-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ (ଆଜି ସିଦ୍ଧିକ୍ଷା ଓ ବାଦୀ ବ୍ରଦରସ ମଧ୍ୟରେ ଫାଇନାଲ) 

10-Jun-2023



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶୁକ୍ରବାର ଅନୁଷ୍ଟିତ ତୃତୀୟ କ୍ୱାଲିଫାୟାର ମ୍ୟାଚରେ ତ୍ରିରଙ୍ଗା ୟୁଥ କ୍ଳବକୁ ହରାଇ ବାଦୀ ବ୍ରଦରସ ଫାଇନାଲକୁ ପ୍ରବେଶ କରିଛି । ଟଚ ଜିଣି ତ୍ରିରଙ୍ଗା ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ସମସ୍ତ ୱିକେଟ ହରାଇ ୭୪ରନ କରିଥିଲା ତାର ଜବାବରେ ବାଦୀ ବ୍ରଦରସ ୪ୱିକେଟ ହରାଇ ୮.୫ ଓଭରରେ ୭୮ରନ କରି ବିଜୟୀ ହୋଇଥିଲା । ମ୍ୟାଚକୁ ପ୍ରଦୀପ ମହାଲିଙ୍ଗ ଓ ସବ୍ୟସାଚୀ ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ  ଓ ମ୍ୟାଚର ଧରାବିବରଣୀ ଗୋପାଳ ରଣା ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ଟ୍ରେଜେରୀ ଅଫିସର ଅରୁଣ କୁମାର ମେହେର,ସମ୍ମାନିତ ଅତିଥି ଭାବେ ବିଶିଷ୍ଟ କ୍ରୀଡାବିତ ବିଜୟ କୁମାର ମହାକୁର, କନିଷ୍ଠ ଯନ୍ତ୍ରୀ ବିବେକାନନ୍ଦ ପାତ୍ର,ମହମ୍ବଦ ସଦାମ,କୁଚିଣ୍ଡା କଲେଜ ଇଂରାଜୀ ଅଧ୍ୟାପକ ରାଜେଶ କୁମାର ପଣ୍ଡା,ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଓଡ଼ିଆ ଅଧ୍ୟାପକ ଭଗବାନ ସାହୁ ଯୋଗଦେଇ ବିଜେତା/ଉପ ବିଜେତା ତଥା ମ୍ୟାନ ଅଫ ଦି ମ୍ୟାଚ ରୋସନ ଖଣ୍ଡାୟତ,ବେଷ୍ଟ ବ୍ୟାଟ୍ସମ୍ୟାନ ସଞ୍ଜୟ କୁମ୍ଭାର ପ୍ରମୁଖଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଶନିବାର ଅପରାହ୍ନରେ ସିଦ୍ଧିକ୍ଷା ରେଵେଲସ ବନାମ ବାଦୀ ବ୍ରଦରସ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଟିତ ହେବ । ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ବିଭିନ୍ନ ବିଭାଗରେ ଉଚ୍ଚ କୋଟିର ଖେଳ ପ୍ରଦର୍ଶନ କରିଥିବା ଖେଳାଳୀ, ଟୁର୍ଣ୍ଣାମେଣ୍ଟ ପରିଚାଳନାରେ ଗୁରୁଦାୟିତ୍ଵ ବହନ କରିଥିବା ସଦସ୍ୟ ମାନଙ୍କୁ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟଅତିଥି ଭାବରେ

ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ବିନିକା ନଗରପାଳ ସୁବାସ ଚନ୍ଦ୍ର ଭୋଇ, ବିନିକା ସେବା ସମବାୟ ସମିତି ସଭାପତି ଆନନ୍ଦ ବାବୁ, କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ, ଅବସରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଦୁଃଖୀରାମ ନାଏକ, ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘର ପୂର୍ବତନ ସଭାପତି ପଠାଣ ପଣ୍ଡା, ବିନିକା ବଣିକ ସଂଘ ସଭାପତି ଅଶ୍ଵିନୀ କୁମାର ସୁବୁଦ୍ଧି, ସୋନାଲିକା ଶୋରୁମ ପ୍ରୋପାଇଟର ପ୍ରଶାନ୍ତ ବାବୁ,ଯୁବ ଉଦ୍ୟୋଗୀ ସୁଜିତ କୁମାର ବଡ଼ପଣ୍ଡା,ବଲାଙ୍ଗୀର ପ୍ରେରଣା ଖବରକାଗଜ ସମ୍ପାଦକ ରଘୁନନ୍ଦନ ସିଂ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୁତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like