-+91-9937148622 |

prerana_bgr@rediffmail.com |

  Sunday 15th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦ୍ଘାଟିତ*-   (15-Mar-2026)       ||      ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ   (14-Mar-2026)       ||      ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା    (14-Mar-2026)       ||      ପ୍ରେରଣା’ ତରଫରୁ ତଥା ‘ସଂପୂର୍ଣ୍ଣା’ ଅନୁଷ୍ଠାନର ସହଯୋଗରେ ରଙ୍ଗୋଲି ପ୍ରତିଯୋଗିତା   (14-Mar-2026)       ||      ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା   (14-Mar-2026)       ||      ମାୟାବର୍ହା ରେ ଗଣିତ ଦିବସ   (14-Mar-2026)       ||      *ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   (14-Mar-2026)       ||      ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   (14-Mar-2026)       ||      *ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   (14-Mar-2026)       ||      *ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   (14-Mar-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||     

HOME   ଜିଲ୍ଲା

ସାଗଜୁରୀ ଗ୍ରାମରେ ଭୂମି କମ୍ପ, ଭୟ ରେ ଗ୍ରାମବାସୀ ଆତଙ୍କିତ ।

10-Jun-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ ) :
ସୁବର୍ଣ୍ଣପୁର ଜ଼ିଲ୍ଲା ବୀରମହାରାଜପୁର ବ୍ଲକ ଦୁର୍ଜନ ତୈଳl ଗ୍ରାମପଞ୍ଚାୟତ ର ସାଗଜୁରୀ ଗ୍ରାମରେ ଗତକାଲି ଅପରାହ୍ନ ପ୍ରାୟ୨.୩୦ ମିନିଟ ସମୟରେ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି, ଭୂମିକମ୍ପ ପ୍ରଭାବ ରେ ପ୍ରଚଣ୍ଡ ଶବ୍ଦ ହୋଇ ଗ୍ରାମର ରାସ୍ତା ଫାଟି ଯାଇଛି l ଭୂମିକମ୍ପ ର ପ୍ରଭାବରେ ଗାଁ ଓ ଆଖ ପାଖ ଲୋକ ଭୟ ଭିତ ହୋଇ ପଡିଛନ୍ତି l ଗାଁ ରେ ନିର୍ମାଣ ହୋଇଥିବା କଂକ୍ରିଟ ରାସ୍ତାର ପାଖାପାଖି ୫୦ ମିଟର ରୁ ଅଧିକ ହେବ ଫାଟ ହୋଇଯାଇଛି, ଏହି ଭୂମିକମ୍ପ ସମୟରେ ଯୋର ଶବ୍ଦରେ ଘରର କଂସା ବାସନ ହଳି ଶବ୍ଦ ହେବାସହ ପଡ଼ି ଯାଇଥିବା ଗାଁ ଲୋକ କହିଛନ୍ତି l ସେହିଭଳି ଗାଁ ର ସଞ୍ଜୀବ ସେଠି ଙ୍କ ଘର କାନ୍ଥ ରେ ଲମ୍ବା ଫାଟ ହୋଇଥିବା ସହ ଘରେ ଥିବା ଚୌକି, ଟେବୁଲ, ଖଟ, ଫେନ, କାନ୍ଥ ଘଣ୍ଟା, ଟି. ଭି. ଓ ଅନ୍ୟାନ୍ୟ ସାମଗ୍ରୀ ହଲି ଦୋହଲି ଯାଇଥିବା ଲୋକେ ପ୍ରକାଶ କରିଛନ୍ତି l, ଭୂମିକମ୍ପ ହେବାସମୟରେ ପ୍ରଚଣ୍ଡ ଖରାରେ ମଧ୍ୟ ଲୋକେ ଭୟ ଭିତ ହୋଇ ପିଲା ଛୁଆ ଧରି ଖୋଲା ପଡିଆ କୁ ବାହାରି ଆସି ଥିବା ଦେଖି ବାକୁ ମିଳିଛି l ତେବେ କାହିଁକି ଏପରି ହେଲା ତାହା ଏ ପର୍ଯ୍ୟନ୍ତ ଜଣାପଡ଼ିନାହିଁ l ଉକ୍ତ ଘଟଣା ପରେ ଗ୍ରାମବାସୀ ଙ୍କ ସହ ଆଖ ପାଖ ଗାଁ ର ଲୋକମାନେ ଭୟ ଭିତ ଅବସ୍ଥା ରେ ଅଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦ୍ଘାଟିତ*-   15-Mar-2026
  ଜିଲ୍ଲା  
ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ   14-Mar-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା   14-Mar-2026
  ଜିଲ୍ଲା  
ପ୍ରେରଣା’ ତରଫରୁ ତଥା ‘ସଂପୂର୍ଣ୍ଣା’ ଅନୁଷ୍ଠାନର ସହଯୋଗରେ ରଙ୍ଗୋଲି ପ୍ରତିଯୋଗିତା   14-Mar-2026
  ଜିଲ୍ଲା  
ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା   14-Mar-2026
  ଜିଲ୍ଲା  
ମାୟାବର୍ହା ରେ ଗଣିତ ଦିବସ   14-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   14-Mar-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   14-Mar-2026
  ଜିଲ୍ଲା  
*ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   14-Mar-2026
  ଜିଲ୍ଲା  
*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   14-Mar-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   14-Mar-2026
  ଜିଲ୍ଲା  
*ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   14-Mar-2026

You Might Also Like