-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

କୋଶଳ ମୁକ୍ତି ମୋର୍ଚ୍ଚା ଓ କୋଶଳ ସେନା ର  ବୈଠକ

09-Jun-2023



ବେଲପଡ଼ା (ପୁର୍ଣ୍ଣ ଶଶୀ ଶେଖର ରାଓ)   ଆଜି ବଲାଙ୍ଗିର ଜିଲ୍ଲା ବେଲପଡ଼ା ପଞ୍ଚାୟତ ଅଫିସ୍ ଗୃହରେ କୋଶଲ ରାଏଜ୍ ମୁକ୍ତି ମୋର୍ଚା ଆଉ କୋଶଲ୍ ସେନା ମଧ୍ୟରେ କୋଶଲ ଆନ୍ଦୋଳନର ଆଗାମୀ ରଣନୀତି ଉପରେ ଗୋଟିଏ ବିରାଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଝାରସୁଗୁଡ଼ାରୁ ପାଟନାଗଡ଼କୁ ଆସିଥିବା ସମସ୍ତ ସଂଗ୍ରାମୀ ମାନଙ୍କୁ ଫୁଳମାଳ ଦେଇ ଜଏ କୋଶଲ୍ ନାରା ରେ ସୁସ୍ୱାଗତ୍ କରାଯାଇଥିଲା l ଝାରସୁଗୁଡ଼ା ରୁ ଆସିଥିବା କୋଶଲ୍ ସଂଗ୍ରାମି ଜ୍ଞାନେନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ବୈଠକକୁ ଆରମ୍ଭ କରିବା ପୂର୍ବରୁ ମୃତ କୋଶଲ ସଂଗ୍ରାମୀ ଶାନ୍ତନୁ ରଣା ଏବଂ ବାଲେଶ୍ଵର ବାହାନଗା ରେଲ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପାଇଁ ଦୁଇ 

ମିନିଟ୍ ନୀରବ  ପ୍ରାର୍ଥନା କରାଯାଇଥିଲା ।ବୈଠକକୁ କୋଶଲ ସଂଗ୍ରାମି କେ. ଏମ.ଏମ ର ସାଧାରଣ ସମ୍ପାଦକ ଜନାର୍ଦ୍ଦନ ସିଂ ପରିଚାଳନା କରିଥିଲେ । ବୈଠକରେ ଆଗାମୀ ଦିନରେ କୋଶଲ ଉଲଗୁଲାନକୁ ଗୋଟିଏ ବିରାଟ ଏବଂ ଭୟଙ୍କର

ଆନ୍ଦୋଳନ ରୂପେ ଠିଆ କରିବା ପାଇଁ ଚର୍ଚା ଏବଂ ନିଷ୍ପତ୍ତି ନିଆଗଲା  । ବୈଠକକୁ କୋଶଲ ସେନା ଝାରସୁଗୁଡ଼ା ଜିଲ୍ଲା ରୁ ଗଣେଶ ମଟାରି, ଆକାଶ କଲେତ, କୁବେତ ମେହେର୍, ଜୋଗେଶ ଅଗ୍ରୱାଲ, ଧରଣୀ ଓ   ବରଗଡ଼ ଜିଲ୍ଲା ରୁ ଅଶୋକ ଛତର ଅତିଥି ଭାବେ ଯୋଗ ଦେଇଥିଲେ ଏବଂ କୋଶଲ ରାଏଜ ମୁକ୍ତି ମୋର୍ଚା ବଲାଙ୍ଗିର ଜିଲ୍ଲା ରୁ ସିପୁନ୍ ଖମାରୀ, ରବିନ୍ଦ୍ର ଥାପା, ସଚି ମେହେର୍, ବିଜୁ ସିଂ, ରାଜୁ ବାରିକ, ଯୁଗଳ ମେହେର୍, ଆନନ୍ଦ ନିଆଲ, ସୁନୀଲ ବାଗ, ଯୋଗେଶ୍ଵର ରାଉତ, ଖିରେନ୍ଦ୍ର ନିଆଲ, ପିଣ୍ଟୁ ବୁଡେକ, କାଶୀନାଥ ମେହେର୍ ଏବଂ ରାମ ପଧାନ ଯୋଗ ଦେଇଥିଲେ ।ଶେଷରେ ଜିତୁ ନାଏକ ଧନ୍ଯବାଦ୍ ଅର୍ପଣ କରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like