-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||     

HOME   ଜିଲ୍ଲା

ମୌଳିକ ସାକ୍ଷରତା ଓ ସଂଖ୍ୟଜ୍ଞାନ ଦକ୍ଷତା ଅର୍ଜନ କରିବାରେ ପିତାମାତାଙ୍କ ଭୂମିକା ଉପରେ ହୋଇଥିବା ଜନ ଭାଗିଦାରୀ କାର୍ଯକ୍ରମ

09-Jun-2023



ବଲାଙ୍ଗିର(ପ୍ରେରଣା ଖବର): ମୌଳିକ ସାକ୍ଷରତା ଓ ସଂଖ୍ୟଜ୍ଞାନ (F.L.N.) ଦକ୍ଷତା ଅର୍ଜନ କରିବାରେ ପିତାମାତା ଙ୍କ ଭୂମିକା ଉପରେ ହୋଇଥିବା "ଜନ ଭାଗିଦାରୀ କାର୍ଯକ୍ରମ" ଅବସରରେ ଆଜି ପ୍ରାକ୍ଟିସିଂ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଏକ ସଭା ଆୟୋଜିତ ହୋଇ ଥିଲା l  ସି.ଆର୍.ସି.ସି. ଗିରିଶରାମ ବେହେରାଙ୍କ ସଭାପତତ୍ବରେ ଅନୁଷ୍ଠିତ ଏହି ବୈଠକରେ ୱାର୍ଡ ନଂ -୮ ର କାଉନସିଲର ଶ୍ରୀମତୀ ନନ୍ଦିନୀ ପୋଡ, ସମ୍ମାନିତ ଅତିଥି, ସମଗ୍ର ଶିକ୍ଷା ଅଭିଯାନ, ବଲାଙ୍ଗୀର

ତରଫରୁ Pedagogy ଡ଼ .ମଧୁମିତା ଦାଶ, ବଲାଙ୍ଗିର ଡି ଆଇ ଇ ଟି ପ୍ରିନ୍ସିପାଲ ଶ୍ରୀ  ଜ୍ଞାନେନ୍ଦ୍ର ମଲ୍ଲିକ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସଂଗୀତା ନାଗ ପ୍ରମୁଖ ଯୋଗଦାନ କରିଥିଲ l ଏଫ୍ ଏଲ୍ ଏନ୍ ର ସଫଳ ରୂପାୟନ ଓ ବିଦ୍ୟାଳୟ ସୁପରିଚାଳନାରେ ସହଯୋଗ, ଘରେ ପିଲା ମାନଙ୍କୁ କିପରି ପାଠ ପଢ଼ାରେ ସହଯୋଗ କରିବେ, 

ମାଁ ଓ ବାପା କରିପାରିବା କେତୋଟି କାର୍ଯ୍ୟକ୍ରମ ଉପରେ ବିଶେଷ ଆଲୋଚନା କରାଯାଇ ଥିଲା, ଏହି କାର୍ଯ୍ୟକ୍ରମ ଟି "G ୨୦ ଭାରତ ୨୦୨୩" ଭାରତ ସରକାରଙ୍କ ଦ୍ଵାରା ଅନୁମୋଦିତ

ତଥା ଓଡ଼ିଶା ରାଜ୍ୟ ସରକାଙ୍କଠାରୁ ସ୍ଵୀକୃତିପ୍ରାପ୍ତ "ମୌଳିକ ସାକ୍ଷରତା ଓ ସଂଖ୍ୟଜ୍ଞାନ ସମ୍ପର୍କିତ ସଚେତନତା କାର୍ଯକ୍ରମ" ଉପରେ ଆଧାରିତ ଅଟେ l ସଭା ଶେଷରେ ଏଫ୍ ଏଲ୍ ଏନ୍ ସମ୍ପର୍କିତ ଏକ ଶପଥ ପାଠରେ ସମସ୍ତ ଅଭିଭାବକ ଓ ଶିକ୍ଷକ, ଶିକ୍ଷୟତ୍ରୀ ଅଂଶଗ୍ରହଣ କରିଥିଲେ l ଶିକ୍ଷୟତ୍ରୀ ଯମୁନାବାଳା ମକ୍ଲିକ, ରଞ୍ଜିତା ବରିହା ଓ ସୁରମା ବହିଦାର ମ୍ୟାଡାମ ଉପସ୍ଥିତ ରହି କାର୍ଯକ୍ରମରେ ସହଯୋଗ କରିଥିଲେ l ଶେଷରେ ଶ୍ରୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026

You Might Also Like