-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||     

HOME   ଜିଲ୍ଲା

ଶାନ୍ତିପ୍ରିୟ ବଲାଙ୍ଗିର ସହର ରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଦାବି , ବଲାଙ୍ଗିର ଏସ୍ ପି ଙ୍କୁ ନିବେଦନ କଲା ବଲାଙ୍ଗିର ସ୍ଵେଚ୍ଛାସେବୀ ସଂଗଠନ

09-Jun-2023



ବଲାଙ୍ଗିର (ପ୍ରେରଣା ଖବର ): ଶାନ୍ତିପ୍ରିୟ ବଲାଙ୍ଗିର ସହରରେ କିଛି ଦିନ ଶାନ୍ତି ବଜାୟ ରହିବା ପରେ ଏବେ ପୁଣି ଦୈନନ୍ଦିନ ଚୋରି, ଡକାୟତି, ଲୁଟ, ରାହାଯାନୀ, ମାଡପିଟ, ହତ୍ୟା ଭଳି ଘଟଣା ଘଟି ଚାଲୁଥିବା ବେଳେ ଏଥିରେ ପୋଲିସ ପ୍ରଶାସନ ରୋକ ଲଗାଇ ପାରୁନାହିଁ। ଶାନ୍ତିପ୍ରିୟ ସହରରେ ଏବେ ପୁଣି କଥା କଥାକେ ଖଣ୍ଡା ତଲଓ୍ଵାର ଆଦି ଅସ୍ତ୍ରଶସ୍ତ୍ର ବିଚ ରାସ୍ତାରେ ବୁଲୁଛି। ଘରେ ପଶି ଚୋର ଡକାୟତ ମାନେ କଳାକନା ବୁଲାଉଛନ୍ତି। ଗାଡି ଚୋରି ଗାଡି ପୋଡି ଘଟଣାମାନ ଏବେ ଦୈନନ୍ଦିନ ଘଟିବାରେ ଲାଗିଲାଣି।

ବେନିୟମ ନିଶା କାରବାର ବୃଦ୍ଧି ଯୋଗୁଁ ସାରା ସହର ଏବେ ନିଶା କବଳରେ ରହିଥିବା ବେଳେ ପୋଲିସ ପ୍ରଶାସନ ଯେତେ ଚେଷ୍ଟା କଲେ ବି ଏଥିରେ ରୋକ ଲଗାଇବାରେ ଅକ୍ଷମ ହୋଇ ପଡିଛି। ମୂଖ୍ୟତଃ ଯୁବସମାଜ ଏବେ ନିଶା କବଳରେ। ନିଶାଡିଙ୍କ ଦୌରାତ୍ମ ଯୋଗୁଁ ମହିଳା ତଥା ବଲାଙ୍ଗିର ଜନ ସାଧାରଣ ଏବେ ମୁଖ୍ୟ ରାସ୍ତାଘାଟରେ ବି ନିଜକୁ ସୁରକ୍ଷିତ ମଣି ପାରୁନାହାନ୍ତି।
ଏହାକୁ ଦୃଷ୍ଟିରେ ରଖି ବଲାଙ୍ଗିର ସହରରେ ଶାନ୍ତି, ଶୃଙ୍ଖଳା, ଅପରାଧମୁକ୍ତ, ନିଶାମୁକ୍ତ ଏବଂ ଶୈକ୍ଷିକ ବାତାବରଣ ସୃଷ୍ଟି ନିମନ୍ତେ ଆଜି ବଲାଙ୍ଗିର ସ୍ବେଛାସେବୀ ସଂଗଠନ ଦ୍ୱାରା ବଲାଙ୍ଗିର ଜିଲ୍ଲାର ନୂତନ ଆରକ୍ଷୀ ଅଧିକ୍ଷକ ଭାବେ ଯୋଗ ଦେଇଥିବା ଶ୍ରୀ ଋଷିକେଶ ଖିଲାରୀ (ଆଇପିଏସ୍)ଙ୍କୁ ସାକ୍ଷାତ କରି ବିଭିନ୍ନ ଦାବି ଉପସ୍ଥାପନ କରାଯିବା ସହିତ ଆଲୋଚନା

କରାଯାଇଥିଲା। ବଲାଙ୍ଗିର ଆରକ୍ଷୀ ଅଧିକ୍ଷକଙ୍କୁ ବଲାଙ୍ଗିର ସହରରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଆତୁର ନିବେଦନ କରି ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଏକ ୭ ଦଫା ଦାବିପତ୍ର ପ୍ରଦାନ କରିଥିଲା।
ଏହି ସାକ୍ଷାତକାର ସମୟରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସନ୍ତୋଷ ପଟ୍ଟନାୟକ, ଗୋବିନ୍ଦ ଚନ୍ଦ୍ର ଶତପଥୀ, ରବୀନ୍ଦ୍ର ପ୍ରଧାନ, ରାଜେନ୍ଦ୍ର ପ୍ରସାଦ ସେଠ, ସନ୍ଦୀପ ବାଗ, ଉତ୍ତମ ନନ୍ଦ, ଧନଞ୍ଜୟ ପାଣିଗ୍ରାହୀ, ସୁରେନ୍ଦ୍ର ସେଠ, ରାମ ଦାଶ, ଆଦିକାନ୍ତ କୁମ୍ଭାର, ରୂପକ ପ୍ରଧାନ, ରମେଶ ଭୋଇ, ସୁମିତ ମିଶ୍ର, ଶ୍ୱେତା ସାହୁ ଓ ଅନିତା ମିଶ୍ର ପ୍ରମୁଖ ସଦସ୍ୟ/ସଦସ୍ୟା ଉପସ୍ଥିତ ରହି ଆଲୋଚନାରେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026

You Might Also Like