-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଷୋହଳ ପ୍ରହର ନାମ ଯଜ୍ଞ ରେ ଯୋଗଦାନ କଲେ ବିଧାୟକ

09-Jun-2023



ବେଲପଡ଼ା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ସରମୁହାଣ ପଞ୍ଚାୟତ ବୁଢାଭଟା ଗାଆଁ ରେ ଚାଲିଥିବା ଷୋହଳ ପ୍ରହର ନାମଯଜ୍ଞ ରେ ଆଜି ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗଦେଇଥିବା ଜଣାପଡିଛି। ସୂଚନା ଯୋଗ୍ୟ ଯେ ତା,୭/୬/୨୩ ରୁ ଆରମ୍ଭ ହୋଇ ୧୦/୦୬/୨୩ ପର୍ଯ୍ୟନ୍ତ ଚାଲିଥିବା ଷୋହଳ ପ୍ରହର ନାମ

ଯଜ୍ଞରେ ୭ ଗୋଟି କିର୍ତନ ଦଳ ଅଂଶଗ୍ରହଣ କରିଥିବା ବେଳେ କଲାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼ ଜିଲ୍ଲାର ସୁନାମଧନ୍ୟ କିର୍ତନ୍ୟ  ପାର୍ଟି ଆସିଛନ୍ତି। ଏହି ଅବସରରେ ଆଜି ଦର୍ଶନ ପାଇଁ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗଦେଇ ଥିଲେ। ତାଙ୍କ ସହିତ ବେଲପଡା ବ୍ଳକ ପ୍ରତିନିଧି କୁମୁଦ ମହାଖୁଡ (ବାପି), ଜିଲ୍ଲା ପରିଷଦ ଜୟ ଧରୁଆ, ସରମୁହାଣ ସରପଞ୍ଚ ନୀରମା ନାଗ ଓ ତାଙ୍କ ସ୍ବାମୀ ଗୋକୁଳ ନାଗ, ରବିନ୍ଦ୍ର ମେହେର,ମୁନା ମେହେର,ବାଗଦୋର

ସରପଞ୍ଚ ପ୍ରଦୀପ କୁମାର ବେହେରା, ମୂରଲୀ ମେହେର ପ୍ରମୁଖ ଉପସ୍ଥିତ ଥିଲେ। ବିଧାୟକ ଙ୍କ ଏପରି ମନୋଭାବ ଯୋଗୁଁ ତାଙ୍କୁ ଲୋକ ଅନେକ ପ୍ରଶଂସା କରୁଛନ୍ତି। ଏପରିକି ଅଞ୍ଚଳର ଅନେକ ମେଳା , ପ୍ରହରୀ,ବିବାହ ଉତ୍ସବ, କ୍ରିକେଟ ଟୁର୍ଣ୍ଣାମେଣ୍ଟ, ଫୁଟବଲ ଟୁର୍ଣ୍ଣାମେଣ୍ଟ ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗଦାନ କରି ଲୋକଙ୍କ ପ୍ରିୟ ଭାଜନ ହେଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like