-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||     

HOME   ଜିଲ୍ଲା

ଆଦିବାସୀ ଉର୍ନ୍ନୟନ ସମବାୟ ନିଗମ ପକ୍ଷରୁ ଶାଳ ମଞ୍ଜି ସଂଗ୍ରହ I

09-Jun-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
 ରାଜ୍ୟ ଆଦିବାସୀ ଉର୍ନ୍ନୟନ ସମବାୟ ନିଗମ  ପକ୍ଷରୁ ଆଜି ସମ୍ବଲପୁର ଜ଼ିଲ୍ଲାରେ ଶାଳ ମଞ୍ଜି ସଂଗ୍ରହ ଆରମ୍ଭ ହୋଇଛି I  I ଆଦିବାସୀ ଉର୍ନ୍ନୟନ ସମବାୟ ନିଗମ ସମ୍ବଲପୁର ଶାଖା ପରିଚାଳକ ରମାକାନ୍ତ ଜେନା, ପଣ୍ୟIଗାର ନିଗମ ପରିଚାଳକ ସୁରେଶ କୁମାର ମହାନ୍ତି ଅତିଥି ଭାବେ ଯୋଗଦାନ କରି ଶାଳ ମଞ୍ଜି କିଣାର ଶୁଭାରମ୍ଭ କରିଥିଲେ I
ଜ଼ିଲ୍ଲା ପ୍ରଶାସନ ଦ୍ୱାରା ଅନୁମୋଦିତ ୬୮ ଗୋଟି ସ୍ୱୟଂ ସହାୟକ ଗୋଷ୍ଠୀ ଜରିଆରେ ଏହି ଶାଳ ମଞ୍ଜି କିଣାଯାଇ ଧନକଉଡା ବ୍ଲକ କଳାମାଟି ପଞ୍ଚାୟତରେ ଥିବା କେନ୍ଦୀୟ ପଣ୍ୟIଗାର ନିଗମ ଠାରେ ମହଜୁଦ ରଖାଯାଉଛି I ଏହି ଅବସରରେ କ୍ଷେତ୍ର ନିରିକ୍ଷକ ବାୟା ମାରାଣ୍ଡି, ଅଜୟ କୁମାର ସାହୁ, ପ୍ରୀତି ରଞ୍ଜନ ପତି ପ୍ରମୁଖ ଉପସ୍ଥିତ ଥିଲେ I ରାଜ୍ୟ ସରକାରଙ୍କ ଆଦିବାସୀ ଉର୍ଣ୍ଣୟନ ବିଭାଗ ଦ୍ୱାରା ଏହି ଶାଳ ମଞ୍ଜି ସ୍ୱୟଂ ସହାୟିକା ଗୋଷ୍ଠୀ ସହିତ ବନ ସୁରକ୍ଷା ସମିତି, ବନ୍ଧନ ସ୍ୱୟଂ ସହାୟିକା ଗୋଷ୍ଠୀ ଏବଂ ପ୍ରଡୁସର କମ୍ପାନୀ ଜରିଆରେ କିଣା ହେଉଛି I ସରକାରୀ ଦର ଧାର୍ଯ୍ୟ କୁଣ୍ଟାଲ ପ୍ରତି ୨ ହଜାର ଟଙ୍କା ରହିଥିବା ବେଳେ    କମିଶନ, ଭଡା, ବସ୍ତା ବାବଦକୁ ଟଙ୍କା ସିଧାସଳଖ ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ୭ ଦିନ ମଧ୍ୟରେ ପଠାଇଦିଆଯାଉଥିବା ଶାଖା ପରିଚାଳକ ଶ୍ରୀ ଜେନା ପ୍ରକାଶ କରିଛନ୍ତି I ଆଜି ଜ଼ିଲ୍ଲାର କୁଚିଣ୍ଡା, ଜମନକିରା, ରେଢ଼ାଖୋଲ, ଯୁଯୋମୁରା ଏବଂ ବାମରା ବ୍ଲକରୁ ୧୫ ଗୋଟି ସ୍ୱୟଂ ସହାୟକ ଗୋଷ୍ଠୀ ଶାଳ ମଞ୍ଜି ବିକ୍ରୟ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026
  ଜିଲ୍ଲା  
ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   18-Mar-2026
  ଜିଲ୍ଲା  
ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ   18-Mar-2026

You Might Also Like