟନ ଓ ବିଦ୍ୟାଳୟ ସୁପରିଚାଳନାରେ ସହଯୋଗ, ଘରେ ପିଲା ମାନଙ୍କୁ କିପରି ପାଠ ପଢ଼ାରେ ସହଯୋଗ କରିବେ, 

ମାଁ ଓ ବାପା କରିପାରିବା କେତୋଟି କାର୍ଯ୍ୟକ୍ରମ ଉପରେ ବିଶେଷ ଆଲୋଚନା କରାଯାଇ ଥିଲା, ଏହି କାର୍ଯ୍ୟକ୍ରମ ଟି "G ୨୦ ଭାରତ ୨୦୨୩" ଭାରତ ସରକାରଙ୍କ ଦ୍ଵାରା ଅନୁମୋଦିତ ତଥା ଓଡ଼ିଶା ରାଜ୍ୟ ସରକାଙ୍କଠାରୁ ସ୍ଵୀକୃତିପ୍ରାପ୍ତ "ମୌଳିକ ସାକ୍ଷରତା ଓ ସଂଖ୍ୟଜ୍ଞାନ ସମ୍ପର୍କିତ ସଚେତନତା କାର୍ଯକ୍ରମ" ଉପରେ ଆଧାରିତ ଅଟେ l ସଭା ଶେଷରେ ଏଫ୍ ଏଲ୍ ଏନ୍ ସମ୍ପର୍କିତ ଏକ ଶପଥ ପାଠରେ ସମସ୍ତ ଅଭିଭାବକ ଓ ଶିକ୍ଷକ, ଶିକ୍ଷୟତ୍ରୀ ଅଂଶଗ୍ରହଣ କରିଥିଲେ l ଶିକ୍ଷୟତ୍ରୀ ଯମୁନାବାଳା ମକ୍ଲିକ, ରଞ୍ଜିତା ବରିହା ଓ ସୁରମା ବହିଦାର ମ୍ୟାଡାମ ଉପସ୍ଥିତ ରହି କାର୍ଯକ୍ରମରେ ସହଯୋଗ କରିଥିଲେ l ଶେଷରେ ଶ୍ରୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026

You Might Also Like