-+91-9937148622 |

prerana_bgr@rediffmail.com |

  Tuesday 17th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||      ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   (16-Mar-2026)       ||     

HOME   ଜିଲ୍ଲା

ସ୍ମୃତିରେ ସ୍ମୃତିରେ ମନୋରଞ୍ଜନ ସାହିତ୍ୟ କାର୍ଯ୍ୟକ୍ରମ 

09-Jun-2023



ବଲାଙ୍ଗିର (ପ୍ରେରଣା ଖବର ): ଢେଙ୍କାନାଳ ଜିଲ୍ଲାର ଜଣେ ପ୍ରମୁଖ ଲେଖକ ପଣ୍ଡିତ କବି ମନୋରଂଜନ ନନ୍ଦଙ୍କ ପଞ୍ଚମ ମାସିକ ଶ୍ରାଦ୍ଧ ସ୍ମୃତି ସଭା ବଲାଙ୍ଗୀର ର ତହଁକ କୁଟୁମ୍ ତରଫରୁ  ଅମଲା ଭବନ ଠାରେ ଆୟୋଜିତ ହୋଇଯାଇଛି।

ଟିକିକାଇଁଚ ର  ସଂପାଦକ   ଗୋପୀନାଥ ଦଣ୍ଡସେନାଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ପଞ୍ଚମ ମାସିକ ଶ୍ରାଦ୍ଧ ସ୍ମୃତି ସଭାରେ ଲୋକ ସଂସ୍କୃତିର ଗବେଷକ ନିମାଇଁଚରଣ ପାଣିଗ୍ରାହୀ,ମୁଖ୍ଯ ଅତିଥି,ସାମ୍ବାଦିକ ସନ୍ଦୀପ କୁମାର କୁଅଁର, ସମ୍ମାନୀତ ଅତିଥି ଓ କବି ରାଜୀବ ଲୋଚନ ଆଚାର୍ଯ୍ଯ ମୁଖ୍ଯ ବକ୍ତା ଭାବରେ ଯୋଗଦେଇ  ପଣ୍ଡିତ କବି ମନୋରଂଜନ ନନ୍ଦଙ୍କ ସାରସ୍ବତ ସାଧନା ସଂପର୍କରେ ଆଲୋକପାତ କରିଥିଲେ।ପ୍ରାରମ୍ଭରେ ପଣ୍ଡିତ କବି ସ୍ବର୍ଗତ ନନ୍ଦଙ୍କ ସୁପୁତ୍ର ଇଂ  ମାନସ କୁମାର ନନ୍ଦ   ସୂଚନା ଦେଇଥିବା ବେଳେ ଏହି ଅବସରରେ ପଣ୍ଡିତ କବି ମନୋରଂଜନ ନନ୍ଦଙ୍କ ସ୍ମୃତିରେ ଅମ୍ଳାନ    ପ୍ରତିଭା  କୁ  ଉନ୍ମୋଚନ କରାଯାଇଥିଲା। ଏହି ଅବସରରେ ଏକ କବିତା ଆସର ଅନୁଷ୍ଠିତ ହୋଇଥିଲା କବି ହୃଷୀକେଶ ପୁରୋହିତ, ପ୍ରଭାସିନି ଭୋଇ, ମଦନମୋହନ ରଥ, ନନ୍ଦିନୀ ସାହୁ, କବିତା ମିଶ୍ର, ରତ୍ନମୟ ତ୍ରିପାଠୀ, ନିକିତା ସା, ସବିତା ମିଶ୍ର ଦାନୀ ସ୍ଵରଚିତ କବିତା ପାଠ କରିଥିଲେ ।ତହଁକ ର ସଂପାଦକ ରାଜେଶ ଦଣ୍ଡସେନା  ସ୍ବାଗତ ଭାଷଣ ଦେଇଥିବାବେଳେ  ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   17-Mar-2026
  ଜିଲ୍ଲା  
ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   17-Mar-2026
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   17-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan   16-Mar-2026
  ଜିଲ୍ଲା  
ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ   16-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   16-Mar-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   16-Mar-2026
  ଜିଲ୍ଲା  
ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   16-Mar-2026

You Might Also Like