-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||     

HOME   ଦେଶ ବିଦେଶ

ହାଇୱେରେ ଦ୍ରୁତ ବେଗରେ ଯାଉଥିଲା କାର୍‌, ହଠାତ୍‌ ଏମର୍ଜେନ୍ସି ଲ୍ୟାଣ୍ଡିଂ କଲା ପ୍ଲେନ୍‌

10-Dec-2020



(ପ୍ରେରଣା ଖବର) ହାଇୱେରେ ଏକ ପ୍ଲେନ୍‌ ଏମର୍ଜେନ୍ସି ଲ୍ୟାଣ୍ଡିଂ କରୁଥିବାର ଭିଡିଓ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓଟିକୁ ଦେଖିଲେ ଆପଣ ମଧ୍ୟ ଆଚମ୍ବିତ ହୋଇଯିବେ।
ମିଳିଥିବା ସୂଚନା ଅନୁସାରେ, ବୁଧବାର ରାତି ୯ଟା ୩୦ରେ ଆମେରିକାର ମିନେସୋଟାରେ ଏକ ସିଙ୍ଗଲ୍‌ ଇଞ୍ଜିନ୍‌ ପ୍ଲେନ୍ ହାଇୱେରେ ‌ଚଳନ୍ତା କାର୍‌ ମଝିରେ ଏମର୍ଜେନ୍ସି ଲ୍ୟାଣ୍ଡିଂ କରିଥିଲା। ଫଳରେ ବିମାନଟି ଏକ କାର୍‌ ସହ ଧକ୍କା ହୋଇଥିଲା। ଯଦିଓ ଏହି ଘଟଣାରେ କେହି ମୃତାହତ ହୋଇ ନାହାନ୍ତି, ହେଲେ ହାଇୱେରେ ପ୍ଲେନ୍‌ର‌ ଏମର୍ଜେନ୍ସି ଲ୍ୟାଣ୍ଡିଂ ସମୟର ଦୃଶ୍ୟ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। Minnesota Department of Transportation ପକ୍ଷରୁ ଏହି ଭିଡିଓକୁ ଡିସେମ୍ବର ୪ରେ ସୋସିଆଲ୍‌ ମିଡିଆରେ ଶେଆର‌ କରାଯାଇଥିଲା। ତେବେ କେଉଁ କାରଣ ପାଇଁ ବିମାନକୁ ଏମର୍ଜେନ୍ସି ଲ୍ୟାଣ୍ଡିଂ କରାଗଲା ତାହାର କାରଣ ଜଣାପଡ଼ିନାହିଁ।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026

You Might Also Like