-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଦେବାଳୟ ବିମୋଚନମ ଓ  ହିନ୍ଦୁ ମହାସଂଘ ସମେତ ସାତଟି ହିନ୍ଦୁ ସଂଗଠନ ଗଠନ କଲେ ହିନ୍ଦୁ ଏକତା ମଞ୍ଚ

10-Jun-2023



ନବରଙ୍ଗପୁର: ଓଡ଼ିଶାରେ  ହିନ୍ଦୁ ଧର୍ମ ର ସୁରକ୍ଷା ପାଇଁ ଦେବାଳୟ ବିମୋଚନମ, ହିନ୍ଦୁ ମହାସଂଘ, ମାରୁତି ସେନା, ହିନ୍ଦୁ ମହାସଭା, କେଶରୀୟା ହିନ୍ଦୁ ପରିଷଦ, ଓଡ଼ିଶା ସୁରକ୍ଷା ସେନା ଏବଂ ବ୍ୟାସ ଫାଉଣ୍ଡେସନ ମିଳିତ ଭାବେ ହିନ୍ଦୁ ଏକତା ମଞ୍ଚ ଗଠନ କରିଛନ୍ତି। ହିନ୍ଦୁ ଧର୍ମ ଓ ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ପାଇଁ ମିଳିତ ଭାବେ ଉଦ୍ୟମ କରାଯିବ । ଦେବାଳୟ ବିମୋଚନମ୍ ଟ୍ରଷ୍ଟ ର ମେନେଜିଂ ଟ୍ରଷ୍ଟି ଶ୍ରୀ ଟିକେ ଜେନା ଙ୍କ ଉଦ୍ୟମ କ୍ରମେ ଆସନ୍ତା ରବିବାର ଦିନ ଏକ ମିଳିତ ବୈଠକ କଟକ ଠାରେ ଅନୁଷ୍ଠିତ ହେବ । ସମସ୍ତ ସାତଟି ଓଡ଼ିଶାର ପ୍ରମୁଖ ସଂଗଠନ ର ମୁଖ୍ୟ କିମ୍ବା ସେମାନଙ୍କ ପ୍ରତିନିଧି ମାନେ ଯୋଗଦାନ କରିବେ । ଓଡ଼ିଶା, ଛତିଶଗଡ଼ ଓ ମଧ୍ୟ ପ୍ରଦେଶରେ ଦ୍ରୁତ ଗତିରେ ଅବିବୃଦ୍ଧି ହେଉଥିବା ହିନ୍ଦୁ ମହାସଂଘ ପାଇଁ ଏହା ଆହୁରି ଏକ ବଡ଼ ସଫଳତା ବୋଲି ମହାସଂଘ ପ୍ରମୁଖ ଜୟନ୍ତ କୁମାର ରାୟପାତ୍ର ମତବ୍ୟକ୍ତ କରିଛନ୍ତି। ବିଭିନ୍ନ ଅଞ୍ଚଳ ରେ ସକ୍ରିୟ ଥିବା ଏହି ସଂଗଠନ ଗୁଡ଼ିକ ମିଳିତ ଭାବେ ଏଥର ଧର୍ମ ରକ୍ଷା ପାଇଁ ଉଦ୍ୟମ କରିବେ।  ସାତଟି ବୃହତ ହିନ୍ଦୁ ସଂଗଠନ ମିଳିତ ଭାବେ ଗୋଟିଏ ମଞ୍ଚରେ ଆସିବା ଆଗାମୀ ଦିନରେ ଓଡିଶା ପାଇଁ ଏକ ଶୁଭ ସଂକେତ ବୋଲି ହିନ୍ଦୁ ରାଷ୍ଟ୍ର ବାଦୀ ମାନେ ମତବ୍ୟକ୍ତ କରିଛନ୍ତି।

(ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like